ସୂଚନା କମିଶନଙ୍କୁ ଅଯୋଗ୍ୟ କହି ଅର୍ଡର ସିଟ୍‌ ପୋଡ଼ିଲେ ସୂଚନା ଅଧିକାରୀ କର୍ମୀ

ବଲାଙ୍ଗୀର,୨୦ା୧୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଓଡ଼ିଶା ସୂଚନା ଅଧିକାର ଅଭିଯାନ ପକ୍ଷରୁ ପ୍ରତିବାଦ, ବିକ୍ଷୋଭ ପ୍ରଦର୍ଶନ ସହ ସୂଚନା କମିଶନରଙ୍କ କିଛି ରାୟ ବା ଅର୍ଡର ସିଟ୍‌କୁ ପୋଡ଼ିଛନ୍ତି। ସୂଚନା ଅଧିକାର ଆଇନ ୨୦୦୫କୁ ଖିଲାପ କଲା ଭଳି ରାୟ ଦେଇ ସୂଚନା ଅଧିକାର ଆଇନକୁ ଓଡ଼ିଶାରେ ପ୍ରହସନ କରାଯାଇଥିବା ଅଭିଯୋଗ କରି ସମ୍ପୃକ୍ତ ସୂଚନା କମିଶନରମାନଙ୍କୁ ତୁରନ୍ତ ବହିଷ୍କାର କରିବାକୁ ଦାବି କରିଛନ୍ତି। ଆଜିର ପ୍ରତିବାଦ ଓ ବିକ୍ଷୋଭ ସମାବେଶରେ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀ, ପ୍ରମୋଦ କୁମାର ବେହେରା, ଶିବ ପ୍ରସାଦ ସାହୁ, କୃଷ୍ଣଚନ୍ଦ୍ର ବନଛୋର, ସତ୍ୟ ବନଛୋର, ଅନଙ୍ଗ ଠାକୁର, ଗୋପବନ୍ଧୁ ଛତ୍ରିଆ, ଶଙ୍କର ପାଣିଗ୍ରାହୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ପରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏଡିଏମ୍‌ ଡ. ବିଜୟାନନ୍ଦ ସେଠୀଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜମିଜମା ବିବାଦରୁ ସଂଘବଦ୍ଧ ଆକ୍ରମଣ, ଯୁବକକୁ ଖଣ୍ଡାରେ ହାଣିଲେ

ଵ୍ରହ୍ମପୁର, ୪/୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଗୁଡିଆପାଳି ଛକ ନିକଟରେ ଯୁବକଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ ହୋଇଛି । ଗୁରୁତର…

ଗୁରୁବାର ଅନେକ ଟଙ୍କା ରୋଜଗାର କରିବେ ଏହି ୩ ରାଶିର ବ୍ୟକ୍ତି! କ୍ୟାରିୟରରେ ମିଳିବ….

ଗୁରୁବାର ଦିନଟି ଅନେକ ରାଶି ପାଇଁ ଏକ ବିଶେଷ ଦିନ ହେବ । ତଥାପି, ତିନୋଟି ରାଶିର ବ୍ୟକ୍ତି, ଯେଉଁମାନେ ଏହି ଦିନ ବହୁତ ଲାଭବାନ ହେବେ।…

ରାଷ୍ଟ୍ରପତିଙ୍କ ଘର ଆଗରେ ପିଲାଙ୍କୁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ନାଁ କ’ଣ ପଚାରିଲେ ମୋହନ ମାଝୀ, ଏହି ଘର କାହାର କହି…

ଭୁବନେଶ୍ୱର,୪ା୨: ରାଷ୍ଟ୍ରପତିଙ୍କ ଘର ଆଗରେ ବୁଧବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଛି। ରାଷ୍ଟ୍ରପତିଙ୍କ ଘର ସାମ୍ନାରେ ଛିଡ଼ା ହୋଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଷ୍ଟ୍ରପତିଙ୍କୁ…

କୀଟନାଶକ ପିଇ ଜୀବନ ହାରିଲେ ଛାତ୍ରୀ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମର ଜଣେ ଯୁକ୍ତ ୨ ଦିତୀୟବର୍ଷ ଛାତ୍ରୀ ଏସ.ଅନିତା ଦୋରା(୧୭) କୀଟନାଶକ ପିଇ…

ପୋଖରୀ ହୁଡ଼ାରେ ପ୍ୟାଣ୍ଟ ଶର୍ଟ, ପାଣି ଭିତରେ ମୃତଦେହ

ବଲାଙ୍ଗୀର,୪ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍ବବୃହତ ମହାରାଣୀ ପୋଖରୀ ପାଣିରେ ଭାସୁଥିବା ଏକ ମୃତଦେହକୁ ଜବତ କରିଛି ଅଗ୍ନିଶମ ବିଭାଗ। ସୂଚନାନୁଯାୟୀ, ଆଜି ଦିନ ବେଳେ…

ମଝି ଆକାଶରେ ବିମାନର ଇଞ୍ଜିନର ଲାଗିଲା ନିଆଁ, କୋଲକାତାରେ….

କୋଲକାତା,୪ା୨: ପଶ୍ଚିମବଙ୍ଗର କୋଲକାତା ବିମାନବନ୍ଦରରେ ତୁର୍କୀସ୍ ଏୟାରଲାଇନ୍ସର ଏକ ବିମାନ ଜରୁରୀକାଳୀନ ଅବତରଣ କରିଛି । ବିମାନଟି କାଠମାଣ୍ଡୁରୁ ଇସ୍ତାନବୁଲ ଅଭିମୁଖେ ଯାତ୍ରା କରୁଥିଲା। ତୁର୍କୀସ୍ ଏୟାରଲାଇନ୍ସର…

ଛାତ୍ରୀଛାତ୍ରଙ୍କୁ ମିଳିବ ମାଗଣା ଅନଲାଇନ କୋଚିଂ: SC, OBC ଆଦି ବର୍ଗଙ୍କୁ ମିଳିବ ସୁବିଧା

ନୂଆଦିଲ୍ଲୀ,୪ା୨: ଦେଶର ପଛୁଆ ବର୍ଗର ଛାତ୍ରୀଛାତ୍ରଙ୍କୁ ମାଗଣା ଅନଲାଇନ କୋଚିଂ ଦେବେ ସରକାର। ଅନୁସୂଚିତ ଜାତି, ପଛୁଆ ବର୍ଗ ଏବଂ ଆର୍ଥିକ ଅନଗ୍ରସର ଶ୍ରେଣୀର ମେଧାବୀଙ୍କୁ ଶିକ୍ଷା…

ବଦଳିବ ସାତକୋଶିଆର କାୟାକଳ୍ପ: ୧୦୦ କୋଟି ବ୍ୟୟରେ ସଜେଇ ହେବ ଅଭୟାରଣ୍ୟ

ଭୁବନେଶ୍ୱର,୪ା୨: ସାତକୋଶିଆ ଅଭୟାରଣ୍ୟ ହେବ ବିଶ୍ୱସ୍ତରୀୟ ଇକୋ-ଟୁରିଜିମ୍ ହବ୍‌। ଏଥିପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ପ୍ରକଳ୍ପ ପାଇଁ ପ୍ରାୟ ୧୦୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri