Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କ ଉଡ଼ାଣ ସମ୍ପର୍କିତ ସୂଚନା ଆର୍‌ଟିଆଇରେ ଦିଆଯାଇ ପାରିବ ନାହିଁ: ଭାରତୀୟ ବାୟୁସେନା

ନୂଆଦିଲ୍ଲୀ,୯।୧୨: ପ୍ରଧାନମନ୍ତ୍ରୀଙ୍କ ଉଡ଼ାଣ ସମ୍ପର୍କିତ ତଥ୍ୟ ସୂଚନା ଅଧିକାର ଆଇନ (ଆର୍‌ଟିଆଇ) ଅନ୍ତର୍ଗତ ପ୍ରଦାନ କରାଯାଇ ପାରିବ ନାହିଁ। ଏସମ୍ପର୍କରେ ଭାରତୀୟ ବାୟୁସେନା ପକ୍ଷରୁ ବୁଧବାର ଦିଲ୍ଲୀ ହାଇକୋର୍ଟରେ ଏକ ଆବେଦନ ଦାଖଲ କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ଏଭଳି କରାଯାଇ ପାରିବ ନାହିଁ ବୋଲି ବାୟୁସେନା କହିଛି। କେନ୍ଦ୍ରୀୟ ସୂଚନା ଆୟୋଗ(ସିଆଇସି) ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ସ୍ପେଶାଲ ଫ୍ଲାଇଟ୍‌ ରିଟର୍ନ-୨ ସମ୍ପର୍କିତ ସୂଚନା ବିବରଣୀ ଲୋଡ଼ା ଯାଇଥିଲା। ଏଥିରେ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ରହିଥିବା ଏସ୍‌ପିଜି କର୍ମୀଙ୍କ ନାମ ମଧ୍ୟ ପଚରା ଯାଇଥିଲା। ଏସ୍‌ପିଜି ସୁରକ୍ଷାକର୍ମୀ ବିଦେଶଯାତ୍ରା ସମୟରେ ପ୍ରଧାନମନ୍ତ୍ରୀଙ୍କ ସହିତ ଯାତ୍ରା କରିଥାନ୍ତି। ଦେଶର ସଂପ୍ରଭୁତା ଏବଂ ଅଖଣ୍ଡତା ଏହି ବିବରଣୀ ପ୍ରଦାନ ଦ୍ୱାରା ପ୍ରଭାବିତ ହେବାର ଆଶଙ୍କା ଥିବା ବାୟୁସେନା ପକ୍ଷରୁ କୁହାଯାଇଛି। ଏହା ସହିତ ସୁରକ୍ଷା, ରଣନୀତି, ବୈଜ୍ଞାନିକ ଏବଂ ଆର୍ଥିକ କ୍ଷେତ୍ର ଏହାଦ୍ୱାରା ସଙ୍କଟରେ ପଡ଼ିବାର ଆଶଙ୍କା ରହିଥିବା ବାୟୁସେନା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବର ସାଜିବେ ସଚିନ ତେନ୍ଦୁଲକରଙ୍କ ପୁଅ: ଜାଣନ୍ତୁ ଅର୍ଜନୁଙ୍କ ମୋଟ ସମ୍ପତ୍ତି କେତେ

ନୂଆଦିଲ୍ଲୀ,୧୧।୨:ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ବିବାହ କାର୍ଡ ବଣ୍ଟାଉଛି। ସଚିନ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ପ୍ରମୁଖ…

ଟ୍ରେଡ ଡିଲରେ ଆମେରିକା ଚୁପଚାପ କରିଦେଲା ଘୋଟାଲା! କ’ଣ ପରିବର୍ତ୍ତନ ହେଲା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୧୧।୨: ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପ୍ରତି ଘୋଷିତ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମାକୁ ନେଇ ଏକ ନୂଆ ବିବାଦ ସୃଷ୍ଟି ହୋଇଛି। ହ୍ବାଇଟ ହାଉସ ଚୁପ ଚାପ…

ଆସନ୍ତାକାଲି ଦେଶବ୍ୟାପୀ ଧର୍ମଘଟ: ବାହାରକୁ ଯିବା ପୂର୍ବରୁ କ’ଣ ଖୋଲା, କ’ଣ ବନ୍ଦ, ଦେଖନ୍ତୁ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୧।୨: ଆସନ୍ତାକାଲି ଭାରତ ବନ୍ଦ ଡାକରା। କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ କରି କେନ୍ଦ୍ର ସରକାର ବିରୋଧରେ ଦେଶବ୍ୟାପୀ ହରତାଳ ଓ ଧର୍ମଘଟ କରିବେ ବିଭିନ୍ନ ଶ୍ରମିକ…

ଟ୍ରମ୍ପଙ୍କ ସାଂସଦ ଆଣିଲେ H1B ଭିଜା ଶେଷ କରିବାର ପ୍ଲାନ, ଜାଣନ୍ତୁ ଭାରତୀୟଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ

ଓ୍ବାଶିଂଟନ,୧୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତର ଜଣେ ସାଂସଦ ଏକ ବିଲ ଆଗତ କରିଛନ୍ତି ଯାହା ଭାରତୀୟମାନଙ୍କ ପାଇଁ ଏକ ବଡ଼ ଆଘାତ। ସୋମବାର (ଫେବୃଆରୀ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ଭାରତ ସହ ଟ୍ରେଡ୍‌ ଡିଲ୍‌ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…

ଓ୍ବାଶିଂଟନ୍‌,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର…

କ୍ରାଶ ହେଉଥିଲା ବିମାନ, ପତ୍ନୀଙ୍କ ପାଇଁ ଏମିତି ବାର୍ତ୍ତା ଦେଲେ ପାଇଲଟ, ଭିଡ଼ିଓ ହେଉଛି ଭାଇରାଲ

ଜର୍ଜିଆ,୧୧।୨: ଆମେରିକାର ଜର୍ଜିଆ ରାଜ୍ୟର ଏକ ବ୍ୟସ୍ତବହୁଳ ରାସ୍ତାରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟବଶତଃ, ଏଥିରେ କୌଣସି କ୍ଷତି ହୋଇନାହିଁ। ଏହି ଘଟଣା ଘଟିଥିଲା…

ଶ୍ରମିକଙ୍କୁ ୧୦୦ ମିଟର ଘୋଷାଡି ନେଲା ବସ, ଆଉ ତା’ପରେ ଘଟିଲା…

ଭଞ୍ଜନଗର,୧୧/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଭାଲିଆଖାଇ ଛକରେ ବୁଧବାର ନୀଳକଣ୍ଠ ନାମକ ଏକ ଘରୋଇ ବସ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri