ଇନଫୋସିସକୁ ଝଟ୍‌କା, ପାଣିରେ ପଡ଼ିଲା ନିବେଶକଙ୍କର ୪୦ ହଜାର କୋଟି…

ମୁମ୍ବାଇ, ୧୮।୪ : ଇନଫୋସିସର ନିବେଶକମାନେ ସଙ୍କଟର ସମ୍ମୁଖୀନ ହୋଇଛନ୍ତି। ସୋମବାର ଇନଫୋସିସ ଶେୟାରର ମୂଲ୍ୟ ହ୍ରାସ ପାଇବାରେ ଲାଗିଛି। ବମ୍ବେ ଷ୍ଟକ ଏକ୍ସଚେଞ୍ଜରେ ୬.୮୯ ପ୍ରତିଶତ ହ୍ରାସ ସହିତ ଇନଫୋସିସ ଶେୟାର ୧୬୨୮.୧୦ଟଙ୍କାସ୍ତରରେ କାରବାର କରୁଛି।

ଫଳରେ କମ୍ପାନୀର ଶେୟାର ବିକ୍ରିରେ ବାଧା ସୃଷ୍ଟି ହୋଇଛି। ଗତ ଆର୍ଥିକ ବର୍ଷର ଚତୁର୍ଥ ତ୍ରୟମାସିକ ଫଳାଫଳ ଆଶାଠାରୁ କମ ହେବା ପରେ ଆଇଟି କମ୍ପାନୀ ଇନଫୋସିସର ଶେୟାରରେ ଏହି ହ୍ରାସ ଘଟିଛି। ଦୁଇ ବର୍ଷରୁ ଅଧିକ ସମୟ ମଧ୍ୟରେ ଇନଫୋସିସ ଶେୟାରରେ ଏହା ସବୁଠାରୁ ବଡ଼ ଧରଣର ହ୍ରାସ ବୋଲି କୁହାଯାଉଛି।

ବିଏସଇରେ ଇନଫୋସିସର ଶେୟାରରେ ବଡ଼ ଧରଣର ହ୍ରାସ ପରେଏହାର ବଜାର ପୁଞ୍ଜିକରଣ ୬,୯୨,୨୮୧ କୋଟି ଟଙ୍କାକୁ ଖସି ଆସିଛି। ଫଳରେ ନିବେଶକମାନଙ୍କର ୪୦ ହଜାର କୋଟିରୁ ଅଧିକ ଟଙ୍କା ପାଣିରେ ପଡ଼ିଛି ଶେୟାର ମୂଲ୍ୟ ହ୍ରାସ ଯୋଗୁ ନିବେଶକମାନେ ହତାଶ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri