ଇନଫୋସିସକୁ ଝଟ୍‌କା, ପାଣିରେ ପଡ଼ିଲା ନିବେଶକଙ୍କର ୪୦ ହଜାର କୋଟି…

ମୁମ୍ବାଇ, ୧୮।୪ : ଇନଫୋସିସର ନିବେଶକମାନେ ସଙ୍କଟର ସମ୍ମୁଖୀନ ହୋଇଛନ୍ତି। ସୋମବାର ଇନଫୋସିସ ଶେୟାରର ମୂଲ୍ୟ ହ୍ରାସ ପାଇବାରେ ଲାଗିଛି। ବମ୍ବେ ଷ୍ଟକ ଏକ୍ସଚେଞ୍ଜରେ ୬.୮୯ ପ୍ରତିଶତ ହ୍ରାସ ସହିତ ଇନଫୋସିସ ଶେୟାର ୧୬୨୮.୧୦ଟଙ୍କାସ୍ତରରେ କାରବାର କରୁଛି।

ଫଳରେ କମ୍ପାନୀର ଶେୟାର ବିକ୍ରିରେ ବାଧା ସୃଷ୍ଟି ହୋଇଛି। ଗତ ଆର୍ଥିକ ବର୍ଷର ଚତୁର୍ଥ ତ୍ରୟମାସିକ ଫଳାଫଳ ଆଶାଠାରୁ କମ ହେବା ପରେ ଆଇଟି କମ୍ପାନୀ ଇନଫୋସିସର ଶେୟାରରେ ଏହି ହ୍ରାସ ଘଟିଛି। ଦୁଇ ବର୍ଷରୁ ଅଧିକ ସମୟ ମଧ୍ୟରେ ଇନଫୋସିସ ଶେୟାରରେ ଏହା ସବୁଠାରୁ ବଡ଼ ଧରଣର ହ୍ରାସ ବୋଲି କୁହାଯାଉଛି।

ବିଏସଇରେ ଇନଫୋସିସର ଶେୟାରରେ ବଡ଼ ଧରଣର ହ୍ରାସ ପରେଏହାର ବଜାର ପୁଞ୍ଜିକରଣ ୬,୯୨,୨୮୧ କୋଟି ଟଙ୍କାକୁ ଖସି ଆସିଛି। ଫଳରେ ନିବେଶକମାନଙ୍କର ୪୦ ହଜାର କୋଟିରୁ ଅଧିକ ଟଙ୍କା ପାଣିରେ ପଡ଼ିଛି ଶେୟାର ମୂଲ୍ୟ ହ୍ରାସ ଯୋଗୁ ନିବେଶକମାନେ ହତାଶ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଗଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡା ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

‘କାନ ଖୋଲି ଶୁଣି ନିଅ, ଯେପର୍ଯ୍ୟନ୍ତ ମୋଦି ବଞ୍ଚିଛନ୍ତି’

ନୂଆଦିଲ୍ଲୀ,୨୫ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଶୁକ୍ରବାର ଉତ୍ତରପ୍ରଦେଶର ୮ଟି ଆସନରେ ଅନୁଷ୍ଠିତ ହେବ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ...

ସମସ୍ତ ମୁସଲମାନଙ୍କୁ ଓବିସି ବର୍ଗରେ ସାମିଲ କରିବାକୁ ନେଇ କର୍ନାଟକ ସରକାରଙ୍କ ବୟାନରେ ସନ୍ତୁଷ୍ଟ ନୁହେଁ ଏନସିବିସି

ବେଙ୍ଗାଲୁରୁ,୨୫।୪: ନ୍ୟାସନାଲ କମିଶନ ଫର ବ୍ୟାକଓ୍ବାର୍ଡ କ୍ଲାସେସ (ଏନସିବିସି) ସଂରକ୍ଷଣ ସୁବିଧା ଯୋଗାଇବା ପାଇଁ କର୍ନାଟକର ସମସ୍ତ ମୁସଲମାନ ସମ୍ପ୍ରଦାୟକୁ ଓବିସି ବର୍ଗରେ ଅନ୍ତର୍ଭୁକ୍ତ କରିବାକୁ...

ଶେୟାର ବଜାରର ଉତ୍ସାହ, ମାର୍କେଟ କ୍ୟାପ୍ ୪୦୪ ଲକ୍ଷ କୋଟି ପାର

ମୁମ୍ବାଇ,୨୫।୪: ଗୁରୁବାର ଦ୍ୱିପ୍ରହରରେ ଶେୟାର ବଜାରରେ କିଣାବିକା ବଢିବା ସହିତ ଭାରତୀୟ ଶେୟାର ବଜାର ଉତ୍ସାହ ସହିତ ବନ୍ଦ ହୋଇଛି। ସେନସେକ୍ସ ୭୪,୦୦୦ ପଏଣ୍ଟ ପାର...

୨୦୨୪ ହେବାକୁ ଯାଉଛି ବିଶ୍ୱର ସବୁଠାରୁ ମହଙ୍ଗା ଇଲେକ୍ସନ, ୨୦୧୯ ତୁଳନାରେ ଖର୍ଚ୍ଚ ହେଉଛି ୨ ଗୁଣା ଅଧିକ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ୨୦୨୪ ପୂର୍ବ ରେକର୍ଡ ଭାଙ୍ଗିବା ଏବଂ ବିଶ୍ୱର ସବୁଠାରୁ ମହଙ୍ଗା ର୍ନିବାଚନ ଇଭେଣ୍ଟ ହେବାକୁ ଯାଉଛି। ଏନଜିଓ ସେଣ୍ଟର ଫର...

ଏହି ଲୋକ ସଭା ଆସନରେ ସ୍ବାମୀଙ୍କୁ ଟକ୍କର ଦେବେ ସ୍ତ୍ରୀ

ଲକ୍ଷ୍ନୌ,୨୫।୩୪: ଉତ୍ତରପ୍ରଦେଶର ଇଟାୱା ଲୋକ ସଭା ଆସନରେ ପ୍ରତିଯୋଗିତା ରୋଚକ ହୋଇଛି। ବର୍ତ୍ତମାନର ଏମ୍‌ପି ରାମ ଶଙ୍କର କ୍ୟାଥେରିଆଙ୍କ ଉପରେ ଆତ୍ମବିଶ୍ୱାସ ପ୍ରକାଶ କରି ଭାଜପା...

ମୋଦିଙ୍କୁ ଚିଠି ଲେଖିଲେ ଖାର୍ଗେ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ କଂଗ୍ରେସ ମନିଫେଷ୍ଟୋ ଉପରେ ପ୍ରଶ୍ନ ଉଠାଉଛନ୍ତି। କିଛି ଦିନ ପୂର୍ବେ...

‘୨୦୨୫ ସୁଦ୍ଧା ଭାଜପା ସଂରକ୍ଷଣ ଉଚ୍ଛେଦ କରିବ’: ରେବନ୍ଥ ରେଡ୍ଡୀଙ୍କ ବଡ଼ ଦାବି

ହାଇଦ୍ରାବାଦ,୨୫।୪: ମୁସଲମାନମାନଙ୍କ ପାଇଁ କୋଟାକୁ ନେଇ ଭାଜପା ଏବଂ କଂଗ୍ରେସ ମଧ୍ୟରେ ଚାଲିଥିବା ରାଜନୈତିକ ଵାକଯୁଦ୍ଧ ମଧ୍ୟରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀ ଅଭିଯୋଗ କରିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri