ବଲିଉଡ୍‌ରେ ଜଲଓ୍ବା ଦେଖାଇବେ କିଙ୍ଗ ଖାନଙ୍କ ଝିଅ!

ମୁମ୍ବାଇ: ବଲିଉଡ୍‌ରେ ଏଣ୍ଟ୍ରି କରିବେ କିଙ୍ଗ ଖାନ ଶାହାରୁଖଙ୍କ ଝିଅ ସୁହାନା। ବାପାଙ୍କ ପରେ ସେ ବଲିଉଡ୍‌ରେ ନିଜର ଜଲଓ୍ବା ଦେଖାଇବେ। ଅନେକ ଦିନ ହେବ ଏହି ଖବର ଶୁଣିବାକୁ ମିଳୁଥିବା ବେଳେ ଏବେ ଏହା ସ୍ପଷ୍ଟ ହୋଇଛି। ନିର୍ଦ୍ଦେଶିକା ଜୋୟା ଅଖତର ସୁହାନଙ୍କୁ ତାଙ୍କ ଫିଲ୍ମରେ ବ୍ରେକ ଦେବା ନେଇ ଚର୍ଚ୍ଚା ହେଉଛି। ନିକଟରେ ଜୋୟା ଅଖତରଙ୍କ ଅଫିସ ବାହାରେ ସୁହାନାଙ୍କୁ ଦେଖିବାକୁ ମଳିଥିଲା। ଏହି ଫଟୋ ସୋସିଆଲ ମିଡିଆରେ ଭାଇରାଲ ମଧ୍ୟ ହୋଇଥିଲା। ଫଟୋ ଭାଇରାଲ ହେବା ପରେ ଜୋୟା ଙ୍କ ଅପକମିଂ ଫିଲ୍ମରେ ସୁହାନା ବଲିଉଡ୍‌ରେ ଏଣ୍ଟ୍ରି କରିବେ ବୋଲି ଚର୍ଚ୍ଚା ଜୋର ଧରିଛି।
ଜୋୟା ‘ଆର୍ଚି କମିକ୍ସ’ ଉପରେ ଏକ ଫିଲ୍ମ ତିଆରି କରିବାକୁ ଯାଉଛନ୍ତି। ଏହି ଫିଲ୍ମରେ ସୁହାନାଙ୍କ ବ୍ୟତୀତ ଶ୍ରୀଦେବୀଙ୍କ ସାନ ଝିଅ ଖୁସି କପୁର ଏବଂ ଅମିତାଭ ବଚ୍ଚନଙ୍କ ନାତୀ ଅଗସ୍ତ୍ୟା ନନ୍ଦାଙ୍କୁ ଲଞ୍ଚ କରିପାରନ୍ତି। ତେବେ ଏହି ଖବର କେତେ ସତ କେତେ ମିଛି ତାହା ପୂରା ଘଟଣା ସାମ୍ନାକୁ ଆସିବା ପରେ ହିଁ ଜଣାପଡିବ। ଶାହାରୁଖଙ୍କ ଝିଅ ସୁହାନା ଖାନ ନ୍ୟୁୟର୍କରେ ଆକ୍ଟିଂରେ ପାଠ ପଢ଼ିଛନ୍ତି। ସେ ଗତ ବର୍ଷ ନ୍ୟୁୟର୍କରୁ ଭାରତ ଫେରିଛନ୍ତି। ନ୍ୟୁୟର୍କରେ ରହୁଥିବାବେଳେ ସୁହାନା ଅନେକ ଆକ୍ଟିଂ ଭିଡିଓରେ କାମ କରିଛନ୍ତି। ସେ ଅନେକ ସର୍ଟ ଫିଲ୍ମରେ କାମ କରିଛନ୍ତି ଏବଂ ତାଙ୍କ ଅଭିନୟର ଅନେକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ମହାରାଜ ସାଗର ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର: କେମିତି ହେଲା ମୃତ୍ୟୁ ଛାନ୍‌ଭିନ ଚଳାଇଛି ପୋଲିସ

ବଲାଙ୍ଗୀର,୨୫।୫ (ସୁନୀଲ କୁମାର ମହାନ୍ତି ): ଟିଟିଲାଗଡ଼ ମହାରାଜ ସାଗର ପରିସର ମଧ୍ୟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଟିଟିଲାଗଡ଼ ପୋଲିସ ଉଦ୍ଧାର କରିଛି । ମହାରାଜ…

ଦିନେ ନିରାଶ୍ରୟଙ୍କ ସାହା ଥିଲେ ମଗନ, ଏବେ ନିଜେ ମାଗୁଛନ୍ତି ସହାୟତା

କେନ୍ଦୁଝର,୨୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସହରର କମାରଗୋଡାର ସମାଜସେବୀ ତଥା ବରିଷ୍ଠ ଖବରଦାତା ମଗନ କୁମାର ମଲ୍ଲିକ(୫୭)କର୍କଟ ରୋଗରେ ପୀଡିତ ହୋଇ ଭୁବନେଶ୍ୱର ‘ଏମ୍ସ’ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri