ସୁନ୍ଦରଗଡରେ ଅମାନବୀୟ କାଣ୍ଡ: ମହିଳାଙ୍କୁ ଅସଦାଚରଣ, ୮ ବଙ୍ଗୀୟ ମିସ୍ତ୍ରୀଙ୍କୁ ଉଲଗ୍ନ କରି…

ସୁନ୍ଦରଗଡ,୧୨।୧୨(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡରେ ପୁଣି ଘଟିଛି ଅମାନବୀୟ ଘଟଣା। ମହିଳାଙ୍କୁ ଦୁର୍ବ୍ୟବହାର ଅଭିଯୋଗ ପରେ ୮ବଙ୍ଗୀୟ ମିସ୍ତ୍ରୀଙ୍କୁ ଉଲଗ୍ନ କରି ରାସ୍ତାରେ ଚଲାଇ ଥାନାରେ ଜିମା ଦେଇଛନ୍ତି ଉତ୍ତ୍ୟକ୍ତ ଲୋକ। ଏପରି ଘଟଣା ଘଟିଛି ସୁନ୍ଦରଗଡର ଟାଉନଥାନା ମିଶନରୋଡ ନିକଟରେ।

ଘଟଣା ଅନୁଯାୟୀ, ଜନୈକ ବ୍ୟକ୍ତି ଘରେ ପଶି ମହିଳାଙ୍କୁ ଦୁର୍ବ୍ୟବହାର କରିଛନ୍ତି। ଘଟଣାକୁ ନେଇ ଏକ ଗୋଷ୍ଠୀର ଲୋକେ ରାଗିଯାଇ ୮ଜଣ ବଙ୍ଗୀୟ ମିସ୍ତ୍ରୀଙ୍କୁ ନିସ୍ତୁକ ମାଡ ମାରିଛନ୍ତି। ଅଭିଯୁକ୍ତ ସହିତ ସେହି ଅଞ୍ଚଳରେ କାମ କରୁଥିବା ୮ ଜଣ ବଙ୍ଗୀୟ ମିସ୍ତ୍ରୀଙ୍କୁ ଉଲଗ୍ନ କରି ଲୋକେ ପିଟିବା ସହ ହାତ ବାନ୍ଧି ରାସ୍ତାରେ ଚଳାଇ ଚଳାଇ ଥାନାକୁ ନେଇଛନ୍ତି।

ଟାଉନ ଥାନା ମିଶନ ରୋଡ ନିକଟ ଅଞ୍ଚଳରେ ଜଣକ ଘରେ ପଶି ଯୁବତୀଙ୍କୁ ଦୁର୍ବ୍ୟବହାର ଅଭିଯୋଗରେ ଏକ ଗୋଷ୍ଠୀର ଲୋକ ଉତ୍ତ୍ୟକ୍ତ ହୋଇ ଉଠିଛନ୍ତି। ଏନେଇ ଅଭିଯୁକ୍ତଙ୍କ ସହିତ ସେହି ଅଞ୍ଚଳରେ କାମ କରୁଥିବା ୮ ଜଣ ବଙ୍ଗୀୟ ମିସ୍ତ୍ରୀଙ୍କୁ ଫୁଙ୍ଗୁଳା କରି ପିଟିବା ସହ ହାତ ବାନ୍ଧି ରାସ୍ତାରେ ଚଳାଇ ଚଳାଇ ଥାନାକୁ ଆଣିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାରତ ମହିଳାଙ୍କୁ ପୋଲିସ ଭ୍ୟାନ୍‌ରେ ପୂରାଇ ଭଙ୍ଗାଗଲା ଘର

ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକ ତବଲବାଞ୍ଜି ଗଁାରେ ବୁଧବାର ବିସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଯୁକ୍ତ କ୍ଷତିପୂରଣ ଏବଂ ଉଚିତ ଥଇଥାନ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri