Posted inରାଜ୍ୟ

ପ୍ରାରମ୍ଭିକ ଅବସ୍ଥାରେ କଲୋନ କ୍ୟାନ୍ସର ଚିହ୍ନଟ କଲେ ଡା. ଆଶୁତୋଷ

ଭୁବନେଶ୍ୱର,୨୧।୪ (ବ୍ୟୁରୋ): ଶହୀଦନଗରସ୍ଥିତ ସାଇ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଗ୍ୟାଷ୍ଟ୍ରୋଏଣ୍ଟ୍ରୋଲୋଜି ଓ ଲିଭର୍‌ ସାଇନ୍ସର ପ୍ରତିଷ୍ଠାତା ଡା. ଆଶୁତୋଷ ମହାପାତ୍ରଙ୍କ ପ୍ରଚେଷ୍ଟା ଦ୍ୱାରା କଲୋନ କ୍ୟାନ୍ସର ବା ବଦନ୍ତ କର୍କଟକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ନିରୂପଣ କରାଯାଇଛି। ଜଣେ ୫୬ବର୍ଷର ବ୍ୟକ୍ତି ପେଟ ସମସ୍ୟା ନେଇ ଡ. ମହାପାତ୍ରଙ୍କ ନିକଟକୁ ଆସିଥିଲେ। ଏଣ୍ଡୋସାଇଟୋସ୍କୋପି ମାଧ୍ୟମରେ ସେ ଏର୍ଲି କଲୋନ କ୍ୟାନ୍ସର ବୋଲି ନିରୂପଣ କରିଛନ୍ତି। ରୋଗୀଙ୍କ କଲୋନରେ ୭ ମିମି ବା ଏକ ବଡ଼ ପିମ୍ପୁଡ଼ି ଆକାରର ଟ୍ୟୁମର ଥିବା ଜଣାପଡିଥିଲା। ପ୍ରାଥମିକ ପର୍ଯ୍ୟାୟରୁ ଏହି କ୍ୟାନ୍ସର ଜଣାପଡିବା ନିଶ୍ଚିତ ଓଡ଼ିଶାରେ ବିରଳ ବୋଲି ଡ. ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ପଲ୍ୟୁଶନ ସାର୍ଟିଫିକେଟକୁ ନେଇ ବଡ଼ ବୟାନ ଦେଲେ ମନ୍ତ୍ରୀ: କହିଲେ ଏଣିକି ଲାଗିବ…

ଭୁବନେଶ୍ୱର, ୨୭।୧୨: ବର୍ତ୍ତମାନ ପ୍ରଦୂଷଣ ପ୍ରମାଣ ପତ୍ର ପାଇଁ ସବୁଠି ଲମ୍ବା ଲାଇନ୍‌। ସରକାର ସମୟ ସୀମା ବୃଦ୍ଧି କରିଥିବା ବେଳେ ପରିବହନ ମନ୍ତ୍ରୀ ବିଭୂତି...

ପାଖେଇ ଆସୁଛି ନୂଆବର୍ଷ, ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ନେଲା ବଡ଼ ନିଷ୍ପତ୍ତି

ପୁରୀ,୨୭।୧୨: ଡିସେମ୍ବର ମାସର ଶେଷ ଦିନଗୁଡ଼ିକରେ ପୁରୀ ଜଗନ୍ନାଥ ଧାମରେ ଭକ୍ତଙ୍କ ସଂଖ୍ୟାରେ ତୀବ୍ର ବୃଦ୍ଧି ପରିଲକ୍ଷିତ ହୋଇଛି। ଅଧିକାରୀଙ୍କ ଅନୁଯାୟୀ, ଏହି ବର୍ଦ୍ଧିତ ଭିଡ଼...

ଶ୍ରୀମନ୍ଦିରରେ ମୁଖ୍ୟ ନିର୍ବାଚନ କମିଶନର: ପରିବାର ସହ ମହାପ୍ରଭୁଙ୍କୁ କଲେ ଦର୍ଶନ

ପୁରୀ,୨୭।୧୨: ମୁଖ୍ୟ ନିର୍ବାଚନ କମିଶନ ଜ୍ଞାନେଶ କୁମାର ଶନିବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହିତ ଆର୍ଶୀବାଦ ଲାଭ କରିଛନ୍ତି । ମୁଖ୍ୟ...

ବନ୍ଧାହେଲେ କୋଟିପତି ଫରେଷ୍ଟର

ଭୁବନେଶ୍ୱର,୨୭।୧୨: କୋରାପୁଟ ଜିଲା ସେମିଳିଗୁଡ଼ା ଫରେଷ୍ଟର ନିରଞ୍ଜନ ଶତପଥୀ ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri