Posted inରାଜ୍ୟ

ପ୍ରାରମ୍ଭିକ ଅବସ୍ଥାରେ କଲୋନ କ୍ୟାନ୍ସର ଚିହ୍ନଟ କଲେ ଡା. ଆଶୁତୋଷ

ଭୁବନେଶ୍ୱର,୨୧।୪ (ବ୍ୟୁରୋ): ଶହୀଦନଗରସ୍ଥିତ ସାଇ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଗ୍ୟାଷ୍ଟ୍ରୋଏଣ୍ଟ୍ରୋଲୋଜି ଓ ଲିଭର୍‌ ସାଇନ୍ସର ପ୍ରତିଷ୍ଠାତା ଡା. ଆଶୁତୋଷ ମହାପାତ୍ରଙ୍କ ପ୍ରଚେଷ୍ଟା ଦ୍ୱାରା କଲୋନ କ୍ୟାନ୍ସର ବା ବଦନ୍ତ କର୍କଟକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ନିରୂପଣ କରାଯାଇଛି। ଜଣେ ୫୬ବର୍ଷର ବ୍ୟକ୍ତି ପେଟ ସମସ୍ୟା ନେଇ ଡ. ମହାପାତ୍ରଙ୍କ ନିକଟକୁ ଆସିଥିଲେ। ଏଣ୍ଡୋସାଇଟୋସ୍କୋପି ମାଧ୍ୟମରେ ସେ ଏର୍ଲି କଲୋନ କ୍ୟାନ୍ସର ବୋଲି ନିରୂପଣ କରିଛନ୍ତି। ରୋଗୀଙ୍କ କଲୋନରେ ୭ ମିମି ବା ଏକ ବଡ଼ ପିମ୍ପୁଡ଼ି ଆକାରର ଟ୍ୟୁମର ଥିବା ଜଣାପଡିଥିଲା। ପ୍ରାଥମିକ ପର୍ଯ୍ୟାୟରୁ ଏହି କ୍ୟାନ୍ସର ଜଣାପଡିବା ନିଶ୍ଚିତ ଓଡ଼ିଶାରେ ବିରଳ ବୋଲି ଡ. ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା

ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସ୍‌ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା…

ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ।…

VRS ପାଇଁ ଆବେଦନ କଲେ ଓଡ଼ିଶାର ସିଇଓ ଆର୍.ଏସ୍. ଗୋପାଳନ୍‌: ଜୋର୍‌ ଧରିଲା ଚର୍ଚ୍ଚା…

ଭୁବନେଶ୍ୱର,୧ା୧୦: ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ (CEO) ଆର୍. ଏସ୍. ଗୋପାଳନ୍‌ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର (VRS) ପାଇଁ ଆବେଦନ କରିଛନ୍ତି। ୨୦୦୧ ବ୍ୟାଚ୍‌ର ଏହି…

ବସ୍‌କୁ ଧକ୍କାଦେଲା ଟ୍ରକ୍‌, ପରେ ସ୍କୁଟି ଉପରେ ଚଢ଼ିଗଲା ବସ୍‌, ଆଉ ତା’ ପରେ…

ଛତ୍ରପୁର,୧ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଭାଗ୍ୟଲକ୍ଷ୍ମୀ ନଗର ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଗୁରୁବାର ଏକ ଅଭାବନୀୟ ସିରିଜ ଦୁର୍ଘଟଣା ଘଟି…

ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ଚାନ୍ଦବାଲି ବିଡିଓଙ୍କୁ ସସ୍‌ପେଣ୍ଡ କରି…

ଚାନ୍ଦବାଲି,୧ା୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ରଙ୍କ ବିରୋଧରେ ରାଜ୍ୟ ସରକାର ନେଇଛନ୍ତି କଠୋର କାର୍ଯ୍ୟାନୁଷ୍ଠାନ। କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ ନିୟମ ଭଙ୍ଗ…

ବଡ଼ ଡେଙ୍ଗନେଲି ନିକଟରେ ଭୁଶୁଡ଼ିଲା କଲଭର୍ଟ, ନିୟମଗିରି ଅଞ୍ଚଳକୁ ବନ୍ଦ ହୋଇଗଲା ଯାତାୟାତ

କଲ୍ୟାଣସିଂହପୁର,୧ା୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତରେ ଗ୍ରାମ୍ୟ ଉନ୍ନୟନ (ଆର୍‌ଡି) ବିଭାଗ ପକ୍ଷରୁ ନିର୍ମିତ ମୁଖ୍ୟ ରାସ୍ତା ଏବେ ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?