ଆହତ ହରିଣର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

ପାଟଣା ,୧୪।୫(ବୀର କିଶୋର ଦାଶ):କେନ୍ଦୁଝର ଜିଲା ସାହାରପଡା ସେକ୍ସନ ବେଲସରେଇ ଗ୍ରାମର ସୁଶୀଲ ମହାନ୍ତଙ୍କ ପରିବା ବଗିଚାରୁ ମଙ୍ଗଳବାର ସକାଳୁ ଏକ ଆହତ ହରିଣକୁ ବନ ବିଭାଗ ଉଦ୍ଧାର କରି ଚିକିତ୍ସା କରୁଥିବା ସମୟରେ ହରିଣଟିର ମୃତ୍ୟୁ ହୋଇଛି। ହରିଣଟି ଖାଦ୍ୟ ଅନ୍ବେଷଣରେ ଗାଁ ଭିତରକୁ ଚାଲି ଆସିଥିବାବେଳେ ବୁଲା କୁକୁର ଆକ୍ରମଣ ର ଶିକାର ହୋଇଥିଲା। କୁକୁର ଆକ୍ରମଣରେ ହରିଣଟି ଆହତ ହୋଇଥିଲା। ବନ ବିଭାଗ ଆହତ ହରିଣକୁ ବଡ଼ବିଲ ପ୍ରାଣୀ ଚିକିତ୍ସାଳୟରେ ଚିକିତ୍ସା କରୁଥିବା ସମୟରେ ମୃତ୍ୟୁ ଘଟିଛି। ମୃତ ହରିଣକୁ ସାହାରପଡା ସେକ୍ସନ କାର୍ଯ୍ୟାଳୟରେ ପୋତି ଦିଆଯାଇଥିବା ବନପାଳ ଭୂପତି ସେଠୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ବେଆଇନ ନିଶା କଫସିରପ୍ ରାକେଟ‌ର ପର୍ଦ୍ଦାଫାଶ, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୧।୭(ପ୍ରମୋଦ ବହିଦାର): ସମ୍ବଲପୁର ସହର ଓ ଏହାର ଆଖପାଖ ଅଞ୍ଚଳରେ ବେଆଇନ ନିଷିଦ୍ଧ ନିଶା କଫସିରପ କାରବାରରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ସମ୍ବଲପୁରର ଅଇଁଠାପାଲି ଥାନା ପୋଲିସ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା  ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି…

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ  …

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri