Posted inଖେଳ

ଦୁଇ ମାସ ପାଇଁ କ୍ରିକେଟରୁ ଦୂରେଇ ରହିବେ

ଅକଲାଣ୍ଡ,୭।୧୨: ନ୍ୟୁଜିଲାଣ୍ଡ ଦଳର ଅଧିନାୟକ କେନ ଓ୍ବିଲିୟମସନ କହୁଣୀ ଜନିତ ସମସ୍ୟା କାରଣରୁ ଆଗାମୀ ଦୁଇ ମାସ ପାଇଁ କ୍ରିକେଟରୁ ଦୂରେଇ ରହିବେ। ଫଳରେ ସେ ଜାନୁୟାରୀରୁ ଆରମ୍ଭ ହେବାକୁ ଥିବା ବାଂଲାଦେଶ ବିପକ୍ଷ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ଲାଗି ଉପଲବ୍ଧ ହେବେ ନାହିଁ। ଏ ନେଇ ମଙ୍ଗଳବାର ସ୍ପଷ୍ଟ କରିଛନ୍ତି ଗ୍ୟାରି ଷ୍ଟିଡ୍‌।

ତେବେ ଓ୍ବିଲିୟମସନଙ୍କୁ ସର୍ଜରିର ଆବଶ୍ୟକତା ପଡ଼ିବ ନାହିଁ। ସେ ଫେବୃୟାରୀରେ ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍‌ ପୂର୍ବରୁ ସମ୍ପୂର୍ଣ୍ଣ ଫିଟ୍‌ନେସ ହାସଲ କରିବେ କୋଚ୍‌ ଷ୍ଟିଡ୍‌ ଦୃଢ଼ୋକ୍ତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭବିଷ୍ୟତରେ ଭାରତର ଅଧିନାୟକ ହୋଇପାରନ୍ତି ହାର୍ଦ୍ଦିକ: ମନୋଜ ତିଓ୍ବାରୀ

ନୂଆଦିଲ୍ଲୀ,୧୬।୪: ଚଳିତ ଆଇପିଏଲ୍‌ରେ ଦମ୍‌ଦାର ପ୍ରଦର୍ଶନ ଜାରି ରଖିଛି ନୂଆ ଟିମ୍‌ ଗୁଜରାଟ ଟାଇଟନ୍ସ। ଡେବ୍ୟୁ ସିଜନରେ ଦଳ ୫ଟି ମୁକାବିଲା ଖେଳିଥିବା ବେଳେ ସେଥିରୁ...

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ଦିଲ୍ଲୀ

ମୁମ୍ବାଇ,୨୨।୪: ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ଶୁକ୍ରବାର ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୩୪ତମ ମ୍ୟାଚ ଦିଲ୍ଲୀ କ୍ୟାପିଟାଲ୍ସ ଓ ରାଜସ୍ଥାନ ରୟାଲସ୍ସ ମଧ୍ୟରେ ଖେଳାଯାଉଛି। ଦିଲ୍ଲୀ କ୍ୟାପିଟାଲ୍ସ...

‘ରନ୍‌ ମେଶିନ’ ପାଲଟିଲେ ଋତୁରାଜ…

ଅହମ୍ମଦାବାଦ,୩।୧୨: ବିଜୟ ହଜାରେ ଟ୍ରଫିରେ ଚମକିଛନ୍ତି ମହାରାଷ୍ଟ୍ରର ବ୍ୟାଟ୍ସମ୍ୟାନ୍‌ ଋତୁରାଜ ଗାଏକଓ୍ବାଡ। ଏଠାରେ ଅନୁଷ୍ଠିତ ଫାଇନାଲ ମ୍ୟାଚରେ ଦଳ ପକ୍ଷରୁ ଖେଳି ସେ ୧୩୧ ବଲ୍‌ରେ...

ନିଜକୁ ଫିଟ୍‌ ରଖିବାକୁ ବିରିୟାନୀ ଖାଇବା ଛାଡ଼ିିଦେଇଛନ୍ତି ଖେଳାଳି

ସାଉଥାମ୍ପଟନ୍‌, ୨୪।୬: ବିଶ୍ୱକପରେ ପ୍ରଥମ ମ୍ୟାଚ ଖେଳି ସଫଳତା ପାଇଛନ୍ତି ଭାରତୀୟ ଦ୍ରୁତ ବୋଲର ମହମ୍ମଦ ସାମି। ଆଫଗାନିସ୍ତାନ ବିପକ୍ଷ ମ୍ୟାଚରେ ଆହତ ଭୁବନେଶ୍ୱର କୁମାରଙ୍କ...

ନେଦରଲାଣ୍ଡ୍ସ ୨-୦ରେ ଜିତିଲା

ଦୋହା,୨୨ା୧୧: କାତାରରେ ଅନୁଷ୍ଠିତ ଫିଫା ବିଶ୍ୱକପରେ ଚିତାକର୍ଷକ ବିଜୟ ହାସଲ କରିଛି ନେଦରଲାଣ୍ଡ୍ସ। ଉଭୟ ଦଳ ଆକ୍ରମଣାତ୍ମକ ପ୍ରଦର୍ଶନ କରିଥିଲେ ହେଁ ନେଦରଲାଣ୍ଡ୍ସ ଗୋଲକିପର ଆଣ୍ଡ୍ରିସ୍‌...

ବିସିସିଆଇ ଘରୋଇ କାର୍ଯ୍ୟସୂଚୀ ଘୋଷିତ

ନୂଆଦିଲ୍ଲୀ, ୪।୭(ପି.ଟି.)- ଆଗାମୀ ଘରୋଇ ସେସନ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ବୁଧବାର ତା’ର ଘରୋଇ କାର୍ଯସୂଚୀ ଘୋଷଣା କରିଛି। ଏହି କାର୍ଯ୍ୟସୂଚୀରେ...

ବାଂଲାଦେଶ ସଫଳତା ପଛରେ ଜାଫରଙ୍କ ହାତ

ନୂଆଦିଲ୍ଲୀ,୧୨।୨- ସଦ୍ୟ ସମାପ୍ତ ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ରେ ବାଂଲାଦେଶ ଫାଇନାଲରେ ଗତଥରର ଚାମ୍ପିୟନ ଭାରତକୁ ପରାସ୍ତ କରି ପ୍ରଥମଥର ପାଇଁ ଟାଇଟଲ ହାସଲ କରି...

ପୁଅର ଅସ୍ଥିକୁ ମୋ’ ସହ ଘରେ ରଖିଛି, ବିସର୍ଜନ କରିବି ନାହିଁ: ରୋନାଲ୍ଡୋ

ନୂଆଦିଲ୍ଲୀ,୧୬।୧୧: ଭାବବିହ୍ବଳ ହୋଇଛନ୍ତି ଷ୍ଟାର ଫୁଟବଲର୍‌ କ୍ରିଷ୍ଟିଆନୋ ରୋନାଲ୍ଡୋ। ଏକ ସାକ୍ଷାତକାରରେ ପୁଅଙ୍କୁ ହରାଇବାର ଦୁଃଖକୁ ସେ ବଖାଣିଛନ୍ତି। ଏହା ତାଙ୍କ ଜୀବନର ସବୁଠାରୁ ଖରାପ...

Advertisement
Archives

Model This Week