Posted inଖେଳ

ଭାରତ ବିପକ୍ଷ ତୃତୀୟ ଟେଷ୍ଟ ପୂର୍ବରୁ ଇଂଲଣ୍ଡକୁ ଲାଗିଲା ବଡ଼ ଝଟକା !

ଲଣ୍ଡନ,୧୮।୮: ଇଂଲଣ୍ଡ ପେସର ମାର୍କ ଉଡ୍‌ ଭାରତ ବିପକ୍ଷ ତୃତୀୟ ଟେଷ୍ଟ ଖେଳିବା ନେଇ ଆଶଙ୍କା ଦେଖାଦେଇଛି । ଦ୍ୱିତୀୟ ଟେଷ୍ଟର ଚତୁର୍ଥ ଦିନରେ ତାଙ୍କ କାନ୍ଧରେ ଆଘାତ ଲାଗିଛି। ଏବେ ଡାକ୍ତରମାନେ ତାଙ୍କ ଉପରେ ନଜର ରଖିଛନ୍ତି। ଆସନ୍ତା ଦୁଇ ଦିନ ମଧ୍ୟରେ ପରିସ୍ଥିତି ଆହୁରି ସ୍ପଷ୍ଟ ହୋଇଯିବ। ତେବେ ମାର୍କ ଏବଂ ଡାକ୍ତରଙ୍କ ସହ କଥାବାର୍ତ୍ତା ପରେ ହିଁ ଆମେ ନିଷ୍ପତ୍ତି ନେବୁ ବୋଲି ଇଂଲଣ୍ଡର ମୁଖ୍ୟ କୋଚ୍‌ କ୍ରିସ୍‌ ସିଲଭରଉଡ୍‌ କହିଛନ୍ତି।

ନଟିଂହାମରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ଡ୍ର ହୋଇଥିବା ବେଳେ ଦ୍ୱିତୀୟ ଟେଷ୍ଟକୁ ଭାରତୀୟ ଦଳ ୧୫୧ ରନ୍‌ରେ ଜିତିଛି। ବର୍ତ୍ତମାନ ଇଂଲଣ୍ଡ ଦଳ ୫ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ୦-୧ରେ ପଛରେ ରହିଛି। ଅପରପକ୍ଷେ ପୂର୍ବରୁ ଆଘାତ ସମସ୍ୟା ଯୋଗୁ ଇଂଲଣ୍ଡ କିଛି ପ୍ରମୁଖ ଖେଳାଳିଙ୍କ ବିନା ଖେଳୁଛି। ସେମାନଙ୍କ ମଧ୍ୟରେ ଷ୍ଟୁଆର୍ଟ ବ୍ରଡ, ଜୋଫ୍ରା ଆର୍ଚରଙ୍କ ଭଳି ଖେଳାଳି ସାମିଲ ଅଛନ୍ତି। ବର୍ତ୍ତମାନ ମାର୍କ ମଧ୍ୟ ଉକ୍ତ ତାଲିକାରେ ଯୋଗ ଦେବାର ସମ୍ଭାବନା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କେପିଏଲ ଫିକ୍ସିଂ ସ୍କାଣ୍ଡାଲ: ଦୁଇ କ୍ରିକେଟର ଗିରଫ

ବେଙ୍ଗାଲୁରୁ,୭।୧୧(ପି.ଟି.)- ଆଇପିଏଲର ୩ ଦଳ ପାଇଁ ଖେଳିଥିବା ପ୍ରଥମ ଶ୍ରେଣୀ କ୍ରିକେଟର ସି.ଏମ୍‌. ଗୌତମ ଓ ତାଙ୍କର ପୂର୍ବତନ କର୍ନାଟକ ସାଥି ଖେଳାଳି ଆବରାର କାଜିଙ୍କୁ...

ଟୋକିଓ ଅଲିମ୍ପିକ୍ସ: ଓସାକାର ଶୂନ୍ୟ ପାର୍କରେ ମଶାଲ ରାଲି

ଟୋକିଓ,୧୪।୪(ଏପି): କୋଭିଡ୍‌-୧୯ର ପ୍ରଭାବ ଆଗାମୀ ଟୋକିଓ ଅଲିମ୍ପିକ୍ସ ଉପରେ ପଡିବାର ଆଶଙ୍କା ସୃଷ୍ଟି ହୋଇଛି। ମହମାରୀ କାରଣରୁ ଅଲିମ୍ପିକ୍ସର ମଶାଲ ରାଲି ଓସାକା ସହରର ଶୂନ୍ୟ...

ଦକ୍ଷିଣ ଆଫ୍ରିକା ଦଳକୁ ପାକିସ୍ତାନ ପଠାଇବାକୁ ପିସିବିର ପ୍ରସ୍ତାବ

କରାଚୀ,୨।୧୧(ପି.ଟି.): ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) କ୍ରିକେଟ ଦକ୍ଷିଣ ଆଫ୍ରିକା (ସିଏସ୍‌ଏ)କୁ ତା’ର ଜାତୀୟ ଦଳକୁ ଆସନ୍ତା ମାର୍ଚ୍ଚରେ ଟି୨୦ ସିରିଜ୍‌ ପାଇଁ ପଠାଇବାକୁ ପ୍ରସ୍ତାବ...

ଘରୋଇ କ୍ରିକେଟ ଖେଳିବାକୁ ଚାହାନ୍ତି କନେରିଆ

କରାଚୀ, ୧୫ା୬ (ପି.ଟି.)-ପୂର୍ବତନ ପାକିସ୍ତାନର ପୂର୍ବତନ ସ୍ପିନର ଡାନିଶ କନେରିଆ ୨୦୧୩ରେ ତାଙ୍କ ଉପରେ ଲାଗୁ କରାରାଇଥିବା ଆଜୀବନ ବାସନ୍ଦ ଦଣ୍ଡକୁ ଉଠାଇ ଦେବାଲାଗି ପାକିସ୍ତାନ...

ସଚିନଙ୍କୁ ଶୂନରେ ଆଉଟ କରିବା ମୁହୂର୍ତ୍ତକୁ ବର୍ଣ୍ଣନା କରିପାରିବିନି: ଭୁବନେଶ୍ୱର

ନୂଆଦିଲ୍ଲୀ, ୩୦।୬- କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କୁ ଆଉଟ୍‌ କରିବା ପ୍ରତି ବୋଲରଙ୍କ ଏକ ସ୍ବପ୍ନ ରହିଥାଏ। ବର୍ତ୍ତମାନ ଭାରତୀୟ ଦ୍ରୁତ ବୋଲିଂ ବିଭାଗର...

ୟାଙ୍ଗ ଜିତିଲେ ପ୍ରଥମ ସ୍ବର୍ଣ୍ଣ

ଟୋକିଓ, ୨୫।୭-  ଚଳିତ ଟୋକିଓ ଅଲିମ୍ପିକ୍ସର ପ୍ରଥମ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଚାଇନାର କ୍ୱିଆନ ୟାଙ୍ଗ୍‌(୨୫୧.୮ ପଏଣ୍ଟ)। ଶନିବାର ଆସାକା ଶୁଟିଂ ରେଞ୍ଜ୍‌ରେ ଅନୁଷ୍ଠିତ ୧୦...

କିଏ କଙ୍କଡା ତ, କିଏ ଆଚାର..ଜାଣନ୍ତୁ କ’ଣ ଖାଇବାକୁ ଭଲ ପସନ୍ଦ କରନ୍ତି ଭାରତୀୟ କ୍ରିକେଟର୍‌

ଭାରତରେ କ୍ରିକେଟ ଖେଳାଳିଙ୍କ ଚାହିଦା ଆକାଶଛୁଆଁ। ଖେଳାଳିଙ୍କ ପ୍ରେମ ସମ୍ପର୍କ ହେଉ କି ଫ୍ୟାଶନ୍‌ ଷ୍ଟାଇଲ୍‌ ସବୁବେଳେ ଚର୍ଚ୍ଚାରେ ଥାଏ। ପଡିଆରେ କଠିନ ପରିଶ୍ରମ କରି...

ଶ୍ରୀସନ୍ଥଙ୍କ ୭ ବର୍ଷର ବାସନ୍ଦ ଅବଧି ଶେଷ

ନୂଆଦିଲ୍ଲୀ, ୧୩।୯: ସ୍ପଟ୍‌ ଫିକ୍ସିଂ ମାମଲାରେ ଭାରତୀୟ କ୍ରିକେଟ୍‌ ଦଳର ଦ୍ରୁତ ବୋଲର ଏସ୍‌. ଶ୍ରୀସନ୍ଥଙ୍କ ଉପରେ ଲାଗିଥିବା ୭ ବର୍ଷର ବାସନ୍ଦ ଅବଧି ରବିବାର...

Advertisement
Archives

Model This Week