Posted inଖେଳ

ବାଦ୍‌ ପଡ଼ିଲେ ଚହଲ, ସୂର୍ଯକୁମାର-ଇଶାନଙ୍କୁ ମିଳିଲାନି ସୁଯୋଗ

କୋଲକାତା,୧୨।୧: ଭାରତ-ଶ୍ରୀଲଙ୍କା ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ୍‌ ଗୁରୁବାର ଇଡେନ୍‌ ଗାଡେନ୍ସ ମଇଦାନରେ ଖେଳାଯାଉଛି। ମ୍ୟାଚ୍‌ରେ ଭାରତୀୟ ଟିମ୍‌ରେ ଏକ ପରିବର୍ତ୍ତନ କରାଯାଇଛି। ଦଳରୁ ସ୍ପିନର ୟୁଜବେନ୍ଦ୍ର ଚହଲଙ୍କୁ ବାଦ୍‌ ଦିଆଯାଇଥିବା ବେଳେ ତାଙ୍କ ସ୍ଥାନରେ କୁଲଦୀପ ଯାଦବଙ୍କୁ ସୁଯୋଗ ମିଳିଛି। ସେହିଭଳି ଦଳରେ ଇଶାନ କିଷନ ଏବଂ ସୂର୍ଯ୍ୟକୁମାର ଯାଦବଙ୍କୁ ସୁଯୋଗ ମିଳିନାହିଁ।

ତେବେ ୟୁୂଜବେନ୍ଦ୍ର ଆହତ ହୋଇଥିବାରୁ ତାଙ୍କୁ ବିଶ୍ରାମ ଦିଆଯାଇଛି। ଟସ୍‌ ସମୟରେ ଅଧିନାୟକ ରୋହିତ ଶର୍ମା ଏନେଇ ସୂଚନା ଦେଇଛନ୍ତି। ସେ ପ୍ରଥମ ଦିନିକିଆରେ ଫିଲ୍ଡିଂ କରିବା ସମୟରେ ଆହତ ହୋଇଥିବା ସେ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ପଡ଼ିବ ଶୁଭ-ଅଶୁଭ ପ୍ରଭାବ; ଅଚାନକ ଧନୀ ହେବେ ୩ ରାଶି!

ଜ୍ୟୋତିଷ ଶାସ୍ତ୍ରରେ, ଶନି ସବୁଠାରୁ ଧୀର ଗତିଶୀଳ ଗ୍ରହ । ପ୍ରାୟ ୨.୫ ବର୍ଷ ପର୍ଯ୍ୟନ୍ତ ଏକ ରାଶିରେ ରହିଥାଏ। ଏହା ପ୍ରାୟ ଗୋଟିଏ ବର୍ଷ ପାଇଁ…

ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…

ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ…

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା…

ଲଘୁଚାପ କ୍ଷେତ୍ର ସକ୍ରିୟ, ୨୫ଯାଏ ଶୁଖିଲା ପାଗ

ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ବୁଧବାର ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପାଣିପାଗ ଧୀରେ ଧୀରେ…

ଏଆଇ ସମିଟ୍‌: ଚାଇନା ରୋବୋକୁ ନେଇ ବିବାଦ

ନୂଆଦିଲ୍ଲୀ,୧୯ା୨(ରଏଟର୍ସ/ପିଟି):ଭାରତ ସରକାରଙ୍କ ପକ୍ଷରୁ ଆୟୋଜିତ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଚାଇନା ନିର୍ମିତ ଏକ ରୋବୋଟିକ୍‌ ଡଗ୍‌କୁ ବୁଧବାର ଘରୋଇ ବିଶ୍ୱବିଦ୍ୟାଳୟ ଗାଲ୍‌ଗୋଟିଆସ୍‌ ନିଜର ବୋଲି ଦର୍ଶାଇବା ନେଇ…

ଡାଇନିଂ ଟେବୁଲରେ ହେଲା ଝଗଡ଼ା, ଭାଉଜ-ଭାଇଙ୍କୁ ହତ୍ୟା କଲା ଭାଇ

ଲକ୍ଷ୍ନୌ,୧୯।୨ ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଏକ ସାମାନ୍ୟ ଝଗଡ଼ା ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ଜଣେ ଯୁବକ ତାଙ୍କ ଭାଉଜ ଏବଂ ଭାଇଙ୍କୁ ଧାରୁଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri