Posted inଖେଳ

ଟିମ୍‌ ଇଣ୍ଡିଆର ଚିନ୍ତା ବଢ଼ାଇଲେ କୋହଲି, ରାହାନେ

ଡର୍ହାମ,୨୦।୭: ଆସନ୍ତା ୪ ତାରିଖରୁ ଟ୍ରେଣ୍ଟ ବ୍ରିଜ୍‌ଠାରେ ଆରମ୍ଭ ହେବାକୁ ଥିବା ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ ପୂର୍ବରୁ ଭାରତୀୟ ଦଳର ଚିନ୍ତା ବଢ଼ାଇଛି ଅଧିନାୟକ ବିରାଟ କୋହଲି ଓ ଉପ ଅଧିନାୟକ ଅଜିଙ୍କ୍ୟ ରାହାନେଙ୍କ ଆହତ ସମସ୍ୟା। ଦୁହେଁ ଭିନ୍ନ ଭିନ୍ନ ଆହତ ସମସ୍ୟା କାରଣରୁ ଚେଷ୍ଟର ଲେ-ଷ୍ଟ୍ରିଟ୍‌ଠାରେ କାଉଣ୍ଟି ସିଲେକ୍ଟ ଏକାଦଶ ବିପକ୍ଷ ୩ ଦିନିଆ ମ୍ୟାଚ୍‌ରେ ଖେଳୁ ନାହାନ୍ତି। ଉଭୟଙ୍କ ଅନୁପସ୍ଥିତିରେ ଅଧିନାୟକ ଭାର ସମ୍ଭାଳୁଛନ୍ତି ରୋହିତ ଶର୍ମା।

ସୋମବାର ସନ୍ଧ୍ୟାରେ ଅଣ୍ଟାରେ ଯନ୍ତ୍ରଣା ଅନୁଭବ କରିଥିଲେ କୋହଲି। ଏଣୁ ମେଡିକାଲ ଟିମ୍‌ର ପରାମର୍ଶ କ୍ରମେ ତାଙ୍କୁ ବିଶ୍ରାମ ଦିଆଯାଇଛି। ଅନ୍ୟପକ୍ଷରେ ରାହାନେଙ୍କ ବାମଗୋଡ଼ର ମାଂସପେଶୀ ଫୁଲି ଯାଇଛି। ଇଞ୍ଜେକଶନ ଦିଆଯିବ ସହ ତାଙ୍କ ସ୍ବାସ୍ଥ୍ୟବସ୍ଥା ଉପରେ ନଜର ରଖାଯାଇଛି। କିନ୍ତୁ ପ୍ରଥମ ଟେଷ୍ଟ ପୂର୍ବରୁ ଦୁହେଁ ସମ୍ପୂର୍ଣ୍ଣ ଫିଟ୍‌ ହୋଇଯିବେ ବୋଲି ବିସିସିଆଇ ସମ୍ପାଦକ ଜୟ ଶାହ କହିଛନ୍ତି। ଏହାବାଦ୍‌ ଅଭ୍ୟାସ ମ୍ୟାଚ୍‌ର ପ୍ରଥମ ସେସନରେ ରିଜର୍ଭ ପେସର ଅଭେଶ ଖାଁଙ୍କ ବୁଢ଼ା ଆଙ୍ଗୁଠିରେ ଆଘାତ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସିଏସ୍‌କେର ପ୍ଲେ-ଅଫ୍‌ ବାଟ ବନ୍ଦ

ମୁମ୍ବାଇ,୧୨।୫: ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ଏକ ଲୋ ସ୍କୋରିଂ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ୫.୧ ଓଭର ପୂର୍ବରୁ ୫ ଉଇକେଟରେ ଚେନ୍ନାଇ ସୁପର...

ଭାରତୀୟ ଦଳକୁ ଚେତାବନୀ ଦେଲେ ଏହି ପାକିସ୍ତାନ କ୍ରିକେଟର୍‌

ଇସଲାମାବାଦ,୨୮।୭: ଭାରତୀୟ ଦ୍ରୁତ ବୋଲର ଜସପ୍ରୀତ ବୁମ୍‌ରାଙ୍କ କାର୍ଯ୍ୟ ଏବଂ ଫର୍ମ ବିଷୟରେ ଅନେକ ସମୟରେ ଆଲୋଚନା ହୋଇଥାଏ। ଅନେକ ପୂର୍ବତନ ଭେଟେରାନ ଖେଳାଳିମାନେ ବିଶ୍ୱାସ...

ଅନ୍ୟ ସମ୍ପ୍ରଦାୟରେ ବିବାହ କରିଛନ୍ତି ଏହିସବୁ କ୍ରିକେଟର

ଭାରତୀୟ କ୍ରିକେଟରେ ଏମିତି କିଛି ଖେଳାଳି ଅଛନ୍ତି ଯେଉଁମାନେ ଅନ୍ୟ ସମ୍ପ୍ରଦାୟରେ ବିବାହ କରି ସମାଜ ପାଇଁ ଏକ ଉଦାହରଣ ସୃଷ୍ଟି କରିଛନ୍ତି। ସେମିତି କିଛି...

ବିଶ୍ୱ ଦକ୍ଷତା ପ୍ରତିଯୋଗିତାରେ ଓଡ଼ିଆ ଛାତ୍ରଙ୍କୁ ରୌପ୍ୟ

ଭୁବନେଶ୍ୱର, ୧୦।୧୦(ବ୍ୟୁରୋ): ବିଶ୍ୱ ଦରବାରରେ ଓଡ଼ିଆ ଛାତ୍ର ସଫଳତା ହାସଲ କରିଛନ୍ତି। ଜର୍ମାନୀ ଷ୍ଟୁଟଗାର୍ଟରେ ଅନୁଷ୍ଠିତ ହେଉଥିବା ବିଶ୍ୱ ଦକ୍ଷତା ପ୍ରତିଯୋଗିତା (ୱାଲର୍‌ଡ ସ୍କିଲ୍‌ କମ୍ପିଟିଶନ)ରେ...

କୋଭିଡ୍‌-୧୯: ଏଆଇଏଫ୍‌ଏଫ୍‌କୁ ଏଏଫ୍‌ସିର ପ୍ରଶଂସା

ନୂଆଦିଲ୍ଲୀ,୧୪। ୪ (ପି.ଟି.)- ଏସିଆନ ଫୁଟବଲ ଫେଡେରେଶନ (ଏଏଫ୍‌ସି) ଅଲଇଣ୍ଡିଆ ଫୁଟବଲ ଫେଡେରେଶନ (ଏଆଇଏଫ୍‌ଏଫ୍‌)କୁ ଭୂୟସୀ ପ୍ରଶଂସା କରିଛି। କୋଭିଡ୍‌-୧୯ ମୁକାବିଲାରେ ଏଆଇଏଫ୍‌ଏଫ୍‌ ସମେତ ଭାରତୀୟ...

୧୦୪ ରନରେ ବାଂଲାଦେଶର ଶୋଚନୀୟ ପରାଜୟ…

ମେଲବୋର୍ନ,୨୭।୧୦ : ଦକ୍ଷିଣ ଆଫ୍ରିକା ଏବଂ ବାଂଲାଦେଶ ମଧ୍ୟରେ ଗୁରୁବାର ଟି -୨୦ ବିଶ୍ୱକପର ଖେଳାଯାଇଥିବା ୨୨ତମ ମ୍ୟାଚରେ ବାଂଲାଦେଶ ୧୦୪ ରନରେ ଶୋଚନୀୟ ପରାଜୟ...

ଡେବ୍ୟୁ ଟେଷ୍ଟରେ ମୁଣ୍ଡରେ ଲାଗିଲା ବଲ୍‌: ହସ୍ପିଟାଲ୍‌ରେ ଏହି କ୍ରିକେଟର୍‌

ଗଲ,୨୧।୧୧: ୱେଷ୍ଟଇଣ୍ଡିଜ ଦଳ ୨ ଟେଷ୍ଟ ସିରିଜ ପାଇଁ ଶ୍ରୀଲଙ୍କା ଗସ୍ତରେ ଯାଇଛନ୍ତି। ସିରିଜର ପ୍ରଥମ ଟେଷ୍ଟ ଦୁଇ ଦେଶ ମଧ୍ୟରେ ଆଜିଠାରୁ ଗଲରେ ଆରମ୍ଭ...

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ: କୋହଲିଙ୍କୁ ହଟାଇ ଶୀର୍ଷରେ ସ୍ମିଥ୍‌

ଦୁବାଇ,୪।୯(ପି.ଟି.)- ସଦ୍ୟ ପ୍ରକାଶିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ତାଙ୍କର ୧ ନମ୍ବର ସ୍ଥାନ ହରାଇଛନ୍ତି। ସେ...

Advertisement
Archives

Model This Week