Posted inଖେଳ

ଏହି ଖେଳାଳିଙ୍କ ପ୍ରତି ଅନ୍ୟାୟ କରିଦେଲେ ଗମ୍ଭୀର, BCCIକୁ ତୀବ୍ର ସମାଲୋଚନା

ନୂଆଦିଲ୍ଲୀ,୨୫।୯: ବେଙ୍ଗଲର ଷ୍ଟାର କ୍ରିକେଟର ଅଭିମନ୍ୟୁ ଇସ୍ୱରନ ଗତ ତିନି ସିଜନ ଧରି ଭାରତୀୟ ଦଳରେ ଅଛନ୍ତି, କିନ୍ତୁ ତାଙ୍କୁ ଏପର୍ଯ୍ୟନ୍ତ ଟେଷ୍ଟ ଡେବ୍ୟୁ କରିବାର ସୁଯୋଗ ମିଳିନାହିଁ। ଇଂଲଣ୍ଡ ଗସ୍ତରେ ମଧ୍ୟ ସେ ଦଳରେ ଥିଲେ, କିନ୍ତୁ ଖେଳିବାର ସୁଯୋଗ ପାଇନଥିଲେ। ଏବେ ଅକ୍ଟୋବରରେ ୱେଷ୍ଟଇଣ୍ଡିଜ ବିରୁଦ୍ଧରେ ଦୁଇଟି ଟେଷ୍ଟ ମ୍ୟାଚ ପାଇଁ ତାଙ୍କୁ ଦଳରେ ସାମିଲ ନ କରିବା ନେଇ BCCI ତୀବ୍ର ସମାଲୋଚନାର ସମ୍ମୁଖୀନ ହେଉଛି।

ଅନେକଙ୍କ ମତରେ, BCCI ଇସ୍ୱରନଙ୍କ ପ୍ରତି ଅନ୍ୟାୟ କରିଛି। ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ଏହି ବିଷୟରେ ସ୍ପଷ୍ଟ ଜବାବ ଦେଇ ପାରିନାହାନ୍ତି। ସେ କହିଛନ୍ତି, “ବର୍ତମାନ ଆମେ ତୃତୀୟ ଓପନରଙ୍କ ଆବଶ୍ୟକତା ଅନୁଭବ କରୁନାହୁଁ। ଦଳରେ ୧୫ ଜଣିଆ ଖେଳାଳି ରହିଛନ୍ତି। କେ.ଏଲ. ରାହୁଲ ଓ ଯଶସ୍ୱୀ ଜୟସ୍ୱାଲ ଭଲ ପ୍ରଦର୍ଶନ କରୁଛନ୍ତି। ଆବଶ୍ୟକ ହେଲେ ଆମେ ଇସ୍ୱରନଙ୍କୁ ଡକାଇ ଖେଳାଇ ପାରିବୁ।”

ଇସ୍ୱରନଙ୍କ ସହ ଅର୍ଶଦୀପ ସିଂ, ସରଫରାଜ ଖାନ, ଆକାଶ ଦୀପ, କରୁଣ ନାୟାର ଓ ଶାର୍ଦୁଲ ଠାକୁରଙ୍କୁ ମଧ୍ୟ ଦଳରେ ସ୍ଥାନ ମିଳିନାହିଁ


Enter your email to get our daily news in your inbox.

All Right Reserved By Dharitri.Com

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଏମ୍‌ଭି-୯୭କୁ ହରାଇ ବେଣ୍ଡାଗୁଡ଼ା ବିଜୟୀ

କୋରୁକୋଣ୍ଡା,୬ା୬(ଅଶୋକ କୁମାର ପରିଡ଼ା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ତୁମୁସାପାଲ୍ଲୀ ପଞ୍ଚାୟତ ଏମ୍‌ଭି-୨୨ ଗ୍ରାମ ପଡ଼ିଆରେ ଜୟ ମା’ କାଳୀ କ୍ରିକେଟ ଟୁର୍ନାମେଣ୍ଟ ଶନିବାର ଶୁଭାରମ୍ଭ ହୋଇଯାଇଛି।…

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ଓଭରବ୍ରିଜ ନିକଟରେ ପଡ଼ିଛି ମୃତଦେହ: ବଢ଼ୁଛି ସନ୍ଦେହ

କେନ୍ଦୁଝର, ୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ-୨୦ର ରାଇସୁଆଁ ରେଳ ଓଭରବ୍ରିଜ ନିକଟରୁ ସଦର ପୋଲିସ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri