Posted inଜାତୀୟ

କେନ୍ଦ୍ରମନ୍ତ୍ରୀଙ୍କୁ କାଳିମାଡ଼ କଲେ ମହିଳା

ପାଟନା, ୨୩ା୮: କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ସ୍ଥାନ ପାଇବା ପରେ ପ୍ରଥମ ଥର ପାଇଁ ନିଜ ଲୋକ ସଭା ନିର୍ବାଚନମଣ୍ଡଳୀ ବିହାରର ହାଜିପୁର ଗସ୍ତ କରିଥିବା ପଶୁପତି ପାରସଙ୍କ ଉପରକୁ ସୋମବାର କାଳିମାଡ଼ ହୋଇଛି। ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି) ଏମ୍‌ପି ପଶୁପତିଙ୍କ କନ୍‌ଭେ ହାଜିପୁରରେ ପହଞ୍ଚିବା ପରେ ପୁତୁରା ଚିରାଗ ପାଶଓ୍ବାନଙ୍କ ଜଣେ ମହିଳା ସମର୍ଥକ ତାଙ୍କ ଉପରକୁ କାଳି ଫିଙ୍ଗିଥିଲେ। ପରେ ପଶୁପତି ତାଙ୍କ ପୋଷାକ ବଦଳାଇଥିଲେ। ଗତ ଜୁଲାଇ ୮ରେ ପଶୁପତିଙ୍କୁ ଖାଦ୍ୟ ପ୍ରକ୍ରିୟାକରଣ ବିଭାଗର କ୍ୟାବିନେଟ ମନ୍ତ୍ରୀ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri