ଶିଳ୍ପୀ ଅଶୋକଙ୍କ ଅଭିନବ କଳାକୃତି

ପୁରୀ ଅଫିସ ୧୭ା୩: ଜାତୀୟ ପୁରସ୍କାରପ୍ରାପ୍ତ ଶିଳ୍ପୀ ଅଶୋକ ମହାପାତ୍ର ଏକ ଅଭିନବ କଳାକୃତି ନିର୍ମାଣ କରିଛନ୍ତି। ସେ କାଠରେ କାରୁକାର୍ଯ୍ୟ ନିର୍ମାଣ କରି ୨୦୦୩ରେ ଜାତୀୟ ପୁରସ୍କାର-ଏବଂ ୧୯୯୭ରେ ରାଜ୍ୟ ପୁରସ୍କାର ପାଇଥିଲେ। ଏଯାବତ୍‌ ମହାପାତ୍ର ସମୁଦାୟ ୧୫ଟି ପୁରସ୍କାର ପାଇଛନ୍ତି। ମହାପାତ୍ର ଜଣେ ପଥର ଶିଳ୍ପୀ ଭାବେ ବେଶ୍‌ ଜଣାଶୁଣା। ପୁରୀ ପଥୁରିଆ ସାହିରେ ନିଜ ଘରେ ମଦୁରାଇ ମୀନାକ୍ଷୀ ମନ୍ଦିରର ଦେବୀ ମିନାକ୍ଷୀଙ୍କ ବିବାହ ବେଳର ଦୃଶ୍ୟକୁ ମହାପାତ୍ର ପଥରରେ ତିଆରି କରିଛନ୍ତି। ମଦୁରାଇରେ ଦେବୀଙ୍କ ନିତ୍ୟ ବିବାହ ଉତ୍ସବ ହେବାର ପରମ୍ପରା ରହିଛି। ବିବାହ ଦୃଶ୍ୟର ମନୋରମ ସୂକ୍ଷ୍ମ କାରୁକାର୍ଯ୍ୟ ମହାପାତ୍ର ପଥରରେ ନିର୍ମାଣ କରିଥିଲେ ମଧ୍ୟ ପଥର ବିଗ୍ରହ ଚାରିପଟେ କାଠ ଖୋଦେଇ କାରୁକାର୍ଯ୍ୟ ଅତୀବ ରମଣୀୟ ଭାବେ ସ୍ଥାନିତ କରିଛନ୍ତି। ମଝିରେ ଦେବ ଦେବ ମହାଦେବ ରହିଛନ୍ତି। ମଦୁରାଇ ମନ୍ଦିରର ଏପରି ଏକ ବିରଳ ଦୃଶ୍ୟ ନିର୍ମାଣ କରି ଏବେ ସେ ଚର୍ଚ୍ଚାକୁ ଆସିଛନ୍ତି। ଅତ୍ୟନ୍ତ ନିଷ୍ଠା ତଥା ଶିଳ୍ପୀର ଦୃଦୟ ନେଇ ସେ ୩୦୦ରୁ ଊର୍ଦ୍ଧ୍ୱ କଳାକୃତି ନିର୍ମାଣ କରି ଜାତୀୟ ସ୍ତରରେ ଓଡ଼ିିଶାକୁ ଗର୍ବିତ କରିଛନ୍ତ। ତାଙ୍କର ଏପରି କଳାକୁ ଦେଖି ଐତିହ୍ୟ ବିଶାରଦ ଡ. ସୁରେନ୍ଦ୍ର କୁମାର ମିଶ୍ର ପ୍ରଂଶସା କରିବା ସହ ଓଡ଼ିଶାର ନାମକୁ ଜାତୀୟ ସ୍ତରରେ ପତିପାଦିତ କରିଥିବାରୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri