ଏମିତି ଏକ ରୋବଟ, ଯାହା କରୋନା ରୋଗୀଙ୍କୁ କରିବ ସହାୟତା

ରାଞ୍ଚି,୪ା୧୦: ଝାଡ଼ଖଣ୍ଡର ଜାମସେଦପୁରରେ ରହୁଥିବା ଦୁଇ ଭାଇ ଏମିତି ଏକ ରୋବଟ ପ୍ରସ୍ତୁତ କରିଛନ୍ତି, ଯାହା ୩୬୦ ଡିଗ୍ରୀରେ ଘୂରୁଛି। ଖାଲି ଘୂରୁନି ଘରଠୁ ଆରମ୍ଭ କରି ଅଫିସ ପର୍ଯ୍ୟନ୍ତ କେତେ କାମ ସହଜରେ କରିପାରୁଛି। କୋଭିଡ୍‌ କେୟାର ସେଣ୍ଟର, ରେଷ୍ଟୁରାଣ୍ଟ ଏବଂ କିଛି ସ୍ଥାନରେ ଏହି ରୋବଟ ମୁଖ୍ୟ ଭୂମିକା ତୁଲାଉଛି।
ଏପରି ରୋବାଟ ତିଆରି କରିବାକୁ ପ୍ରାୟ ୭୫ ହଜାର ଟଙ୍କା ଖର୍ଚ୍ଚ ହୋଇଛି। ଆଦିତ୍ୟପୁରର ଦୁଇ ଇଞ୍ଜିନିୟର ଭାଇ ରୋହିତ ଆନନ୍ଦ ଏବଂ ସାକେତ୍‌ ଆନନ୍ଦ ଶୁକ୍ରବାର ଏହାକୁ ଲଞ୍ଚ୍‌ କରିଛନ୍ତି। ଏହି ରୋବଟ ଓ୍ବାଇଫାଇରେ ବି କାମ କରିବ। ପ୍ରାୟ ୨୦ କିଲୋଗ୍ରାମ ଓଜନ ଉଠାଇବାର କ୍ଷମତା ଏହାର ରହିଛି। ଏହି କ୍ଷମତା ବଢ଼ାଇବା ପାଇଁ ଆହୁରି କାମ ଚାଲିଛି।
ରୋହିତ ଏବଂ ସାକେତ କୁହନ୍ତି, ଏଥିରେ ଦୁଇଟି କ୍ୟାମେରା, ତିନି-ଚାରି ଘଣ୍ଟା ଚାର୍ଜ ରହିବା ପରି ବ୍ୟାଟେରୀ, ତିନି ପ୍ରକାରର ଛୋଟ ଛୋଟ କ୍ୟାମେରା ଲାଗିଛି। ଏଥିରେ ଲଗାଯାଇଥିବା ସାମଗ୍ରୀ ଚେନ୍ନାଇ ଏବଂ ମୁମ୍ବାଇରୁ ମଗା ଯାଇଥିଲା। ଯୁବ ଇଞ୍ଜିନିୟର ଦୁଇ ଭାଇ ଏହି ରୋବଟକୁ ଝାଡ଼ଖଣ୍ଡ ସରକାରଙ୍କୁ ଦେଖାଇବାକୁ ଚାହୁଁଛନ୍ତି। ଏହା କୋଭିଡ୍‌ ରୋଗୀଙ୍କୁ ମଧ୍ୟ ସାହାଯ୍ୟ କରିବ ବୋଲି ଦୁଇ ଭାଇ କୁହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri