Posted inଜାତୀୟ

ନୌସେନାରେ ସାମିଲ ହେଲା କଓ୍ବରାତ୍ତିି

ବିଶାଖାପଟ୍ଟନମ୍‌, ୨୨।୧୦: ଏଲ୍‌ଏସି ଏବଂ ଏଲ୍‌ଓସିରେ ଉତ୍ତେଜନା ବଢୁଥିବାବେଳେ ଭାରତ ନିଜର ପ୍ରତିରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବାରେ ଲାଗିଛି। ଏହି ମର୍ମରେ ବୁଡ଼ା ଜାହାଜ କଓ୍ବରାତ୍ତିିକୁ ଗୁରୁବାର ଆନ୍ଧ୍ରପ୍ରଦେଶର ବିଶାଖାପଟ୍ଟନମ୍‌ ସ୍ଥିିତ ନାଭାଲ ଡକୟାର୍ଡରେ ନୌସେନାରେ ସାମିଲ କରାଯାଇଛି। ସେନା ମୁଖ୍ୟ ଜେନେରାଲ ମୁକୁନ୍ଦ ନରାଓ୍ବଣେ ଏହାକୁ ନୌସେନାରେ ସାମିଲ୍‌ କରିଛନ୍ତି। ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ରରେ ସୁସଜ୍ଜିତ ଏହି ବୁଡ଼ା ଜାହାଜକୁ କୋଲାକାତାର ଗାର୍ଡ଼େନ୍‌ ରିଚ୍‌ ଶିପ୍‌ବିଲ୍ଡର ଆଣ୍ଡ ଇଞ୍ଜିନିୟର ଦ୍ୱାରା ନିର୍ମିତ କରାଯାଇଛି। ଏହା ଶତ୍ରୁ ପକ୍ଷରୁ ବୁଡ଼ା ଜାହାଜକୁ ଚିହ୍ନଟ କରିବା ସହିତ ଲକ୍ଷ୍ୟଭେଦ କରିବାକୁ ସକ୍ଷମ ହେବ। ଏହାଦ୍ୱାରା ଭାରତର ପ୍ରତିରକ୍ଷା ଶକ୍ତି ଯଥେଷ୍ଟ ବୃଦ୍ଧି ପାଇବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଓ୍ବାରଙ୍କ ଘରେ ଭାଜପା ସାଂସଦ

ମୁମ୍ବାଇ,୨୪।୧୧: ରବିବାର ସକାଳୁ ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାରଙ୍କ ଘରେ ପହଞ୍ଚିଛନ୍ତି ଭାରତୀୟ ଜନତା ପାର୍ଟି(ଭାଜପା) ନେତା ସଞ୍ଜୟ କାକଡେ। ସେ କ’ଣ ପାଇଁ ପାଓ୍ବାରଙ୍କ...

ଭାରତର ହେଲା ରାଫେଲ: ପହଞ୍ଚିବାକୁ ଲାଗିବ ୮ ମାସ, ଉଡିବାକୁ ୧୮ ମାସ

ନୂଆଦିଲ୍ଲୀ,୯।୧୦: ଦୀର୍ଘ ଦିନର ଅପେକ୍ଷା ପରେ ଏବେ ଭାରତର ହୋଇଛି ଯୁଦ୍ଧ ବିମାନ ରାଫେଲ। ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ମଙ୍ଗଳବାର ଫ୍ରାନ୍ସରେ ପ୍ରଥମ ରାଫେଲ ବିମାନକୁ...

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ଅବହେଳା, ଇନ୍ଦୁ ମାଲହୋତ୍ରାଙ୍କ ନେତୃତ୍ୱରେ ଯାଞ୍ଚ୍‌ କମିଟି ଗଠନ …

ନୂଆଦିଲ୍ଲୀ, ୧୨।୧ : ପଞ୍ଜାବ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା କ୍ଷେତ୍ରରେ ଅବହେଳା ହୋଇଥିବା ଘଟଣାର ଯାଞ୍ଚ୍‌ ପାଇଁ ୫ ଜଣିଆ କମିଟି...

ନମାମି ଗଙ୍ଗେ ପ୍ରକଳ୍ପ: ପ୍ରତିଦିନ ୧୫୧ ନିୟୁତ ଲିଟରରୁ ଅଧିକ ଜଳ ହେବ ଶୋଧନ, ଟଙ୍କାଏରେ ପାଣି ସଂଯୋଗ ସୁବିଧା

ହରିଦ୍ୱାର, ୨୯।୯: ନମାମି ଗଙ୍ଗେ ମିଶନ ପ୍ରକଳ୍ପ ଅର୍ନ୍ତଗତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଉତ୍ତରଖଣ୍ଡରେ ୬ ମେଗା ପରିଯୋଜନାର ଲୋକାର୍ପଣ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ...

ମହାରାଷ୍ଟ୍ରରେ ଭାଜପା ସରକାର ଗଠନ କରିବା କଥା: ରାମଦାସ

ମୁମ୍ବାଇ,୨।୧୧: ବେଳକୁ ବେଳ ମହାରାଷ୍ଟ୍ର ରାଜନୀତି ଡ୍ରାମା ନୂଆ ନୂଆ ମୋଡ ନେଉଥିବା ବେଳେ ଏହାକୁ ନେଇ ଚର୍ଚ୍ଚା ବି ଜୋର ଧରିଛି। କାରଣ ଅକ୍ଟୋବର...

ଜାତୀୟ ପୁରସ୍କାର ପ୍ରାପ୍ତ ବଳଦର ଅନ୍ତିମ ସଂସ୍କାର କଲେ କୃଷକ

କ୍ରିଷ୍ଣା,୨୫।୧୦: ଆନ୍ଧ୍ରପ୍ରଦେଶ କ୍ରିଷ୍ଣା ଜିଲାର କୃଷକ କେଶରନେନି ରାଜା ତାଙ୍କ ଜାତୀୟ ପୁରସ୍କାର ପ୍ରାପ୍ତ ବଦଳର ଅନ୍ତିମ ସଂସ୍କାର କରିବା ଖବର ଏବେ ଚର୍ଚ୍ଚାର ବିଷୟ...

‘କୋଭିଡ୍‌ ପରିଚାଳନାରେ କେନ୍ଦ୍ର ବିଫଳ’

ନୂଆଦିଲ୍ଲୀ, ୧୮।୪(ପି.ଟି.): କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର କୋଭିଡ୍‌ ପରିଚାଳନାରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି। ବର୍ଷକର ପ୍ରସ୍ତୁତି ସତ୍ତ୍ୱେ ଦେଶବାସୀ ଏବେ ଅସୁରକ୍ଷିତ। ଦ୍ରୁତ ବେଗରେ...

ମନ୍ତ୍ରୀଙ୍କୁ ନ ଚିହ୍ନି ପାରିବାରୁ ସବ୍‌-ଇନସ୍ପେକ୍ଟରଙ୍କ ଚାକିରି ଗଲା: ଭିଡ଼ିଓ ଭାଇରାଲ

ପାଟନା,୧୫।୨: ବିହାରରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସରକାରରେ ମନ୍ତ୍ରୀଙ୍କୁ ନ ଚିହ୍ନି ପାରିବାରୁ ଜଣେ ସବ୍‌-ଇନସ୍ପେକ୍ଟରଙ୍କୁ ଚାକିିରିରୁ ନିଲମ୍ବିତ କରାଯାଇଛି। ସ୍ବାସ୍ଥ୍ୟମନ୍ତ୍ରୀ ମଙ୍ଗଳ ପାଣ୍ଡେ ସ୍ଥାନୀୟ...

Advertisement
Archives

Model This Week