Posted inଜାତୀୟ

ଆଇଏନଏସ ବିକ୍ରମାଦିତ୍ୟରେ ନିଆଁ

ବେଙ୍ଗାଲୁରୁ,୨୧ ।୭: ଭାରତୀୟ ନୌସେନାର ଏୟାରକ୍ରାପ୍ଟ କ୍ୟାରିୟର ଆଇଏନଏସ ବିକ୍ରମାଦିତ୍ୟରେ ପୁଣିଥରେ ନିଆଁ ଲାଗି ଯାଇଥିବା ଜଣାପଡିଛି । ବୁଧବାର କର୍ନାଟକର ବ୍ୟବସାୟୀକ ବନ୍ଦର ନିକଟରେ ଆରବ ସାଗରରେ ଟ୍ରାଏଲ ସମୟରେ ବିକ୍ରମାଦିତ୍ୟରେ ନିଆଁ ଲାଗିଯାଇଥିବା ଜଣାପଡିଛି । ହେଲେ ଏହି ନିଆଁକୁ ଖୁବଶୀଘ୍ର କାବୁ କରାଯାଇଥିବାରୁ କିଛି କ୍ଷୟକ୍ଷତି ହୋଇ ନ ଥିବା ସୂଚନା ରହିଛି ।
ଭାରତୀୟ ନୌସେନାର ସୂଚନା ଅନୁଯାୟୀ, ସମୁଦ୍ରରେ ଟ୍ରାଏଲ ସମୟରେ ବିକ୍ରମାଦିତ୍ୟରେ ନିଆଁ ଲାଗି ଯାଇଛି । ଏଥିରେ ଥିବା କ୍ରିୟୁ ମେମ୍ବର ଜାହାଜରେ ଥିବା ଅଗ୍ନିଶମ ଉପକରଣ ମାଧ୍ୟମରେ ନିଆଁକୁ ଆୟତ୍ତ କରି ନେଇଛନ୍ତି । ଏଥିରେ କେହି ଆହତ ହୋଇ ନ ଥିବା ଜଣାପଡିଛି । ତେବେ ନୌସେନା ପକ୍ଷରୁ ଏହି ଘଟଣାର ଯାଞ୍ଚ ପାଇଁ କୋର୍ଟ ଅଫ ଏନକ୍ୱାରୀକୁ ନିର୍ଦ୍ଦେଶ ଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

“ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାରେ କୌଣସି ବାଧା ସହିବୁ ନାହିଁ”: ସୁପ୍ରିମକୋର୍ଟଙ୍କ ଚେତାବନୀ

ନୂଆଦିଲ୍ଲୀ,୯।୨: ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟ ସବୁ ରାଜ୍ୟ ସରକାରଙ୍କୁ ଏକ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱରେ…

ଚର୍ଚ୍ଚାରେ ପ୍ରଶାସନ, ଡାକ୍ତରଙ୍କୁ ମିଳିଲା ହସ୍ପିଟାଲରୁ କୁକୁର ଘଉଡ଼ାଇବା ପାଇଁ ଦାୟିତ୍ୱ

ଜୟପୁର,୯।୨: ରାଜସ୍ଥାନର ଜୟସଲମେର ଜିଲ୍ଲାର ସବୁଠାରୁ ବଡ଼ ସରକାରୀ ହସ୍ପିଟାଲ ସରକାରୀ ଜବାହାର ହସ୍ପିଟାଲରେ କୁକୁର ହଟାଇବା ଅଭିଯାନ ଚାଲିଛି । ହସ୍ପିଟାଲ ପ୍ରଶାସନ ଦ୍ୱାରା ଜାରି…

୧୦୦ ଟପିବ ପେଟ୍ରୋଲ ଦର? ଟ୍ରମ୍ପଙ୍କ ଯୋଗୁ ଗୋଟିଏ ଝଟକାରେ ହୁ ହୁ ହୋଇ ବଢ଼ିବାକୁ ଯାଉଛି ମୂଲ୍ୟ…!

ନୂଆଦିଲ୍ଲୀ,୯।୨: ଭାରତ ଏବଂ ଆମେରିକା ମଧ୍ୟରେ ନିକଟରେ ହୋଇଥିବା ଟ୍ରେଡ୍‌ ଡିଲ(ବାଣିଜ୍ୟ ଚୁକ୍ତି) ନେଇ ଜୋରଦାର ଚର୍ଚ୍ଚା ହେଉଛି। କାରଣ ଏହା ଭାରତର ସାଧାରଣ ନାଗରିକଙ୍କୁ ମହଙ୍ଗା…

ଧରିତ୍ରୀ ପ୍ରଭାବ: ତତ୍ପରତା ଦେଖାଇଲା ବିଦ୍ୟୁତ ବିଭାଗ

ଦାରିଙ୍ଗବାଡି, ୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହାଠାରୁ ତେରବାଡିକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଉପରେ ବିଦ୍ୟୁତ ତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri