Posted inଜାତୀୟ

ଇନ୍‌ସାଟ-୩ଡିଏସ୍‌ ସାଟେଲାଇଟ୍‌ ଲଞ୍ଚ୍‌ ଆଜି

ଚେନ୍ନାଇ,୧୭।୨: ଇନ୍‌ସାଟ୍‌-୩ଡିଏସ୍‌ ପାଣିପାଗ ସାଟେଲାଇଟ୍‌ ଶନିବାର ଲଞ୍ଚ୍‌ ହେବାକୁ ଥିବାବେଳେ ଏଥିପାଇଁ ଅବଗଣନା ଆରମ୍ଭ ହୋଇଯାଇଛି। ଜିଏସ୍‌ଏଲ୍‌ଭି-ଏଫ୍‌୧୪ ରକେଟ୍‌ର ଏହା ୧୬ତମ ମିଶନ। ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଶନିବାର ଅପରାହ୍ନ ୫ଟା ୩୫ ମିନିଟ୍‌ରେ ଉତ୍‌କ୍ଷେପଣ କରାଯିବ ବୋଲି ଭାରତୀୟ ମହକାଶ ଗବେଷଣା ସଂସ୍ଥା (ଇସ୍ରୋ) ପକ୍ଷରୁ କୁହାଯାଇଛି। ତୃତୀୟ ପିଢ଼ି ପାଣିପାଗ ସାଟେଲାଇଟ୍‌ର ଏହା ଏକ ଅନୁବର୍ତ୍ତୀ ମିଶନ। ଉକ୍ତ ସାଟେଲାଇଟ୍‌କୁ ଭୂସ୍ଥିର କକ୍ଷପଥରେ ସ୍ଥାପନ କରାଯିବ। ଏଥିପାଇଁ ୨୭.୫ ଘଣ୍ଟାର ଅବଗଣନା ଆରମ୍ଭ ହୋଇଥିବା ଇସ୍ରୋ କହିଛି। ଏହା ପୂର୍ବରୁ ଗତବର୍ଷ ମେ’ ୨୯ରେ ଜିଏସ୍‌ଏଲ୍‌ଭି ଉତ୍‌କ୍ଷେପଣ ସଫଳ ହୋଇଥିଲା। କିନ୍ତୁ ୨୦୨୧ ଅଗଷ୍ଟ ୧୨ରେ ଅନ୍ୟ ଏକ ଉତ୍‌କ୍ଷେପଣ ବିଫଳ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଦରରେ ରେକର୍ଡ ସ୍ତରରେ ବୃଦ୍ଧି: ଏକାଥରକେ ବଢିଲା ୧୧ ହଜାର ଟଙ୍କା

ଭୁବନେଶ୍ୱର,୨୯।୧: ସୁନା ଦରରେ ରେକର୍ଡ ସ୍ତରରେ ବୃଦ୍ଧି । ଆଉ ଛୁଇଁହେବନି। ଏକାଥରକେ ୨୪ କ୍ୟାରେଟ ସୁନା ୧୧ ହଜାର ୭୭୦ ଟଙ୍କା ବୃଦ୍ଧି ପାଇଛି। ୧୦…

ହସ୍ପିଟାଲ୍‌ରେ ଭୟାବହ ଅଗିକାଣ୍ଡ, ସବୁକିଛି ଜଳିପୋଡ଼ି ଛାରଖାର

ଝାରସୁଗୁଡ଼ା,୨୯।୧(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବେହେରମାଲସ୍ଥିତ ତ୍ରିଲୋଚନ ନେତ୍ରାଳୟରେ ସଟ ସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରୋଗୀଙ୍କ କୌଣସି କ୍ଷୟକ୍ଷତି ହୋଇ ନ ଥିବାବେଳେ ଲ୍ୟାବର…

କଳିକେଶଙ୍କ ହାତରେ ଦିଆଯାଉ ବିଜେଡି ନେତୃତ୍ୱ: ଜୋର୍‌ ଧରିଲା ଦାବି

ଭୁବନେଶ୍ୱର,୨୯।୧: ବିଜୁ ଜନତା ଦଳ(ବିଜେଡି) ୨୦୦୦ ମସିହାରୁ ଲଗାତାର ୨୦୨୪ ମସିହା ପର୍ଯ୍ୟନ୍ତ ସରକାରରେ ରହି ଆସିଥିଲା। ହେଲେ ୨୪ ବର୍ଷର ସରକାର ଗତ ସାଧାରଣ ନିର୍ବାଚନରେ…

ଗୋଟିଏ ଓଭର, ୨୯ ରନ୍‌: ବିସ୍ଫୋରକ ବ୍ୟାଟିଂ କରି ହିଟ୍‌ମ୍ୟାନ୍‌ଙ୍କ ରେକର୍ଡ ଭାଙ୍ଗିଦେଲେ ଶିବମ

ବିଶାଖାପାଟଣା,୨୯।୧: ଯଦିଓ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚତୁର୍ଥ ଟି-୨୦ ମ୍ୟାଚ୍‌ରେ ଟିମ ଇଣ୍ଡିଆ ପରାସ୍ତ ହୋଇଥିଲା, କିନ୍ତୁ ଶିବମ ଦୁବେ ବିସ୍ଫୋରକ ଇନିଂସ ସମସ୍ତଙ୍କ ଦୃଷ୍ଟି…

ଭାରତର ଡବଲ୍‌ ବିଜୟ! EU ପରେ ଆମେରିକା ସହ…

ନୂଆଦିଲ୍ଲୀ,୨୯।୧: ଭାରତ ଏବଂ ଆମେରିକା ମଧ୍ୟରେ ଚାଲିଥିବା ବାଣିଜ୍ୟ ଆଲୋଚନାରେ ଗୁରୁତ୍ୱପୂର୍ଣ୍ଣ ଅଗ୍ରଗତି ହୋଇଛି ଏବଂ ଖୁବ ଶୀଘ୍ର ଏକ ଚୁକ୍ତି ହୋଇପାରେ। ଭାରତ-ୟୁରୋପୀୟ ସଂଘ (EU)…

ଟିଭି ଦେଖୁଥିଲେ ମା’, ଆସିଲା ପୁଅ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ଖବର: ଆଉ ତା’ପରେ ପରିବାର ଲୋକେ ନେଲେ ଏମିତି ପଦକ୍ଷେପ

ପୁଣେ,୨୯।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପୂର୍ବରୁ, ତାଙ୍କ ମାଆ ଆଶାତାଇ ଏକ ମରାଠୀ ନ୍ୟୁଜ ଚ୍ୟାନେଲରେ ଖବର ଦେଖୁଥିଲେ। ଯେତେବେଳେ ଅଜିତ…

ରାମାୟଣରେ ସତୀ ସିଦ୍ଧାନ୍ତ

ରାମାୟଣର ଏକ ଓଡ଼ିଆ ସଂସ୍କରଣରେ ବର୍ଣ୍ଣନା କରାଯାଇଛି ଯେ, ଋଷି ଗୌତମ ତାଙ୍କ କନ୍ୟା ଅଞ୍ଜନି ଓ ଦୁଇ ପୁତ୍ରଙ୍କ ସହ ସମୁଦ୍ରକୂଳରେ ଚାଲୁଥିଲେ। ବାଲି ତାତି…

ନାରୀ ପାଇଁ ଭୋଟ ଅଧିକାର

ରାଣରୁ ଜଣାଯାଏ ମଦ୍ର ଦେଶର ନରପତି ଅଶ୍ୱପତି କନ୍ୟା ସନ୍ତାନଟିଏ ଲାଭକରିବା ଉଦ୍ଦେଶ୍ୟରେ ସହସ୍ରାଧିକ ଯଜ୍ଞ କରିଥିଲେ। ସେହିଭଳି ମିଥିଳାର ରାଜା ଜନକ ଏକଦା ଆକାଶରେ ସୁନ୍ଦରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri