Posted inଫୁରସତ

କାନ୍ଥରେ ନରେନ୍ଦ୍ର ମୋଦିଙ୍କ ଫଟୋକୁ ଘରେ ନାରଙ୍ଗୀ ରଙ୍ଗର ପରଦା: ଭିତରୁ ଏଭଳି ଦିଶେ ଭାଜପା ନେତା ମନୋଜ ତିଓ୍ବାରୀଙ୍କ ଘର

ବମ୍ବେ: ଭୋଜପୁରୀ ମନୋରଞ୍ଜନଜଗତ ସହ ଜଡ଼ିତ ଲୋକପ୍ରିୟ ବ୍ୟକ୍ତିତ୍ୱମାନଙ୍କ ମଧ୍ୟରୁ ମନୋଜ ତିଓ୍ବାରୀ ଜଣେ। ସେ ବର୍ତ୍ତମାନ ସମୟରେ ରାଜନୀତିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି ମଧ୍ୟ କରିଛନ୍ତି। ଗାୟକରୁ ଅଭିନେତା ଏବଂ ପରେ ରାଜନେତା ପାଲଟିଥିବା ମନୋଜ ଭାଜପା ଟିକେଟ୍‌ରେ ଲୋକ ସଭାର ସଦସ୍ୟ ହୋଇଛନ୍ତି। ସେ ଦିଲ୍ଲୀର ଭାଜପା ଅଧ୍ୟକ୍ଷ ପଦ ମଧ୍ୟ ସମ୍ଭାଳିଛନ୍ତି। ଏବେ ସେ ଦିଲ୍ଲୀରେ ରହୁଛନ୍ତି। ଆସନ୍ତୁ ଦେଖିବା ଭିତରୁ କିଭଳି ଦିଶୁଛି ତାଙ୍କ ଘର।

ମନୋଜ ତିଓ୍ବାରୀ ବିହାରର କୈମୁର ଜିଲାର ବାସିନ୍ଦା।

ଉତ୍ତର ପୂର୍ବ ଦିଲ୍ଲୀରୁ ଭାଜପା ଟିକେଟରେ ସେ ଦ୍ୱିତୀୟ ଥର ପାଇଁ ଏମ୍‌ପି ହୋଇଛନ୍ତି।


ଏବେ ସେ ଯେଉଁ ବଙ୍ଗଳାରେ ରହୁଛନ୍ତି, ତାହା ସରକାରୀ କ୍ୱାର୍ଟର।


ସେ ନିଜର ଘରକୁ ବହୁତ ସୁନ୍ଦର ଭାବେ ସଜାଇଛନ୍ତି।


ଘରର କାନ୍ଥରେ ନରେନ୍ଦ୍ର ମୋଦିଙ୍କ ଫଟୋ ସେ ଲଗାଇଛନ୍ତି।


ଘରର ପରଦା ଭଗଓ୍ବା(ନାରଙ୍ଗି) ରଙ୍ଗର ରହିଛି।


ସୁନ୍ଦର ସୋଫା ସାଙ୍ଗକୁ ସଂଗୀତ ଭିତ୍ତିକ ବିଭିନ୍ନ ସାମଗ୍ରୀ ରହିଛି।

ସେ ନିୟମିତ ରିୟାଜ ମଧ୍ୟ କରନ୍ତି।


ବଙ୍ଗଳାରେ ବଡ୍‌ ଲନ୍‌ ରହିଛି।


୨୪ କୋଟିରୁ ଅଧିକ ସମ୍ପତ୍ତିର ମାଲିକ ହେଉଛନ୍ତି ମନୋଜ। ତାଙ୍କର ଗାଡ଼ିର ସଉକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା ଷ୍ଟିଲ ଖଣ୍ଡବନ୍ଧ ଖଣି ସମ୍ମାନିତ

ଯୋଡ଼ା,୨୮ା୯(ମାନସ ମହାନ୍ତି): ସୁରକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ (ଏସ୍‌ଏଚ୍‌ଇ) ପରିଚାଳନା କ୍ଷେତ୍ରରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ଟାଟା ଷ୍ଟିଲ୍‌ର ଖଣ୍ଡବନ୍ଧ ଲୁହାପଥର ଖଣି ସମ୍ମାନିତ ହୋଇଛି। କୋଲକାତାଠାରେ…

କେଦାରନାଥରେ ଅଘଟଣ: ପାହାଡ଼ରୁ ପଥର ଖସି ଚାଲିଗଲା ୫ ବର୍ଷ ଶିଶୁର ଜୀବନ, ୧୧୦୦ ଲୋକଙ୍କୁ ଉଦ୍ଧାର କରାଯାଇ…

ଡେରାଡୁନ୍‌,୨୮ା୯: ରବିବାର ସନ୍ଧ୍ୟାରେ କେଦାରନାଥର ଚିରବାସା ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ପାହାଡ଼ରୁ ହଠାତ୍ ପଥର ଓ ମାଟି ଅସଡ଼ା ଧସିବା ଫଳରେ ଜଣେ ୫…

ହୋମ୍‌ଷ୍ଟେରୁ ମିଳିଲା ପ୍ରେମିକାଙ୍କ ମୃତଦେହ, ପ୍ରେମିକଙ୍କୁ ଅଟକ ରଖି…

ଗୁଆହାଟି,୨୮।୯: ଗୌହାଟୀ ବିଶ୍ୱବିଦ୍ୟାଳୟର ସମାଜଶାସ୍ତ୍ର ବିଭାଗର ଜଣେ ୨୧ ବର୍ଷୀୟା ଛାତ୍ରୀ ନିମିଷା ଠାକୁରିଆଙ୍କୁ ଗାରାଲ-ଧାରାପୁର ଅଞ୍ଚଳର ଏକ ହୋମ୍‌ଷ୍ଟେରୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି…

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ୨୭ ମୃତ

କେପ୍‌ ଟାଉନ୍‌,୨୮ା୯: ଦକ୍ଷିଣ ଆଫ୍ରିକୀୟ ସହରରେ ୨ଟି ଗୁଳିକାଣ୍ଡ ଘଟଣାରେ ଅନୂ୍ୟନ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ପ୍ରଥମ ଘଟଣା ଶନିବାର ରାତିରେ ଜୋହାନ୍ସବର୍ଗ ନିକଟରେ ଥିବା…

ୟୁଏନ୍‌ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର…

ଜାତିସଂଘ,୨୮ା୯(ପି.ଟି.): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ।…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?