Posted inଫୁରସତ

କୀଟପତଙ୍ଗଙ୍କଠୁ ପ୍ରେରଣା ପାଇ କରନ୍ତି ଆଇ ମେକ୍‌ଅପ୍‌

ପୋକଜୋକ, କୀଟପତଙ୍ଗ ଅନେକଙ୍କୁ ପସନ୍ଦ ନ ଥାଏ। କେହି କେହି ଏମାନଙ୍କୁ ଡରନ୍ତି ତ ଆଉ କିଏ ଘୃଣା କରନ୍ତି। ହେଲେ କିଛି ପୋକ, କୀଟପତଙ୍ଗର ରଙ୍ଗ ଏତେ ସୁନ୍ଦର ହୋଇଥାଏ ଯେ, ସେମାନଙ୍କୁ ଦେଖିଲେ ଆଖି ଲାଖିଯାଏ। ୟୁକେର ଡୁରାନ ଜେ’ ନାମକ ମେକ୍‌ଅପ୍‌ ଆର୍ଟିଷ୍ଟ ଏଇଭଳି କିଛି ପୋକଜୋକଙ୍କଠାରୁ ପ୍ରେରଣା ପାଇ କରନ୍ତି ଆଇ ମେକ୍‌ଅପ୍‌। ସେ ଯେଉଁ କୀଟପତଙ୍ଗ ଅବା ପୋକ ଶରୀରର ରଙ୍ଗଠାରୁ ପ୍ରେରଣା ପାଇ ଆଇ ମେକ୍‌ଅପ୍‌ କରନ୍ତି ତା’ର ଫଟୋ ମେକ୍‌ଅପ୍‌ ହୋଇଥିବା ଆଖିର ଫଟୋ ପାଖରେ ରଖି ସୋସିଆଲ ମିଡିଆରେ ପୋଷ୍ଟ କରନ୍ତି। ବହୁ ପୂର୍ବରୁ ଡୁରାନ୍‌ଙ୍କର ପୋକ, କୀଟପତଙ୍ଗ ପ୍ରତି ଦୁର୍ବଳତା ଥିଲା। ସେମାନଙ୍କ ଶରୀରର ରଙ୍ଗ ତାଙ୍କୁ ଆକର୍ଷିତ କରୁଥିଲା। ସେଥିପାଇଁ ସେ ସେମାନଙ୍କ ଶରୀରର ରଙ୍ଗରୁ ପ୍ରେରଣା ପାଇ ଆଇ ମେକ୍‌ଅପ୍‌ କରିବାକୁ ଲାଗିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆପଣଙ୍କ ଘରକୁ ଆସୁନି ତ ଅପମିଶ୍ରିତ କ୍ଷୀର? ଏହି ସହଜ ଘରୋଇ ଉପାୟରେ କରନ୍ତୁ ଯାଞ୍ଚ

କ୍ଷୀର ଆମ ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ବିଶେଷ କରି ପିଲାମାନଙ୍କର ଉତ୍ତମ ସ୍ୱାସ୍ଥ୍ୟ, ହାଡ଼ର ମଜଭୁତ ଏବଂ ଶାରୀରିକ ବିକାଶ ପାଇଁ କ୍ଷୀରକୁ ଅତ୍ୟନ୍ତ…

ଜଙ୍ଗଲ ଉପରେ ଚାଲିଲା ବୁଲ୍‌ଡୋଜର, ସାମ୍ନାରେ ପାଚେରୀ ଭଳି ଠିଆ ହେଲା ଗଜରାଜ; ଭିଡିଓ ଦେଖିଲେ…

ସୋସିଆଲ ମିଡିଆ ଦୁନିଆରେ ପ୍ରତିଦିନ ଏମିତି କିଛି ଭିଡିଓ ସାମ୍ନାକୁ ଆସେ, ଯାହା ମଣିଷକୁ ଚିନ୍ତା କରିବାକୁ ବାଧ୍ୟ କରିଦିଏ। କିଛି ଭିଡିଓ ଆଶ୍ଚର୍ଯ୍ୟଜନକ ହୋଇଥିବା ବେଳେ…

ଏହି ଦିନ ଆକାଶରେ ଦେଖାଦେବ ଅଦ୍ଭୁତ ଦୃଶ୍ୟ, ଘୋଟିଆସିବ ଅନ୍ଧାର, ଆଉ ତା’ ପରେ…

ଅଗଷ୍ଟ ହେଉଛି ଜ୍ୟୋତିର୍ବିଜ୍ଞାନ ଘଟଣା ପ୍ରତି ଆଗ୍ରହୀ ଲୋକଙ୍କ ପାଇଁ ଏକ ବିଶେଷ ମାସ। ଏହି ମାସରେ ଅନେକ ମହାକାଶୀୟ ଘଟଣା ଦେଖାଯିବ। ଅଗଷ୍ଟ ୧୨ରେ ସୂର୍ଯ୍ୟ…

ଜିମ୍‌ରେ ଜେଜେବାପା: ବଡି ଓ ଫିଟ୍‌ନେସ୍ ଦେଖି ତାଟକା ହେଲେ ସୋସିଆଲ ମିଡିଆ ୟୁଜର୍ସ, VIDEO ଦେଖିଲେ ଆପଣ ବି…

ସୋସିଆଲ ମିଡିଆରେ ପ୍ରତିଦିନ ଅନେକ ଆଶ୍ଚର୍ଯ୍ୟଜନକ ଭିଡିଓ ଭାଇରାଲ ହୋଇଥାଏ। ସେଥିମଧ୍ୟରୁ କିଛି ଭିଡିଓ ବେଶ ମଜାଦାର ହୋଇଥିବା ବେଳେ କିଛି ଭିଡିଓ ଦେଖିଲେ ଆଖି ଖୋସି…

ଭିଟାମାଟି ଛାଡ଼ି ଯିବା ପରେ ବି ପିଛା ଛାଡ଼ିଲାନି ମୃତ୍ୟୁ, ୧୪ ବର୍ଷ ପରେ ଖୋଜିଖୋଜି ମାରିଲା ହାତୀ, ଲୋମ ଟାଙ୍କୁରି ଉଠିବ ଏହି ଘଟଣା

କାଠମାଣ୍ଡୁ, ୧୫।୭: ମୃତ୍ୟୁମୁଖରୁ ବୋଧହୁଏ କେହି ବର୍ତ୍ତିପାରିବେ ନାହିିଁ। ଏହି କଥାକୁ ସତ ପ୍ରମାଣିତ କରି ଦେଖାଇଛି ନେପାଳର ଏକ ଭୟଙ୍କର ଜଙ୍ଗଲୀ ହାତୀ। ଯାହାର ନାଁ…

ବିବାହ ପାଇଁ ଭାରତୀୟଙ୍କ ନୂଆ ପସନ୍ଦ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୩ା୭(ପି.ଟି.): ଭାରତୀୟମାନଙ୍କ ମଧ୍ୟରେ ବିଦେଶରେ ବିବାହ ଉତ୍ସବ ବା ଡେଷ୍ଟିନେଶନ ୱେଡିଂ କରିବାର ଆଗ୍ରହ ବଢ଼ୁଥିବା ବେଳେ ଏହି ଦୌଡ଼ରେ ଶ୍ରୀଲଙ୍କା ନୂଆ ପସନ୍ଦର ସ୍ଥାନ ପାଲଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri