ଆପଲ ସିଇଓ ଟିମ କୁକଙ୍କ ଫେକ ଆକାଉଣ୍ଟ ଡିଲିଟ କଲା ଇନଷ୍ଟାଗ୍ରାମ

ଓ୍ବାଶିଂଟନ,୨୮।୮: ସୋସିଆଲ ମିଡିଆରେ ବହୁ ବଡ ବଡ ଲୋକଙ୍କ ଫେକ ଆକାଉଣ୍ଟ ମଧ୍ୟ ଦେଖିବାକୁ ମିଳିଥାଏ। ଇନଷ୍ଟାଗ୍ରାମ ନିକଟରେ ଟେକ୍ନୋଲୋଜି କମ୍ପାନୀ ଆପଲର ସିଇଓ ଟିମ କୁକଙ୍କ ଫେକ ଆକାଉଣ୍ଟକୁ ଡିଲିଟ କରିଛି। , ଏହି ନକଲି ଆକାଉଣ୍ଟ tim.d.cook ନାମରେ ଚାଲୁଥିଲା। ଆଶ୍ଚର୍ଯ୍ୟଜନକ କଥା ହେଉଛି ଏହି ନକଲି ଆକାଉଣ୍ଟରେ ଏପଲ କମ୍ପାନୀର ଲିସା ଜ୍ୟାକସନ (ପରିବେଶ, ନୀତି ଏବଂ ସାମାଜିକ ପଦକ୍ଷେପ ପାଇଁ ଆପଲ ଭିପି) ଏବଂ ଆପଲ କମ୍ପାନୀର ଆଲାନ ଡାଏ (ହ୍ୟୁମାନ ଇଣ୍ଟରଫେସ ଡିଜାଇନ) ପରି ଆପଲ ଭିପି ଅନ୍ତର୍ଭୁକ୍ତ।
ଖବର ଅନୁଯାୟୀ, 9to5Mac ଏହି ନକଲି ଆକାଉଣ୍ଟକୁ ଚିହ୍ନଟ କରିଛି। ଏଥିରେ ବହୁ ସଂଖ୍ୟକ ଫଲୋୟର୍ସ ଜଡିତ ଥିଲେ। ଇଣ୍ଡିଆ ଟୁଡେ ଖବର ଅନୁଯାୟୀ, ଟିମ କୁକ ୨୦୧୩ ଠାରୁ କେବଳ ଟୁଇଟର (ବର୍ତ୍ତମାନ ଏକ୍ସ) ବ୍ୟବହାର କରୁଛନ୍ତି। ଅନେକ ପ୍ଲାଟଫର୍ମରେ ଆପଲ ଏହାର ଅଫିସିଆଲ ସୋସିଆଲ ମିଡିଆ ଉପସ୍ଥିତି ବଜାୟ ରଖେ। ଆପଲର ବହୁ ବରିଷ୍ଠ ଅଧିକାରୀ ଟିକଟକ, ଫେସବୁକ ଏବଂ ଇନଷ୍ଟାଗ୍ରାମ ସହିତ ବିଭିନ୍ନ ସୋସିଆଲ ମିଡିଆ ପ୍ଲାଟଫର୍ମରେ ସଂଯୁକ୍ତ ଅଟନ୍ତି। କୁକ ଏକ୍ସରେ ସକ୍ରିୟ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଙ୍ଘର୍ଷ: ପି.ପିତାମ୍ବର ଦୋରା, ତାଙ୍କ ସହଯୋଗୀ ମାନଙ୍କୁ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଭୁଡୁକି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଷ୍ଠୀ ସଙ୍ଘର୍ଷ ଘଟିଛି। ଏନେଇ ଉଭୟ ଗୋଷ୍ଠୀ ପାଟପୁର ଥାନାରେ…

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ଇରାନର ବଡ଼ ଘୋଷଣା: ହର୍ମୁଜକୁ ସମ୍ପୂର୍ଣ୍ଣ ଖୋଲିଦେଇ କହିଲା ଏଥର…

ତେହରାନ,୧୭ା୪: ଇସ୍ରାଏଲ-ଲେବାନନ ଅସ୍ତ୍ରବିରତି ପରେ ବଡ଼ ଘୋଷଣା କରିଛି ଇରାନ। ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଖୋଲି ଦେଇଥିବା କହିଛନ୍ତି ଇରାନର ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଆରାଘଚି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri