ଗୋପପୁର ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ

ବରଗଡ଼,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଜାନୁଆରୀ ୧୫ତାରିଖରୁ ଆରମ୍ଭ ହେବ। ଏହି ମହୋତ୍ସବରେ ମଥୁରା ନଗରୀ ପାଲଟୁଥିବା ବରଗଡ଼ ସହରର ହାଟପଦା ସଞ୍ଚାର ମଣ୍ଡଳୀରେ ଗତ ଶୁକ୍ରବାର ଶୁଭସ୍ତମ୍ଭ ସ୍ଥାପିତ ହୋଇସାରିଛି। ତେବେ ଗୋପପୁର ଯାତ୍ରା ବିନା ଧନୁଯାତ୍ରା ଅସମ୍ଭବ। ଧନୁଯାତ୍ରା ସମୟରେ ବରଗଡ଼ ସହର ଉପକଣ୍ଠ ଅମ୍ବାପାଲି ଗୋପପୁର ପାଲଟିଥାଏ ଏବଂ ସେଠାରେ ଗୋପପୁର ଯାତ୍ରା ଦୃଶ୍ୟାଭିନୟ ହୁଏ। ଏହି କ୍ରମରେ ସୋମବାର ଗୋପପୁର ଯାତ୍ରା ପାଇଁ ଯମୁନା ପାଲଟୁଥିବା ଜିରା ନଦୀ କୂଳରେ ଶୁଭସ୍ତମ୍ଭ ସ୍ଥାପିତ ହୋଇଛି। ଏହି ସମୟରେ ଧନୁଯାତ୍ରା ମହୋତ୍ସବ ସମିତି ସମ୍ପାଦକ ସୁରେଶ୍ୱର ଶତପଥୀ, ବରଗଡ଼ ଉପଜିଲାପାଳ କୁମାର ନାଗଭୂଷଣ, ବରଗଡ଼ ମ୍ୟୁନିସିପାଲିଟି କାର୍ଯ୍ୟନିର୍ବାହୀ ଅଧିକାରୀ ହରପ୍ରସାଦ ଭୋଇ, କୃଷ୍ଣ ଅଭିନେତା ସମ୍ରାଟ ମହାପାତ୍ର, ବଳରାମ ଅଭିନେତା କିଶନ ବିର୍ତ୍ତିଆ, ନନ୍ଦରାଜା ଅଭିନେତା ସତ୍ୟନାରାୟଣ ପୋଡ଼ ଏବଂ ଗୋପପୁର ଯାତ୍ରା କମିଟିର କର୍ମକର୍ତ୍ତା ଏବଂ ସଭ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଜନା ଶାଗ ତୋଳିବା ହେଲା କାଳ: ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ୩୦ ବର୍ଷୀୟ ଯୁବକଙ୍କ ଜୀବନ

କୋରାପୁଟ,୧୫।୯(ଅମିତାଭ ବେହେରା): ସଜନା ଶାଗ ତୋଳିବାକୁ ଯାଇଥିଲେ, ହେଲେ ଫେରିଲା ମୃତଦେହ। ଅସାବଧାନତାର ଏକ ମୁହୂର୍ତ୍ତ ଜଣେ ଯୁବକଙ୍କ ଜୀବନରେ କାଳ ସାଜିଛି। ୧୧ କେଭି ବିଦ୍ୟୁତ୍…

ପ୍ରଫେସର କୃତ୍ତିବାସ ବିଶ୍ୱାଳଙ୍କୁ ‘ଭଞ୍ଜଶ୍ରୀ ଶ୍ରୀଧର ଶତପଥୀ ସ୍ମୃତି ସମ୍ମାନ’

ଭଞ୍ଜନଗର,୧୫।୯ (ବାବୁଲା ପ୍ରଧାନ): ଘୁମୁସର ମାଟିର ବିଶିଷ୍ଟ ଜ୍ୟୋତିଷ, ଭଞ୍ଜ ସାହିତ୍ୟ ଗବେଷକ ତଥା ପ୍ରତିଷ୍ଠିତ ସାହିତ୍ୟିକ ଭଞ୍ଜଶ୍ରୀ ପଣ୍ଡିତ ଶ୍ରୀଧର ଶତପଥୀଙ୍କ ୧୧୩ତମ ଜୟନ୍ତୀ ମଙ୍ଗଳବାର…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

କାମ କରୁ କରୁ ଚାଲିଗଲା ଜୀବନ: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୨୭ ବର୍ଷୀୟା ମହିଳା ଶ୍ରମିକଙ୍କ ମୃତ୍ୟୁ

ଦାରିଙ୍ଗବାଡ଼ି,୧୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ବୁର୍ଜୁବାଡ଼ି ବିଦ୍ୟାଳୟ ସମ୍ମୁଖରେ ଏକ ନିର୍ମାଣାଧୀନ କୋଠାରେ ବିଦ୍ୟୁତ୍ ଆଘାତ ଲାଗି ଜଣେ ମହିଳା ଶ୍ରମିକଙ୍କ…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?