Posted inଫୁରସତ

ବତକକୁ ଗୋଡ଼ାଇ ଖାଇବା ବଦଳରେ କୁକୁର କରୁଛି ଏପରି: ଆଶ୍ଚର୍ଯ୍ୟଜନକ ଭିଡିଓ ଦେଖିଲେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ କୁକୁର ଓ ବତକ ଛୁଆକୁ ଦେଖିବାକୁ ମିଳୁଛି। ବତକ ଛୁଆଟି ତଳେ ପଡ଼ି ଉଠି ପାରୁ ନ ଥିବା ବେଳେ କୁକୁର ଛୁଆ ତାକୁ ଉଠାଇ ଦେଉଛି। ସାଧାରଣତଃ କୁକୁର ଏମାନଙ୍କୁ ଦେଖିଲେ ମାରି ଖାଇବାକୁ ଗୋଡ଼ାଇଥାଏ। ମାତ୍ର ଏଭଳି ଦୃଶ୍ୟ ଆଶ୍ଚର୍ଯ୍ୟ କରି ଦେଉଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦା ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଅଧିକ ଭାଇରାଲ ହେବାରେ

 


Enter your email to get our daily news in your inbox.

All Right Reserved By Dharitri.Com

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri