Posted inଜାତୀୟ

ମଣିପୁର ବଦଳରେ ମୋଦିଙ୍କୁ ଘାରିଛି ଇସ୍ରାଏଲ ଚିନ୍ତା: ରାହୁଲ…

ଆଇଜଲ,୧୬।୧୦ : ମିଜୋରାମରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ସେ ଅଭିଯୋଗ କରିଛନ୍ତି ମଣିପୁର ଅପେକ୍ଷା ଇସ୍ରାଏଲରେ କ’ଣ ଘଟୁଛି ସେଥିପାଇଁ ପ୍ରଧାନମନ୍ତ୍ରୀ ଅଧିକ ଚିନ୍ତିତ ଅଛନ୍ତି। ମିଜୋରାମର ରାଜ ଭବନ ନିକଟରେ ଆୟୋଜିତ ଏକ ସାଧାରଣ ସଭାରେ ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି ମଣିପୁର ଆଉ ଗୋଟିଏ ରାଜ୍ୟ ନୁହେଁ ବରଂ ଜାତି ଆଧାରରେ ଦୁଇଟି ରାଜ୍ୟରେ ବିଭକ୍ତ ହୋଇଛି। ଏହାକୁ ଜାଣିଶୁଣି ଭାଜପା ସରକାର କରିଛନ୍ତି। ବର୍ତ୍ତମାନ ସୁଦ୍ଧା ମୁଖ୍ୟମନ୍ତ୍ରୀ ବିରେନ ସିଂ ଇସ୍ତଫା ଦେଇ ନାହାନ୍ତି। କେନ୍ଦ୍ର ସରକାରଙ୍କ ବିରେନଙ୍କ ସମ୍ମୁଖରେ ନୀରବ ରହିଛି। କୌଣସି ପଦକ୍ଷେପ ଗ୍ରହଣ କରିବାକୁ କେନ୍ଦ୍ରର ସାହସ ନାହିଁ।

ସେ ପୁଣି କହିଛନ୍ତି, ମୁଁ ଆଶ୍ଚର୍ଯ୍ୟ ହେଉଛି ଇସ୍ରାଏଲରେ ଯାହା ଘଟୁଛି ସେଥିପାଇଁ ମୋଦି ସରକାର ବହୁତ ଆଗ୍ରହ ଦେଖାଉଛନ୍ତି କିନ୍ତୁ ମଣିପୁର ଉପରେ ତାଙ୍କର ଆଦୌ ଧ୍ୟାନ ନାହିଁ। ରାଜ୍ୟରେ ଲୋକଙ୍କୁ ହତ୍ୟା କରାଯାଉଛି, ମହିଳା ଏବଂ ଶିଶୁମାନଙ୍କୁ ମାଡ ଦିଆଯାଉଛି ଏବଂ ନିର୍ଯାତନା ଦିଆଯାଉଛି। ମାତ୍ର ପ୍ରଧାନମନ୍ତ୍ରୀ ରାଜ୍ୟ ଗସ୍ତ କରିବାକୁ ଉଚିତ ମନେ କରୁ ନାହାନ୍ତି। ଏହାର ଜବାବ ଆଗାମୀ ଦିନରେ ଭୋଟର ହିଁ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଟିଆ ମହିଳାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ କରି ବନ୍ଧାହେଲେ ଘରମାଲିକ

କେନ୍ଦୁଝର,୧୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ ଅଭିଯୋଗରେ ଘର ମାଲିକଙ୍କୁ ଗିରଫ କରିଛି। ଅଭିଯୁକ୍ତ ପୁରୀ ଜିଲା ତାଳବଣିଆ…

ଭାରତର ଗୁରୁତ୍ୱକୁ ଅନୁଭବ କରୁଛି ବାଂଲାଦେଶ, ଏବେ କରୁଛି ଏମିତି ଚିନ୍ତା

ଢାକା,୧୧।୫: ବାଂଲାଦେଶ ଏବେ ଭାରତ ସହିତ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ଚାହୁଁଛି। ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ଜଣେ ବରିଷ୍ଠ ପରାମର୍ଶଦାତାଙ୍କ ପକ୍ଷରୁ ଏ ସମ୍ପର୍କରେ ଏକ ବିବୃତ୍ତି ପ୍ରକାଶ…

ପଡ଼ୋଶୀଙ୍କ କୋଦାଳ ଆଉ ଶାବଳମାଡ଼ରେ ମହିଳାଙ୍କ ଜୀବନ ଗଲା

ଖଇରା,୧୧ା୫(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ହରିପୁର ଗ୍ରାମରେ ଘର ତିଆରି ପାଇଁ ସେଣ୍ଟରିଂ ବେଳେ ଅଭାବନୀୟ ଘଟଣା ଘଟି ଯାଇଛି। ସୀମା ବିବାଦକୁ…

ମୋଦିଙ୍କ ବଡ଼ ଉପଦେଶ, କହିଲେ ଘରୁ ରହି କାମ କରିବାକୁ…

ନୂଆଦିଲ୍ଲୀ,୧୧।୫:  ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ବିଶ୍ୱ ବଜାରରେ ତୈଳ ସଙ୍କଟ ଦେଖାଦେଇଥିବାବେଳେ ଭାରତରେ ପେଟ୍ରୋଲ ଓ ଡିଜେଲ ଦର ବଢ଼ିବା ଆଶଙ୍କା କରାଯାଉଛି। ପଶ୍ଚିମ ଏସିଆ ସଙ୍କଟ…

ଗୋଡ଼ାଇ ଗୋଡ଼ାଇ ଯୁବକଙ୍କୁ ହତ୍ୟା କଲେ ଖଣି ମାଫିଆ, ଶରୀରର ଅନେକ ସ୍ଥାନରେ ରହିଛି…

ନୟାଗଡ଼,୧୧ା୫(ଲୋକନାଥ ମିଶ୍ର): ମାଙ୍କଡ଼ାପଥର ଚୋରାଚାଲାଣକୁ ବିରୋଧ କରିବାରୁ ରବିବାର ବିଳମ୍ବିତ ରାତିରେ ଓଡ଼ଗାଁ ବିଜୟ ମଣ୍ଡପସାହିର ଅଜିତ ସାହୁ(୩୫)ଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଛନ୍ତି ମାଫିଆ। ଏହି…

ଆମେରିକାକୁ କଡ଼ା ଜବାବ ଦେଲା ଇରାନ!

ତେହରାନ,୧୧।୫: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଉଥିବା ପରି ମନେ ହେଉଛି। ଗୋଟିଏ ପଟେ, ଆମେରିକା ସମାଧାନ ପାଇଁ ଚାପ ପ୍ରୟୋଗ…

ରାହୁଲଙ୍କୁ ମହଙ୍ଗା ପଡ଼ିଲା ଥାଲାପତିଙ୍କ ସହ ଇନଷ୍ଟା ରିଲ ଶେୟାର କରିବା

ନୂଆଦିଲ୍ଲୀ,୧୧।୫: ତାମିଲନାଡୁରେ ବିଜୟ ଥାଲାପତିଙ୍କ ଶପଥ ଗ୍ରହଣ ସମାରୋହ ସମୟରେ, ଟିଭିକେ ମୁଖ୍ୟ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ସହ ମଞ୍ଚ ଉପରେ ଏକ ରିଲ…

ସ୍ତ୍ରୀଙ୍କ ହାତ ଗୋଡ଼ ବାନ୍ଧି ମାରିବା ପାଇଁ ସ୍ବାମୀଙ୍କ ଉଦ୍ୟମ, ଜ୍ୱାଇଁଙ୍କୁ ମାଡ଼ ମାରି ଶ୍ୱଶୁର ଘର ଲୋକେ…

ମହାକାଳପଡ଼ା,୧୧ା୫ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ସ୍ଥାନୀୟ ଖରିନାଶୀ ଗ୍ରାମର ମନୋରଞ୍ଜନ ଗିରି ୧୪ ବର୍ଷ ପୂର୍ବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri