Posted inଜାତୀୟ

ପୋଲିଓ ବୁନ୍ଦା ବଦଳରେ ୧୨ ଶିଶୁଙ୍କ ପାଟିରେ ଦିଆଗଲା ସାନିଟାଇଜର

ୟାଭଟାମାଲ,୨।୨: ମହାରାଷ୍ଟ୍ରର ୟାଭଟାମାଲ ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ୫ ବର୍ଷରୁ କମ୍‌ ବୟସ୍କ ୧୨ ଜଣ ଶିଶୁଙ୍କୁ ପୋଲିଓ ବୁନ୍ଦା ବଦଳରେ ଭୁଲ୍‌ରେ ସାନିଟାଇଜର ଖାଇବାକୁ ଦିଆଯାଇଛି। ସାନିଟାଇଜର ଖାଇବା ପରେ ଶିଶୁମାନେ ଅସୁସ୍ଥ ହେବା ସହିତ ବାନ୍ତି କରିଥିଲେ। ଏନେଇ ସମ୍ପୃକ୍ତ ଡାକ୍ତର, ସ୍ବାସ୍ଥ୍ୟକର୍ମୀ ଏବଂ ଆଶାକର୍ମୀଙ୍କୁ ନିଲମ୍ବିତ କରାଯାଇଛି। ଏସମ୍ପର୍କରେ ଜିଲା ପରିଷଦ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀକ୍ରିଷ୍ଣ ପାଞ୍ଚାଲ ସୂଚନା ଦେଇଛନ୍ତି। ଘଟଣାର ତଦନ୍ତ ଜାରି ରହିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପବନରେ ବ୍ୟାପୁଛି ‘ମଙ୍କିପକ୍ସ’ ଭାଇରସ!

ନୂଆଦିଲ୍ଲୀ,୯।୬: ଦେଶରେ ଏବେ ଚିନ୍ତା ବଢାଉଛି ‘ମଙ୍କିପକ୍ସ’ ଭାଇରସ। ପ୍ରାୟ ୨୯ ଦେଶର ୧୦୦୦ରୁ ଅଧିକ ଲୋକ ଏଥିରେ ସଂକ୍ରମିତ ହୋଇ ସାରିଲେଣି। ଏ ନେଇ...

ଲୋକଙ୍କ ଭିଡ଼କୁ ଦେଖି ଚିନ୍ତା ପ୍ରକଟ କଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୧୦।୬: ଦେଶରେ କରୋନା ଭାଇରସ୍‌ର ସବୁଠାରୁ ଅଧିକ ପ୍ରଭାବ ମହାରାଷ୍ଟ୍ରରେ ପଡ଼ିଛି। ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ରାଜ୍ୟରେ...

୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣକୁ ପୂରଣ ହେଲା ୧୩ ବର୍ଷ, ଗେଟୱେ ଅଫ୍ ଇଣ୍ଡିଆରେ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୨୬ ।୧୧: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ୨୦୦୮ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ୧୩ ବର୍ଷ ପୂରଣ ହୋଇଛି । ଏହି ଆକ୍ରମଣକୁ ଭାରତ ଇତିହାସର ସବୁଠାର...

ବାଚସ୍ପତିଙ୍କ ଗାଇଡ୍‌ କି ମେଣ୍ଟର୍‌ ନୁହନ୍ତି ରାଜ୍ୟପାଳ

ନୂଆଦିଲ୍ଲୀ,୨୦ା୭(ପି.ଟି.): କର୍ନାଟକରେ ରାଜନୈତିକ ସଙ୍କଟ ସୃଷ୍ଟି ହୋଇଥିବାବେଳେ ରାଜ୍ୟପାଳ ଭଜୁଭାଇ ଭାଲା ସଂଖ୍ୟାଗରିଷ୍ଠତାର ପ୍ରମାଣ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀଙ୍କୁ ଦୁଇଥର ମହଲତ୍‌ ଦେଇସାରିଲେଣି।...

ଡ୍ରଗ୍ସ୍‌ ଚୋରା ଚାଲାଣକୁ ରୋକିବ ସିମ୍ସ୍‌, ୨୬ ଦେଶ ସହିତ ବୁଝାମଣା…

ନୂଆଦିଲ୍ଲୀ,୪।୧୦: ଆଫଗାନିସ୍ତାନରେ ତାଲିବାନ୍‌ର କ୍ଷମତା ଦଖଲ ପରେ ଭାରତ ସରକାରଙ୍କ ପକ୍ଷରୁ ସୀମା ପାର୍‌ ଡ୍ରଗ୍ସ୍‌ ଚୋରା ଚାଲାଣ ପାଇଁ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ...

ଜଉମୁଦ ଲଫାପା ରିପୋର୍ଟକୁ ସିଜେଆଇଙ୍କ ଅଗ୍ରାହ୍ୟ

ନୂଆଦିଲ୍ଲୀ, ୨୧ା୩(ପି.ଟି.): ଅବସରପ୍ରାପ୍ତ ସେନା କର୍ମଚାରୀମାନଙ୍କ ଓ୍ବାନ୍‌ ର଼୍ୟାଙ୍କ୍‌ ଓ୍ବାନ୍‌ ପେନ୍‌ସନ(ଓଆର୍‌ଓପି)ର ବକେୟା ପ୍ରାପ୍ୟ ପୈଠ କରିବା ଲାଗି ସର୍ବୋଚ୍ଚ ଅଦାଲତ ପୂର୍ବରୁ ଦେଇଥିବା ରାୟକୁ...

ମୋଦି ସରକାରଙ୍କୁ ସୋନିଆଙ୍କ ଟାର୍ଗେଟ:ଆତଙ୍କର ପରିବେଶ ସୃଷ୍ଟି କରି ନ ଥିଲେ ରାଜୀବ

ନୂଆଦିଲ୍ଲୀ,୨୩ା୮(ପି.ଟି.):୧୯୮୪ ନିର୍ବାଚନରେ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ ବୃହତ୍‌ ଜନାଦେଶ ପାଇ କ୍ଷମତାସୀନ ହୋଇଥିଲେ। ହେଲେ ସେ ତାକୁ ନେଇ କେବେ ଆତଙ୍କର ପରିବେଶ ସୃଷ୍ଟି...

ହରିଆଣାରେ ‘ମେକ୍‌ ଇଣ୍ଡିଆ ନମ୍ବର ଓ୍ବାନ’ ଅଭିଯାନ ଆରମ୍ଭ କରିବେ କେଜ୍‌ରିଓ୍ବାଲ

ଚଣ୍ଡିଗଡ଼,୬।୯: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଏଏପି ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ ବୁଧବାର ହରିଆଣାରୁ ‘ମେକ ଇଣ୍ଡିଆ ନମ୍ବର ୱାନ’ ଅଭିଯାନ ଆରମ୍ଭ କରିବେ। ଏହି ଅବସରରେ...

Advertisement
Archives

Model This Week