ସୁଶାନ୍ତଙ୍କ ବଦଳରେ ୨୦୦ କିଲୋର ବସ୍ତା ଝୁଲିବ ସିଲିଂ ଫ୍ୟାନ୍‌ରେ…

ମୁମ୍ବାଇ, ୨୫।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାର ଯାଞ୍ଚ୍‌ ସିବିଆଇ ହାତକୁ ଯାଇଛି। ଏବେ ସିବିଆଇର ୪ ଜଣିଆ ଟିମ୍‌ ପ୍ରତିଟି ଦିଗକୁ ତନ୍ନତନ୍ନ କରି ଯାଞ୍ଚ୍‌ କରିବେ। ସେଥିପାଇଁ ଆତ୍ମହତ୍ୟାର ସିନ୍‌ ରିକ୍ରିଏଟ୍‌ କରାଯିବ। ସୁଶାନ୍ତଙ୍କ ବଦଳରେ ୨୦୦ କିଲୋର ବସ୍ତାକୁ ସିଲିଂ ପ୍ୟାନ୍‌ରେ ଝୁଲାଯାଇ ତଦନ୍ତ ଆରମ୍ଭ ହେବ ବୋଲି କୁହା ଯାଉଛି। ବସ୍ତା ଡମି ଭାବେ ଫ୍ୟାନ୍‌ରେ ଝୁଲାଯାଇ ପାରିପାର୍ଶ୍ୱିକ ସ୍ଥିତିର ଯାଞ୍ଚ୍‌ ପୁଣି ମୂଳରୁ ଆରମ୍ଭ ହେବ। ଇତିମଧ୍ୟରେ ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ୍‌ ରିଆ ଚକ୍ରବର୍ତ୍ତୀଙ୍କ ସମେତ ଅନ୍ୟମାନଙ୍କୁ ପଚରାଉଚରା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭେଣ୍ଟିଲେଟରରେ କଲ୍ୟାଣ ସିଂ: ଦିଲ୍ଲୀରୁ ସିଧା ହସ୍ପିଟାଲ ପହଞ୍ଚିଲେ ଯୋଗୀ

ଲକ୍ଷ୍ନୌ,୨୦ ।୮: ପୁଣିଥରେ ବିଗିଡି ଯାଇଛି ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂଙ୍କ ସ୍ୱାସ୍ଥ୍ୟାବସ୍ଥା । ଶୁକ୍ରବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପିଜିଆଇରେ ଭର୍ତ୍ତି ଥିବା ଶ୍ରୀ...

ଦିଲ୍ଲୀରୁ ପଞ୍ଜାବ ସବୁଠି ପ୍ରଦର୍ଶନ: ଟ୍ରାକ୍ଟରରେ ନିଆଁ ଲଗାଇଲେ ଅନ୍ନଦାତା

ନୂଆଦିଲ୍ଲୀ, ୨୮।୯: କେନ୍ଦ୍ର ସରକାରଙ୍କ ପକ୍ଷରୁ ଅଣାଯାଇଥିବା ସଂଶୋଧିତ କୃଷି ଆଇନକୁ ଅନ୍ନଦାତାମାନେ ବିରୋଧ କରିଛନ୍ତି। ଦିଲ୍ଲୀରୁ ଆରମ୍ଭ କରି ପଞ୍ଜାବ ପର୍ଯ୍ୟନ୍ତ କୃଷକମାନେ ବିକ୍ଷୋଭ...

କଂଗ୍ରେସ ନେତା ମଲ୍ଲିକାର୍ଜୁନଙ୍କୁ ଇଡିର ପଚରାଉଚରା

ନୂଆଦିଲ୍ଲୀ,୧୧।୪: ନ୍ୟାଶନାଲ ହେରାଲ୍ଡ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) କଂଗ୍ରେସର ବରିଷ୍ଠ ନେତା ମଲ୍ଲିକାର୍ଜୁନ ଖଡଗେଙ୍କୁ ସୋମବାର ପଚରାଉଚରା କରୁଛି। ପୂର୍ବରୁ ଇଡି ତାଙ୍କୁ ପଚରାଉଚରା...

ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କୁ ଆଓ୍ବାର୍ଡ ଶୋ’ରୁ କରାଯାଇଥିଲା ବହିଷ୍କାର

ବଲିଉଡ୍‌ ଅଭିନେତ୍ରୀ ସନି ଲିଓନି ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ଅନ୍ତର୍ଜାତୀୟ ମହିଳା ଦିବସରେ ସନ୍ନି ଲିଓନ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ସେ...

ଟେକା ମାଡ଼ରେ ଭାଜପା ପ୍ରାର୍ଥୀ ଗୁରୁତର

ଚଣ୍ଡିଗଡ଼,୧୫।୨: ପୂର୍ବତନ ପ୍ରଶାସନିକ ଅଧିକାରୀ ତଥା ପଞ୍ଜାବ ଗିଲ୍‌ ନିର୍ବାଚନ ମଣ୍ଡଳୀର ଭାଜପା ପ୍ରାର୍ଥୀ ସୁଚାରାମ ଲାଧାରଙ୍କ କାରକୁ କିଛି ଦୁର୍ବୃତ୍ତ ଆକ୍ରମଣ କରିଛନ୍ତି। ଫଳରେ...

ଅଧିକ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ନେଇ କୋର୍ଟର ଦ୍ୱାରସ୍ଥ ହେଲେ ନିର୍ଭୟା ମାମଲାର ଦୋଷୀ

ନୂଆଦିଲ୍ଲୀ,୨୦।୨: ଫାଶୀ ଦଣ୍ଡାଦେଶକୁ ଏଡେଇବାକୁ ଯାଇ ନିର୍ଭୟା ଗଣବଳାତ୍କାର ମାମଲାର ଦୋଷୀ ଗୋଟିଏ ପରେ ଗୋଟିଏ ଉପାୟ ଚିନ୍ତା କରୁଛନ୍ତି। ଏହି ମାମଲାର ଦୋଷୀ ବିନୟ...

ମହାରାଷ୍ଟ୍ରରେ ଖୋଲିଲା ସିନେମା ହଲ୍‌: ଦର୍ଶକେ ଦେଖିବେ ଡିଡିଏଲ୍‌

ମୁମ୍ବାଇ,୬ ।୧୧: କରୋନା ମହାମାରୀ କାରଣରୁ ପ୍ରାୟ ସାରା ଦେଶରେ ସିନେମା ହଲ୍ ବନ୍ଦ ଥିବା ବେଳେ ଏବେ କିଛି କିଛି ରାଜ୍ୟରେ ଏହା ଖୋଲୁଥିବା...

ଆନ୍ଦୋଳନ ନାଁରେ ଦେଶର ଭିତ୍ତିଭୂମି ନଷ୍ଟ କରିବା ଜାତୀୟ ଦାୟିତ୍ୱ ନୁହେଁ: ମୋଦି

ପ୍ରୟାଗରାଜ,୨୯ ।୧୨: ମାଲଗାଡ଼ି ଚଳାଚଳ ପାଇଁ ତିଆରି ହୋଇଥିବା ଇଷ୍ଟର୍ଣ୍ଣ ଡେଡିକେଟେଡ ଫ୍ରେଟ କରିଡର(ଇଡିଏଫ୍‌ସି)ର ପ୍ରୟାଗରାଜ ସ୍ଥିତ କଣ୍ଟ୍ରୋଲ ରୁମ ଓ ଲୁଧିଆନାରୁ ପଶ୍ଚିମବଙ୍ଗ ସ୍ଥିତ...

Advertisement
Archives

Model This Week