ତୁରନ୍ତ ବିଦ୍ୟୁତ୍‌ ସମସ୍ୟାର ସମାଧାନ କରିବାକୁ ନିର୍ଦ୍ଦେଶ

ବରଗଡ଼ ଅଫିସ,୧୧।୬: ବରଗଡ଼ ସହରରେ ବାରମ୍ବାର ବିଦ୍ୟୁତ୍‌ ସେବା ବ୍ୟାହତ ହେଉଛି। ବରଗଡ଼ ୱାର୍ଡ ନଂ-୧ ନିଗମାନନ୍ଦ ବିହାର ପଡ଼ାବାସୀ ବିଦ୍ୟୁତ୍‌ ସମସ୍ୟା ନେଇ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।

ପଡାର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଆଉ ଏକ ଟ୍ରାନ୍ସଫର୍ମର ବସାଇବା ଓ ସମସ୍ତ ପୁରୁଣା କେବୁଲ ପରିବର୍ତ୍ତନ କରି ନୂତନ କେବୁଲ ଟାଣିବା ପାଇଁ ନିଗମାନନ୍ଦ ବିହାର ଉନ୍ନୟନ କମିଟି ଦାବି ଜଣାଇଥିଲା। ବିଧାୟକ ପଡ଼ାବାସୀଙ୍କ ସମସ୍ୟାକୁ ହୃଦୟଙ୍ଗମ କରି ବିଦ୍ୟୁତ୍‌ ବିଭାଗ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ତୁରନ୍ତ କେବୁଲ ପରିବର୍ତ୍ତନ ସହିତ ଏକ ନୂତନ ଟ୍ରାନ୍ସଫର୍ମର ସ୍ଥାପନ ପାଇଁ ବିହିତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଉନ୍ନୟନ କମିଟିର ସମ୍ପାଦକ ଟିକେଲାଲ ନାଏକ, ବରିଷ୍ଠ ସଦସ୍ୟ ବାଙ୍କବିହାରୀ ସାହୁଙ୍କ ସମେତ ବହୁ ପଡ଼ାବାସୀ ଦାବିପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମେଘାନ ଓ ପିଲାଙ୍କ ସହ ବ୍ରିଟେନ ଫେରିବେ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୨୧।୮: ପ୍ରିନ୍ସ ହ୍ୟାରୀ ଏବଂ ତାଙ୍କ ପତ୍ନୀ ମେଘାନ ମାର୍କେଲ ଚଳିତ ମାସ ଶେଷ ଆଡ଼କୁ ସେମାନଙ୍କ ଦୁଇ ସନ୍ତାନଙ୍କ ସହ ବ୍ରିଟେନକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି।…

କିମ୍ସ ଡାକ୍ତରଙ୍କୁ ବଡ଼ ସଫଳତା: ୧୦ ମାସ ଶିଶୁର ଖାଦ୍ୟ ନଳୀରୁ ବାହାରିଲା ପିନ୍‌

ଭୁବନେଶ୍ୱର, ୨୧ା୮:ରାଉରକେଲାର ଜଣେ ୧୦ ମାସର ଶିଶୁ ଭୁଲ୍‌ବଶତଃ ଏକ ଧାତବ ପିନ୍‌ ଗିଳିଦେବା ପରେ ତାହା ଖାଦ୍ୟନଳୀରେ ଅଟକିଯାଇଥିଲା। ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଡାକ୍ତରମାନେ ଆଡ୍‌ଭାନ୍ସ…

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଥୁଆମୂଳ ରାମପୁରରେ ‘ୟୁଭିଏ’ର ସୌଜନ୍ୟମୂଳକ ସାକ୍ଷାତ: ଜେଏମ୍ଏଫ୍ସି ବିଚାରପତିଙ୍କ ସହ ସାମାଜିକ-ଆଇନଗତ ସମସ୍ୟା ଉପରେ…

ଥୁଆମୂଳ ରାମପୁର,୨୦।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଶିକ୍ଷାର ବିକାଶ, ସ୍କୁଲ ଡ୍ରପଆଉଟ୍ ସମସ୍ୟା, ସାମାଜିକ କୁସଂସ୍କାର ଏବଂ ସାଧାରଣ ଲୋକଙ୍କ ନିଶୁଳ୍କ ଆଇନଗତ…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri