Posted inଜାତୀୟ

ଗଣମାଧ୍ୟମରେ ନିଜର ମତ ନ ରଖିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ୧୬।୪: ଗ୍ୟାଙ୍ଗଷ୍ଟର ଅତିକ ଅହମ୍ମଦ ଓ ତାଙ୍କ ଭାଇ ଅଶରଫଙ୍କ ହତ୍ୟା ନେଇ ରାଜନୈତିକ ମହଲରେ ହଟଚମଟ ଦେଖିବାକୁ ମିଳିଛି। ସବୁଆଡୁ ଲଗାତାର ବୟାନବାଜି ଚାଲୁ ରହିଛି। ସୂଚନାନୁୟାୟୀ, ଭାଜପା ହାଇକମାଣ୍ଡ ନିଜ ଦଳୀୟ ନେତାଙ୍କ ବୟାନରେ ଅସନ୍ତୁଷ୍ଟ ଅଛନ୍ତି। ୟୁପରି ଜଳଶକ୍ତି ମନ୍ତ୍ରୀ ସ୍ବତନ୍ତ୍ର ଦେବ ସିଂହଙ୍କ ଟୁଇଟ୍‌ ଏବଂ ସୁରେଶ ଖାନ୍ନାଙ୍କ ବୟାନରେ ଭାଜପା ହାଇକମାଣ୍ଡ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏଥଲାଗି ସବୁ ନେତାଙ୍କୁ ଗଣମାଧ୍ୟମରେ ନିଜର ମତ ନ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ପୂର୍ବରୁ ବୋତୋସ୍ବାନାରୁ ଆସିବେ ଚିତା

ନୂଆଦିଲ୍ଲୀ,୮|୨(ପି.ଟି.): ବୋତୋସ୍ବାନାରୁ ପ୍ରଥମ ପର୍ଯ୍ୟାୟରେ କେତେକ ଚିତାବାଘ ଚଳିତ ମାସ ଶେଷ ସୁଦ୍ଧା ଭାରତରେ ଆସି ପହଞ୍ଚତ୍ବେ ବୋଲି ଆଶା କରାଯାଉଥିବା କେନ୍ଦ୍ର ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ନବୀନଙ୍କ ନାଁରେ ସାଂଘାତିକ ଅଭିଯୋଗ: ନିଦରୁ ଉଠି ପ୍ରଳାପ କରୁଛନ୍ତି…

ଭୁବନେଶ୍ୱର,୭।୨: ବିରୋଧୀଦଳ ନେତା ନବୀନଙ୍କୁ AG ପୀତାମ୍ବର ଆଚାର୍ଯ୍ୟ କଡ଼ା କାଉଣ୍ଟର କରିଛନ୍ତି। ‘ଏକ୍ସ’ରେ ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ନବୀନଙ୍କ ମନ୍ତବ୍ୟକୁ ନେଇ କଡ଼ା ଜବାବ…

ହୀରାରୁ ଆରମ୍ଭ କରି ଔଷଧ ପର୍ଯ୍ୟନ୍ତ, କେଉଁ ଜିନିଷ ଉପରେ ଲାଗିବ ଜିରୋ ଟାରିଫ(Zero Tariff)? ପୀୟୁଷ ଗୋୟଲ କହିଲେ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୭।୨: ଶନିବାର (ଫେବୃଆରୀ ୭) ଭାରତ ଏବଂ ଆମେରିକା ମଧ୍ୟରେ ହୋଇଥିବା ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମା ପରେ, କେନ୍ଦ୍ର ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ…

କଂଗ୍ରେସ ଛାଡିବାରୁ ଚମକିଲା ଭାଗ୍ୟ! ୪୦ ବର୍ଷ ପରେ ଭାଜପାକୁ ମିଳିବ ମେୟର ପଦ, ଋତୁ ହେବେ BMC ମେୟର

ମୁମ୍ବାଇ,୭।୨: BMC ନିର୍ବାଚନରେ ବିଜୟ ପରେ, ମେୟର ନିର୍ବାଚନକୁ ନେଇ ସସପେନ୍ସ ଶେଷ ହୋଇଛି। ଭାଜପାର ଋତୁ ତାୱଡେ ମୁମ୍ବାଇର ମେୟର ହେବେ, ସେହିପରି ଶିବସେନାର ସଞ୍ଜୟ…

କମାଲ କଲେ ବୈଜ୍ଞାନିକ, ମାଟିରେ ନୁହେଁ ପବନରେ ଫଳିଲା ଆଳୁ

ନୂଆଦିଲ୍ଲୀ,୭।୨:  ଗ୍ୱାଲିୟରର ରାଜମାତା ବିଜୟା ରାଜେ ସିନ୍ଧିଆ କୃଷି ବିଶ୍ୱବିଦ୍ୟାଳୟରେ, କୃଷି ବୈଜ୍ଞାନିକମାନେ ଏରୋପୋନିକ୍ସ ପଦ୍ଧତି ବ୍ୟବହାର କରି ଆଳୁ ବିହନ ଚାଷ କରୁଛନ୍ତି । ଏହି ଗଛଗୁଡ଼ିକୁ…

ମାଲେସିଆ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି: ଯିବା ପୂର୍ବରୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୭।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦୁଇ ଦିନିଆ ମାଲେସିଆ ଗସ୍ତ ଗସ୍ତରେ ଯାଇଛନ୍ତି। ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ, ଭାରତ ଏବେ ପ୍ରତିରକ୍ଷା,…

ଆଉ ନିର୍ବାଚନ ଲଢ଼ିବେନି ଖଣି ମନ୍ତ୍ରୀ, କହିଲେ ଯୁବ ବର୍ଗଙ୍କ ପାଇଁ ବାଟ ଛାଡ଼ିବେ

ଭୁବନେଶ୍ବର,୭।୨: ଖଣି ମନ୍ତ୍ରୀ ବିଭୂତି ଜେନା ବଡ଼ ନିଷ୍ପତ୍ତି ନେଇଛନ୍ତି । ସେ ଆଉ ନିର୍ବାଚନ ଲଢ଼ିବେନି ବୋଲି ଏକ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri