ଡାକ୍ତରମାନେ ସ୍ପଷ୍ଟ ହସ୍ତାକ୍ଷରରେ ଚିଠା ଲେଖିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୧୨।୧(ଅସମାପିକା ସାହୁ): ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ତତ୍ପର ହୋଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ଡାକ୍ତରମାନଙ୍କୁ ପରିଷ୍କାର ଅକ୍ଷରରେ ଲେଖିବାକୁ ବିଭାଗ ନିର୍ଦ୍ଦେଶ ଦେଇଛି। ଏନେଇ ରାଜ୍ୟ ପରିବାର ଓ ସ୍ବାସ୍ଥ୍ୟ କଲ୍ୟାଣ ବିଭାଗ ଅର୍ଡର ଜାରି କରିଛି। ଡାକ୍ତରୀ ଚିଠା, ଶବ ବ୍ୟବଚ୍ଛେଦ ରିପୋର୍ଟ ପ୍ରାଞ୍ଜଳ ଭାବେ କ୍ୟାପିଟାଲ ଲେଟର, ଟାଇପ କିମ୍ବା ଗୋଲ ଅକ୍ଷରରେ ଲେଖିବାକୁ କୁହାଯାଇଛି। ଲେଖା ଏମିତି ହେବା ଦରକାର ଯେମିତି କିଛି ସମସ୍ୟା ନ ହେବ। ରାଜ୍ୟର ସମସ୍ତ ମେଡିକାଲ ସେଣ୍ଟର, ଘରୋଇ କ୍ଲିନିକ, ମେଡିକାଲ କଲେଜ ଓ ହସ୍ପିଟାଲ ପାଇଁ ଏହି ନିର୍ଦ୍ଦେଶନାମା ଜାରି କରିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୩ା୯:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍‌ ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ…

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?