Posted inଜାତୀୟ

ରାହୁଲଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ : ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ…

ଜମ୍ମୁ,୨୧ା୯: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରତି ଭାଜପା ଏବଂ ଆର୍‌ଏସ୍‌ଏସ୍‌ର ନେତାମାନେ ଅପମାନଜନକ ମନ୍ତବ୍ୟ ଦେଉଛନ୍ତି। ତାଙ୍କୁ ଧମକ ଦିଆଯାଉଛି। ଏହା ବିରୋଧରେ କଂଗ୍ରେସ ଆନ୍ଦୋଳନକୁ ଓହ୍ଲାଇବ ବୋଲି ଦଳ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଶନିବାର କହିଛନ୍ତି।

ରାହୁଲଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ ଦେଉଥିବା ଭାଜପା ନେତାମାନଙ୍କ ବିରୋଧରେ ପ୍ରଧାନମନ୍ତ୍ରୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାରେ ବିଫଳ ହୋଇଛନ୍ତି। ରାହୁଲ ସତ କହିବାରୁ ତାଙ୍କ ଜିଭ କାଟିଦେବାକୁ ଏବଂ ତାଙ୍କୁ ଜେଜେମା’ ଇନ୍ଦିରା ଗାନ୍ଧୀଙ୍କ ଦଶା ଭୋଗିବାକୁ ପଡ଼ିବ ବୋଲି ଧମକ ଦିଆଯାଉଛି।

ଭାଜପା-ଆର୍‌ଏସ୍‌ଏସ୍‌ର ବିଷାକ୍ତ ମାନସିକତା ଦ୍ୱାରା କଂଗ୍ରେସ ଭୟଭୀତ ହୋଇଯିବ ନାହିଁ ବୋଲି ଖାର୍ଗେ ଜମ୍ମୁରେ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି। କଂଗ୍ରେସ ପ୍ରାର୍ଥୀମାନଙ୍କ ସପକ୍ଷରେ ପ୍ରଚାର ପାଇଁ ଜମ୍ମୁ ଯାଇଥିବା ଖାର୍ଗେ କହିଛନ୍ତି, ରାହୁଲଙ୍କୁ ଆତଙ୍କବାଦୀ ଏବଂ ଦେଶଦ୍ରୋହୀ କୁହାଯାଉଛି। ଏଭଳି ମନ୍ତବ୍ୟକୁ ପ୍ରଧାନମନ୍ତ୍ରୀ ପ୍ରୋତ୍ସାହିତ କରିବା ସହ ଉତ୍ତେଜନା ସୃଷ୍ଟିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବା ଖାର୍ଗେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri