ବୁଦ୍ଧିମତ୍ତା ଓ ନିଦ୍ରା

ଆମେ ପ୍ରତିଦିନ ଅତିକମ୍‌ରେ ୬-୭ ଘଣ୍ଟା ଶୋଇବା ଦରକାର। ହେଲେ କେତେକଙ୍କ କ୍ଷେତ୍ରରେ ଏଥିରେ ତାରତମ୍ୟ ପରିଲକ୍ଷିତ ହୋଇଥାଏ। ତେବେ ଯଦି ଜଣେ ବ୍ୟକ୍ତି ଆବଶ୍ୟକ ମୁତାବକ ନିଦ୍ରା ଯାଆନ୍ତି ତା’ହେଲେ ତାଙ୍କର ବୁଦ୍ଧିମତ୍ତା ପୂର୍ବାପେକ୍ଷା ପ୍ରଖର ହୋଇଥାଏ ବୋଲି ଏକ ସଦ୍ୟତମ ଗବେଷଣାରୁ ଜଣାପଡିଛି। ନିକଟରେ ‘ବୁଦ୍ଧିମତ୍ତା ଓ ନିଦ୍ରା’ ଶୀର୍ଷକ ବିଷୟକୁ ନେଇ କାଲିଫର୍ନିଆ ୟୁନିଭର୍ସିଟିର ବିଶେଷଜ୍ଞମାନେ ଏକ ସର୍ଭେ କରିଥିଲେ। ଏହାର ପରିସରଭୁକ୍ତ ବ୍ୟକ୍ତିମାନଙ୍କ ମଧ୍ୟରୁ ଯେଉଁମାନେ ନିୟମିତ ଆବଶ୍ୟକ ମୁତାବକ ନିଦ୍ରା ଯାଉଥିଲେ ସେମାନଙ୍କ ମଧ୍ୟରୁ ଅଧିକାଂଶ ବ୍ୟକ୍ତିଙ୍କର ବୁଦ୍ଧିମତ୍ତା ପୂର୍ବାପେକ୍ଷା ପ୍ରଖର ହେଉଥିବାର ଜଣାପଡିଥିଲା। ତେବେ କେବଳ ଶୋଇବା ନୁହେଁ, ତା’ସହ ଖାଦ୍ୟପେୟ ପ୍ରତି ନଜର ଦେବା ଆବଶ୍ୟକ ବୋଲି ଉକ୍ତ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ: ଏହି ୫ଟି ରାଶିକୁ ଲାଗିପାରେ ବଡ଼ ଆର୍ଥିକ ଝଟ୍‌କା, ରହିବାକୁ ହେବ ସାବଧାନ!

ଜ୍ୟୋତିଷୀୟ ସଂଯୋଗ ଏବଂ ଗ୍ରହମାନଙ୍କ ଚଳନ ଯୋଗୁ ଅନେକ ରାଶିର ବ୍ୟକ୍ତିଙ୍କ ଜୀବନ ଉପରେ ଏହାର ବଡ଼ ପ୍ରଭାବ ପଡ଼ିବାକୁ ଯାଉଛି। ଏହି ଗ୍ରହ ସ୍ଥିତି ଯୋଗୁ…

ମସ୍ତିଷ୍କର ଭିନ୍ନ ଅଂଶରୁ ସୃଷ୍ଟି ହୁଏ ସ୍ବତଃସ୍ଫୂର୍ତ୍ତ, ଇଚ୍ଛାକୃତ ହସ

ନୂଆଦିଲ୍ଲୀ,୭।୭(ପି.ଟି.): ମଣିଷର ହସ ପଛରେ ଥିବା ରହସ୍ୟକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଆମର ସ୍ବତଃସ୍ଫୂର୍ତ୍ତ (ଆବେଗିକ) ଏବଂ ଇଚ୍ଛାକୃତ ହସ ପାଇଁ ମସ୍ତିଷ୍କର…

ଶନିଙ୍କ ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ଜୁଲାଇ ୨୦ରୁ ଚମକିବ ଏହି ରାଶିର ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ରାଶି ପରିବର୍ତ୍ତନ ସହିତ ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ସମାନ ଭାବରେ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ନକ୍ଷତ୍ରରେ ପରିବର୍ତ୍ତନ ଗ୍ରହ ପ୍ରଭାବରେ ସୂକ୍ଷ୍ମ କିନ୍ତୁ…

ମଦ ନିଶା ଛାଡ଼ିବାର ସରଳ ଚିକିତ୍ସା

କିଛି ବର୍ଷ ମଧ୍ୟରେ ମଦ ନିଶା ଏକ ଗମ୍ଭୀର ସମସ୍ୟାରେ ପରିଣତ ହୋଇଯାଇଛି। ମଦ ନିଶା ଯୋଗୁ ବ୍ୟକ୍ତିର ଶାରୀରିକ ଓ ମାନସିକ ସ୍ବାସ୍ଥ୍ୟ ଉପରେ ଖରାପ…

ରକ୍ତ ସଞ୍ଚାଳନକୁ ସକ୍ରିୟ କରେ ମହୁ, ଆହୁରି ଅନେକ ସମସ୍ୟା ଦୂର କରିବାରେ…

ମହୁରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ବିଶେଷଭାବରେ ଥଣ୍ଡା ସମସ୍ୟାରୁ ଉପଚାର ପାଇଁ ଏହା ବେଶ୍‌ ସହାୟକ ହୋଇଥାଏ। ତେବେ ଏଥିରେ ଏଭଳି ତତ୍ତ୍ୱ…

୪ ରାଶିଙ୍କ ଶୁଭ ସମୟ ଆରମ୍ଭ! ଚାକିରିରେ ଡବଲ ପ୍ରମୋସନ, ଅଜଣା ଲୋକ ଦେବେ ବଡ଼ ସରପ୍ରାଇଜ!

ନୂଆଦିଲ୍ଲୀ, ୫ା୭: ୧୯ ଜୁଲାଇରୁ ୪ ରାଶିଙ୍କ ଶୁଭ ସମୟ ଆରମ୍ଭ!ଚାକିରିରେ ଡବଲ ପ୍ରମୋସନ, ଅଜଣା ଲୋକ ଦେବେ ବଡ଼ ସରପ୍ରାଇଜ! ଦେବଗୁରୁ ବୃହସ୍ପତି ଜୁନ୍ ୧୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri