ଜୋରଦାର ଗାଡ଼ି ଚେକିଂ, ନ ମାନିଲେ…

ଭୁବନେଶ୍ୱର,୫।୨: ଫେବ୍ରୁଆରି ୧୦ରୁ ହେବ ବଡ଼ ଧରଣର ଧରପଗଡ଼। ଏନେଇ କମିଶନରେଟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ, ଗାଡ଼ି କାଚରେ କଳାଜରି, ଉଚ୍ଚ ଶବ୍ଦରେ ହର୍ଣ୍ଣ ଥିଲେ କଡ଼ା ଆକ୍ସନ ନିଆଯିବ।

ସେହିପରି କଟକ ଓ ଭୁବନେଶ୍ବରରେ ବ୍ୟାପକ ଚଢ଼ାଉ ହେବ। ୧୦ ପୂର୍ବରୁ ଏଥିରୁ ନିବୃତ୍ତ ରହିବାକୁ ପୋଲିସ ପରାମର୍ଶ ଦେଇଛି। ସେହପରି ଆଗ ଓ ପଛକାଚ ଦେଇ ଅତି କମରେ ୭୦% ଦେଖାଯିବା ଜରୁରୀ। ବାମ ଓ ଡାହାଣ ପାଶର୍‌ବ କାଚ ଦେଇ ଅତି କମରେ ୫୦% ଦେଖାଯିବା ଜରୁରୀ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ୪ ଦିନ ଝଡ଼ବର୍ଷା

ଭୁବନେଶ୍ୱର, ୧୫ା୩(ବନ୍ଦନା ସେଠୀ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଥିବାବେଳେ ଶନିବାର ୩ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଝାରସୁଗୁଡାରେ ସର୍ୱାଧିକ ତାପମାତ୍ରା…

ଆମେରିକା ଉପରେ ଭୟଙ୍କର ଆକ୍ରମଣ କଲା ଇରାନ, ସବୁ ଛାରଖାର…

ତେହରାନ୍‌/ଓ୍ୱାଶିଂଟନ୍‌,୧୫ା୩:(ଏ.ପି./ରଏଟର୍ସ) ମଧ୍ୟପ୍ରାଚ୍ୟ ଯୁଦ୍ଧ ଶନିବାର ତୃତୀୟ ସପ୍ତାହରେ ପ୍ରବେଶ କରିଥିବାବେଳେ ଇରାନ୍‌ର ମୁଖ୍ୟ ତୈଳ ରପ୍ତାନି କେନ୍ଦ୍ର ଖାର୍ଗ ଦ୍ୱୀପରେ ଆମେରିକା ଆକ୍ରମଣ କରିଛି। ‘କ୍ରାଉନ୍‌ ଜୁଏଲ୍‌’…

କୁଲଦୀପଙ୍କ ଦ୍ୱିତୀୟ ଇନିଂସ: ପିଲାଦିନର ବନ୍ଧୁ ବଂଶିକାଙ୍କ ସହ ବିବାହ ସମ୍ପନ୍ନ, ଧୁମ୍‌ ନାଚିଲେ…

ମସୁରୀ, ୧୪।୩: ଟିମ୍‌ ଇଣ୍ଡିଆର ଷ୍ଟାର୍‌ ସ୍ପିନର୍‌ କୁଲଦୀପ ଯାଦବଙ୍କ ପାଇଁ ମାର୍ଚ୍ଚ ୨୦୨୬ ସାରା ଜୀବନ ପାଇଁ ସ୍ମରଣୀୟ ହୋଇ ରହିବ। ଗତ ରବିବାର (୯…

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା! ଲିଗ୍‌ ଆରମ୍ଭର ୧୪ ଦିନ ପୂର୍ବରୁ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ, ୧୪।୩: ଆଇପିଏଲ ୨୦୨୬ ପାଇଁ ସମସ୍ତ ଦଳ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି। କେଉଁଠି ନୂଆ ଜର୍ସି ଲଞ୍ଚ ହେଉଛି ତ କେଉଁଠି ଖେଳାଳିମାନେ ଅଭ୍ୟାସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ LPG ସିଲିଣ୍ଡର, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ, ୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଦେଶରେ ଗ୍ୟାସ ଯୋଗାଣକୁ ନେଇ ସାଧାରଣ ଜନତାଙ୍କ ମଧ୍ୟରେ ଚିନ୍ତା ବଢ଼ିବାରେ…

ଭେଟିବାକୁ ଆସିଲେନି ପ୍ରେମିକ, ବୈତରଣୀ ପୋଲ ଉପରୁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ପୋଲିସ ପହଞ୍ଚି…

ପାଟଣା, ୧୪।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ନିକଟସ୍ଥ ବୈତରଣୀ ନଦୀ ପୋଲ ଉପରେ ଶନିବାର ଏକ ଚକିତ କଲାଭଳି ଘଟଣା…

ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଲେ ମାଓବାଦୀ ନେତ୍ରୀ ରାଣୀତା

ମାଲକାନଗିରି,୧୪ା୩(ସୁଚିତ୍ରା ଦାସ): ମାର୍ଚ୍ଚ ୩୧ ସୁଦ୍ଧା ମାଓବାଦୀ କାର୍ଯ୍ୟକଳାପରୁ ନିବୃତ୍ତ ହୋଇ ମୁଖ୍ୟସ୍ରୋତରେ ସାମିଲହେବାକୁ ସରକାର ମାଓବାଦୀମାନଙ୍କୁ ଆହ୍ବାନ ଦେଇଥିଲେ। ଏହି ସମୟସୀମା ମଧ୍ୟରେ ଆତ୍ମସମର୍ପଣ କରୁଥିବା…

IPL ଆରମ୍ଭ ପୂର୍ବରୁ ମହାଲଢ଼େଇ! RCBର କଟା ଘା’ରେ ଚୂନ ମାରିଲା KKR, କାବା ହେଲେ… 

ନୂଆଦିଲ୍ଲୀ,୧୪।୩: ଆଇପିଏଲ ୨୦୨୬ ସିଜନ ଆରମ୍ଭ ହେବାକୁ ମାତ୍ର ଦିନ କେଇଟା ବାକି। ନିକଟରେ ଟି-୨୦ ବିଶ୍ୱକପ ଶେଷ ହେବା ପରେ ଏବେ ପ୍ରଶଂସକ ଏହି ଟୁର୍ନାମେଣ୍ଟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri