ବାଲିଷ୍ଟିକ ମିଶାଇଲ ଅଗ୍ନି-୫ର ସଫଳ ପରୀକ୍ଷଣ, ୫ ହଜାର ୫୦୦ କି.ମି. ଦୂରରେ କରିବ ଲକ୍ଷ୍ୟଭେଦ

ବାଲେଶ୍ୱର ଅଫିସ,୧୫।୧୨: ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଗୁରୁବାର ସା ୫ଟା ୫୦ ମିନିଟ୍‌ ସମୟରେ ଧାମରା ଏପିଜେ ଅବୁଦୁଲ କଲାମ ଦ୍ୱୀପରୁ ବାଲିଷ୍ଟିକ ମିଶାଇଲ ଅଗ୍ନି-୫ର ସଫଳ ପରୀକ୍ଷଣ କରାଯାଇଛି । ଏହି ମିଶାଇଲକୁ ଡିଆରଡିଓ ପ୍ରସ୍ତୁତ କରିଛି। ଏହି ମିସାଇଲ ଏକା ସାଙ୍ଗରେ ଅନେକ ଯୁଦ୍ଧାସ୍ତ୍ର ନେବାରେ ସକ୍ଷମ ହେବ। ଏହାର ଲକ୍ଷ୍ୟଭେଦ କ୍ଷମତା ୫ହଜାର ୫ ଶହ କିଲୋମିଟର ଥିବାବେଳେ ୧ ହଜାର ୩୬୦ କିଲୋଗ୍ରାମର ଆଣବିକ ଯୁଦ୍ଧାସ୍ତ୍ର ବହନ କରିବାର କ୍ଷମତା ରହିଛି। ମିଶାଇଲର ଲମ୍ବ ୧୭.୫ ମିଟର,ଓଜନ ୫୦ ହଜାର କିଲୋଗ୍ରାମ ରହିଛି। ଅଗ୍ନି-୫ ଏକାଥରକେ ଅନେକ ଟାର୍ଗେଟକୁ ଲକ୍ଷ୍ୟଭେଦ କରିପାରିବ। ଏହାକୁ ଅତି ସହଜରେ ଓ ଅଳ୍ପ ସମୟରେ ମୁତୟନ କରାଯାଇପାରିବା ସହ ଘଣ୍ଟାପ୍ରତି ୨୯ ହଜାର ୪୦୧ କିଲୋମିଟର ବେଗରେ ଯାଇପାରିବ । ଅଗ୍ନି-୫ ମିଶାଇଲ ଭାରତର ପ୍ରଥମ ଓ ଏକମାତ୍ର ଆନ୍ତମହାଦେଶୀୟ ବାଲିଷ୍ଟିକ ମିସାଇଲ ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri