ଆନ୍ତଃ ଜିଲା ସିନ୍ଧି ଚୋର ଦଳ ଗିରଫ

ଆସିକା,୭ା୨(ଡି.ଏନ୍‌.ଏ.): ଆସିକା ପୋଲିସ ରବିବାର ଆନ୍ତଃଜିଲା ସିନ୍ଧି ଚୋର ଦଳର ୫ଜଣଙ୍କୁ ଗିରଫ କରିଛି ା ସେମାନେ ହେଲେ ଖୋର୍ଦ୍ଧା ଜିଲା ବାଣପୁର ଥାନା ଅନ୍ତର୍ଗତ ନାଚୁଣି ମୁଶାଖାଇ ଗ୍ରାମର ଗଣେଶ ଶିକାରୀ, ରାଶବ ଶିକାରୀ, ସଞ୍ଜୟ ଶିକାରୀ, ଆସିକା ଥାନା ବାବନପୁର ଗ୍ରାମର କେ. ରାହୁଲ ଏବଂ ନାଚୁଣୀ ଗ୍ରାମର ଜଣେ ସ୍ବର୍ଣ୍ଣକାର ଶିବପ୍ରସାଦ ନାୟକ ଅଛନ୍ତି ା ଅଭିଯୁକ୍ତଙ୍କ ନିକଟରୁ ୪ଶହ ଗ୍ରାମ ଓଜନର ବିଭିନ୍ନ ସୁନା ଅଳଙ୍କାର, ତରଳା ଯାଇଥିବା ସୁନା ଓ ୧ଲକ୍ଷ ଟଙ୍କା ଜବତ କରିଛି ା ଅଭିଯୁକ୍ତଙ୍କ ବିରୋଧରେ ଆସିକା, ହିିଞ୍ଜିଳି, ପାଟପୁର, ଗାଙ୍ଗପୁର ଥାନାରେ ୫ଟି ମାମଲା ,ବ୍ରହ୍ମପୁର ଥାନା ଇଲାକାରେ ୪ଟି ମାମଲା ରହିଥିବା ଆସିକା ଥାନାରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ଏସଡିପିଓ ଉମାଶଙ୍କର ସିଂ ଓ ଥାନାଧିକାରୀ ପ୍ରଶାନ୍ତ କୁମାର ସାହୁ ସୂଚନା ଦେଇଛନ୍ତି ା ଗିରଫ ଅଭିଯୁକ୍ତଙ୍କ ବିରୁଦ୍ଧରେ ପୋଲିସ ପକ୍ଷରୁ ଅଧିକ ତଦନ୍ତ ଲାଗି ଉଦ୍ୟମ ଜାରି ରହିଥିବା କୁହାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ମୁଖ୍ୟ ବଜାରରେ ବୋମାମାଡ଼ : ଭୁବନେଶ୍ୱରରୁ ବନ୍ଧା ହେଲେ ୫

ଚିକିଟି, ୪ା୪(ପ୍ରକାଶ ଚନ୍ଦ୍ର ସାହୁ ): ବ୍ରହ୍ମପୁର ପୋଲିସ ଜିଲା କେ. ନୂଆଗାଁ ଥାନା ଚିକିଟିପେଣ୍ଠ ମୁଖ୍ୟ ବଜାରରେ ଗତ ମଙ୍ଗଳବାର ରାତି ସାଢେ ୮ଟାରେ ହୋଇଥିବା…

ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri