ଜିଏସ୍‌ଟି ବିଳମ୍ବ ଦେୟରେ ସୁଧ ଲାଗିବ

ନୂଆଦିଲ୍ଲୀ,୨୭।୮: ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ବାବଦ ଦେୟ ବିଳମ୍ବରେ ପ୍ରଦାନ କ୍ଷେତ୍ରରେ ସୁଧ ଲାଗିବ ବୋଲି ସରକାର କହିଛନ୍ତି। ନେଟ୍‌ ଟିକସ ଦେୟ କ୍ଷେତ୍ରରେ ସେପ୍ଟେମ୍ବର ପହିଲାରୁ ଏଭଳି ବ୍ୟବସ୍ଥା ଲାଗୁ କରାଯିବ। ମୋଟ୍‌ ଟିକସ କ୍ଷେତ୍ରରେ ସୁଧ ଲାଗୁ ହେବା ନେଇ ଟିକସଦାତାମାନେ ଆଶଙ୍କା ପ୍ରକଟ କରିଥିଲେ। ଏହି ପ୍ରସଙ୍ଗରେ କେନ୍ଦ୍ରୀୟ ପରୋକ୍ଷ ଟିକସ ଏବଂ ସୀମା ଶୁଳ୍କ ବୋର୍ଡ ପକ୍ଷରୁ ସ୍ପଷ୍ଟୀକରଣ ପ୍ରଦାନ କରାଯିବ ସହ ନେଟ୍‌ ଟିକସରେ ସୁଧ ଲାଗୁ ହେବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…

ପକେଟ ଉପରେ ବଢ଼ିବ ବୋଝ! ଅଗଷ୍ଟରୁ ମହଙ୍ଗା ହେବ କାର୍‌, ଟିଭି, ଫ୍ରିଜ୍‌ ସହ…ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟରୁ ପର୍ବପର୍ବାଣୀ ଋତୁ ଆରମ୍ଭ ହେବା ସହିତ ମହଙ୍ଗା ମଧ୍ୟ ଆପଣଙ୍କୁ ଅପେକ୍ଷା କରିଛି। ସକାଳର ଚା’ଠାରୁ ଆରମ୍ଭ କରି କାର୍‌ ପର୍ଯ୍ୟନ୍ତ ଅଗଷ୍ଟରେ…

ଅପେକ୍ଷାର ଅନ୍ତ! ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ ନେଇ RBIକୁ ସରକାର କହିଲେ…

ନୂଆଦିଲ୍ଲୀ,୨୭।୭: ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ । କ୍ଷେତ୍ର ପରୀକ୍ଷଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦ୍ୱାରା…

ଅଗଷ୍ଟ ୧ରୁ ବଦଳିବ ଗ୍ୟାସ ସିଲିଣ୍ଡର ଦର! ମହଙ୍ଗା ହେବ କି ଶସ୍ତା ଜାଣନ୍ତୁ

ନୂଆଦିଲ୍ଲୀ, ୨୭।୭: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଯୋଗୁଁ ସାଧାରଣ ଜନତାଙ୍କୁ ମହଙ୍ଗା ମାଡ଼ର ସମ୍ମୁଖୀନ ହେବାକୁ ପଡିଥିଲା । ତେଲ, ଗ୍ୟାସ ଏବଂ ଅନେକ…

ବଦଳିଲା ଟୋଲ ନିୟମ: ହାଇୱେରେ ଯାତ୍ରା କରୁଥିବା ଲୋକଙ୍କ ଉପରେ କ’ଣ ପଡିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୭: ଯଦି ଆପଣ ପ୍ରାୟତଃ ଜାତୀୟ ରାଜପଥ (ନ୍ୟାଶନାଲ ହାଇୱେ) କିମ୍ବା ଏକ୍ସପ୍ରେସୱେରେ ଯାତ୍ରା କରନ୍ତି, ତେବେ NHAI (ଏନ.ଏଚ.ଏ.ଆଇ.) ର ଏହି ନୂତନ ନିୟମ ଆପଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri