Posted inଫୁରସତ

ପୃଥିବୀର ୨୬୨ ମିଟର ତଳେ ଥିବା ସୁନ୍ଦର ଦୁନିଆ, ନଦୀ-ବାଦଲ ସହ ରହିଛି…

ଶାସ୍ତ୍ରରେ ପାତାଳ ଲୋକ ବିଷୟରେ ଉଲ୍ଲେଖ ରହିଛି। ଆଜି ଆମେ ଆପଣଙ୍କୁ ଅସଲି ପାତାଳ ଲୋକ ବିଷୟରେ କହିବାକୁ ଯାଉଛୁ। ଏହା ପୃଥିବୀର ୨୬୨ ମିଟର ତଳେ ଉପସ୍ଥିତ। ଏଠାରେ ନଦୀ-ବାଦଲର ଅଦ୍ଭୁତ ଦୃଶ୍ୟ ଦେଖିବାକୁ ମିଳିବ।

Hang Son Doong Cave Tour in 2021 | Check out 5 Interesting facts about the Worlds Largest Cave - Tripoto
ପୃଥିବୀର ପାତାଳ ଲୋକ ହେଉଛି ଦୁନିଆର ସବୁଠାରୁ ବଡ଼ ଗୁମ୍ଫା। ‘ହଙ୍ଗ ସୋ ଡୁଙ୍ଗ’ ନାମରେ ପରିଚିତ ଏହି ଗୁମ୍ଫା ଭିଏତନାମରେ ଅଛନ୍ତି। ଏହି ଗୁମ୍ଫାରେ ନଦୀ-ବାଦଲ ବ୍ୟତିତ ଛୋଟ ଛୋଟ ସ୍ଥାନ ରହିଛି। କାଳ୍ପନିକ ଭଳି ଲାଗୁଥିବା ଏହି ଗୁମ୍ଫାକୁ ୧୯୯୧ରେ ଆବିଷ୍କାର କରାଯାଇଥିଲା।

See world's largest cave, Hang Son Doong, in Vietnam | CNN

‘ହୋ ଖାହ’ ନାମକ ଯୁବକ ଏହି ସ୍ଥାନକୁ ଆବିଷ୍କାର କରିଥିଲେ। ଖାଦ୍ୟ ଅନ୍ବେଷଣରେ ଯାଇ ସେ ଏହି ଗୁମ୍ଫାରେ ପହଞ୍ଚିଥିଲେ। ହେଲେ ସେଠାକାର ସ୍ଥିତିକୁ ଦେଖି ସେ ଡରି ଯାଇଥିଲେ। ପରେ ୨୦୦୮ରେ ପୁଣି ସେ ଦୁଇଜଣଙ୍କ ସହ ସେଠାରେ ପହଞ୍ଚିଥିଲେ।

How to trek to Vietnam's Hang En and Hang Son Doong caves

ଏହି ଗୁମ୍ଫାରେ ଭିନ୍ନ ବାତାବରଣ ରହିଛି। ଏହା ଭିତରେ ମାଙ୍କଡ଼, ବାଦୁଡ଼ି ଏବଂ ଅନ୍ୟ ଜନ୍ତୁ ରହିଛନ୍ତି। ଦେଖିବାକୁ ଭୟଙ୍କର ହେଲେ ହେଁ ଏଠାର ସୌନ୍ଦର୍ଯ୍ୟ ଅନେକଙ୍କୁ ବିସ୍ମିତ କରେ।


Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?