କିଆ ଇଣ୍ଡିଆର ଆକର୍ଷଣୀୟ ଅଫର: କିଆ ସୋନେଟ୍‌ ଏବଂ କରେନ୍ସ ଗ୍ରାହକଙ୍କୁ ସ୍ବତନ୍ତ୍ର ରିହାତି

ଭୁବନେଶ୍ୱର,୨୧।୧୨: ପ୍ରତି ମାସ ଭଳି ଚଳିତ ମାସ ମଧ୍ୟ କିଆ ଇଣ୍ଡିଆ ପକ୍ଷରୁ ଆକର୍ଷଣୀୟ ଗ୍ରାହକ ସୁବିଧା ଓ ସ୍ବତନ୍ତ୍ର ଅଫର କିଆର ସ୍ବୀକୃତିପ୍ରାପ୍ତ ଡିଲର ପଏଣ୍ଟଗୁଡିକ ଜରିଆରେ ଗ୍ରାହକଙ୍କୁ ଯୋଗାଇ ଦିଆଯାଉଛି। ଏହି ପରିପ୍ରେକ୍ଷୀରେ କିଆ ଇଣ୍ଡିଆର ସ୍ବୀକୃତିପ୍ରାପ୍ତ ଓଡ଼ିଶା ପ୍ରଦେଶର ସମସ୍ତ କିଆ ଡିଲରଗୁଡିକ ପକ୍ଷରୁ ଆକର୍ଷଣୀୟ ଅଫର ପ୍ରଦାନ କରାଯାଉଛି। ଏପରିକି କିଆର ସୋନେଟ ଏବଂ କରେନ୍ସ ଗ୍ରାହକଙ୍କୁ ସ୍ବତନ୍ତ୍ର ରିହାତି ଯୋଗାଇ ଦିଆଯାଉଛି। ବିଶେଷକରି କିଆ ସୋନେଟ ଗ୍ରାହକଙ୍କୁ ପ୍ରାୟ ୮୬,୦୦୦ ଟଙ୍କାର ସୁବିଧା ରିହାତି ଆକାରର ପ୍ରଦାନ କରାଯାଉଥିବାବେଳେ କିଆ କରେନ୍ସ ଗ୍ରାହକଙ୍କୁ ୭୦,୦୦୦ ପର୍ଯ୍ୟନ୍ତ ରିହାତି ଦିଆଯାଉଥିବା କିଆ ଇଣ୍ଡିଆ ପକ୍ଷରୁ ବିସ୍ତୃତ ଭାବେ ଉଲ୍ଲେଖ କରାଯାଇଛି।

ଉଲ୍ଲେଖଯୋଗ୍ୟ, କିଆ ସୋନେଟ ଗ୍ରାହକଙ୍କୁ ପ୍ରାୟ ୩୮,୪୦୦ ଟଙ୍କାର ଏସ୍‌ସିବି ପ୍ରଦାନ କରାଯାଉଥିବାବେଳେ ଇଡବ୍ୟୁ ବାବଦ (୫ ବର୍ଷ)କୁ ପ୍ରାୟ ୨୦,୧୦୦ଟଙ୍କା, ଏଫ୍‌ଏମ୍‌ ବାବଦ (୩ବର୍ଷ)କୁ ପ୍ରାୟ ୯,୭୦୦ ଟଙ୍କା,ଏବି ବାବଦକୁ ପ୍ରାୟ ୧୮,୨୦୦ଟଙ୍କା ସମେତ ଜେଡ୍‌ଡିପି ଓ ସିଆଇଆର ବାବଦକୁ ୮.୬୫% ସୁବିଧା ମିଳୁଛି। ସେହିଭଳି କିଆ କରେନ୍ସ ଗ୍ରାହକଙ୍କୁ ପ୍ରାୟ ୫୦,୧୦୦ ଟଙ୍କାର ଏସ୍‌ସିବି ପ୍ରଦାନ କରାଯାଉଥିବାବେଳେ ଏସ୍‌ଏଏଫ୍‌ପି ବାବଦକୁ ପ୍ରାୟ ୯,୬୦୦ଟଙ୍କା, ଏବି ବାବଦକୁ ପ୍ରାୟ ୧୯,୬୦୦ ଟଙ୍କା ସମେତ ଜେଡ୍‌ଡିପି ଓ ସିଆଇଆର ବାବଦକୁ ୮.୬୫% ସୁବିଧା ପ୍ରଦାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri