Posted inଜାତୀୟ

ଶପଥ ଗ୍ରହଣ ଉତ୍ସବରେ ରୋଚକ ଦୃଶ୍ୟ, ମଞ୍ଚରେ ପହଞ୍ଚିବା ପରେ ମୋଦିଙ୍କୁ ଦେଖି ହଠାତ୍‌ ନୀତୀଶ…

ପାଟନା,୨୦।୧୧: ଜନତା ଦଳ (ୟୁନାଇଟେଡ)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତୀଶ କୁମାର ପାଟନାର ଐତିହାସିକ ଗାନ୍ଧୀ ମଇଦାନରେ ରେକର୍ଡ ଦଶମ ଥର ପାଇଁ ବିହାରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ୭୪ ବର୍ଷୀୟ ନୀତୀଶ କୁମାର ୨୦୦୦ରେ ପ୍ରଥମେ ମୁଖ୍ୟମନ୍ତ୍ରୀ ହୋଇଥିଲେ, କିନ୍ତୁ ମାତ୍ର ଆଠ ଦିନ ମଧ୍ୟରେ ତାଙ୍କ ସରକାରର ପତନ ଘଟିଥିଲା। ତା’ପରେ ସେ ୨୦୦୫ ମସିହାରେ ପୁଣିଥରେ ମୁଖ୍ୟମନ୍ତ୍ରୀ ହୋଇଥିଲେ ଏବଂ ୨୦୧୪ ପର୍ଯ୍ୟନ୍ତ କ୍ଷମତାରେ ରହିଥିଲେ। ୨୦୧୪ ଲୋକସଭା ନିର୍ବାଚନରେ ଜେଡିୟୁର ଖରାପ ପ୍ରଦର୍ଶନ ପାଇଁ ସେ ଦାୟିତ୍ୱ ନେଇ ଇସ୍ତଫା ଦେଇଥିଲେ, କିନ୍ତୁ ଏହାର କିଛି ସମୟ ପରେ ପୁଣି କ୍ଷମତାକୁ ଫେରିଥିଲେ। ତେବେ ଆଜି ଶପଥ ଗ୍ରହଣ ଉତ୍ସବରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଛି। ମଞ୍ଚରେ ନୀତୀଶ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ହାତଯୋଡି ନମସ୍କାର କରିଛନ୍ତି। ଯାହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି।

ଏବେ ତାଙ୍କ ନୂତନ କ୍ୟାବିନେଟ ବିଷୟରେ ଆଲୋଚନା କରିବା। ଏଥର କ୍ୟାବିନେଟରେ ଅନେକ ପୁରୁଣା ଏବଂ କିଛି ନୂତନ ମୁହଁ ସାମିଲ ହୋଇଛନ୍ତି। ୨୬ ଜଣ ମନ୍ତ୍ରୀ ଶପଥ ଗ୍ରହଣ କରିବେ। ଏହା ବ୍ୟତୀତ, ଏଲଜେପି (ରାମ ବିଳାସ)ରୁ ଦୁଇଜଣ ମନ୍ତ୍ରୀ, ଏଚଏଏମ୍‌ରୁ ଜଣେ ଏବଂ ଆରଏଲଏମରୁ ଜଣେ ମନ୍ତ୍ରୀଙ୍କୁ ମଧ୍ୟ କ୍ୟାବିନେଟରେ ସାମିଲ କରାଯାଇଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୋରୁ ବୋଝେଇ ପିକଅପ ଜବତ: ୯ ଗୋରୁ ଉଦ୍ଧାର, ୨ ଜଣ ଅଟକ

ପାଟଣା, ୨୧।୯,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କର୍ମଚାରୀଙ୍କୁ ବଡ ସଫଳତା ମିଳିଛି। ବିଶସ୍ତ ସୂତ୍ରରୁ ଖବର ପାଇ କେନ୍ଦୁଝର ଡି ଏଫ ଓ…

ବଦଳୁଛି ନିଯୁକ୍ତି ରଣନୀତି: ଛୋଟ ସହରରେ ବଡ଼ ସୁଯୋଗ

ମୁମ୍ବାଇ, ୨୧ା୯ (ପି.ଟି.): ‘ଜିନିୟସ ଏଚ୍‌ଆର୍‌ଟେକ୍‌’ର ରିପୋର୍ଟ ଅନୁଯାୟୀ, ଗତ ଦୁଇ ବର୍ଷ ମଧ୍ୟରେ ୬୯ ପ୍ରତିଶତ ବ୍ୟବସାୟିକ ପ୍ରତିଷ୍ଠାନ ଟାୟାର-୨ ଓ ୩ ସହରଗୁଡ଼ିକରୁ ନିଜ…

ଦେହ ବ୍ୟବସାୟରୁ ବର୍ତ୍ତିବା ପାଇଁ କରାଯାଏ ବାଲ୍ୟ ନିର୍ବନ୍ଧ

ଓ୍ବାଡିଆ,୨୧ା୯: ବାଲ୍ୟ ନିର୍ବନ୍ଧ ନା ଦେହ ବ୍ୟବସାୟ। ଗାଁର ବାଳିକାମାନଙ୍କୁ ଏଭଳି ଏକ କଠିନ ପସନ୍ଦର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଯେଉଁଠାରେ ଏହି ଅପମାନଜନକ ନାମକରଣ କୌଣସି…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ଇତିହାସ ପାଲଟିବ ବକିଂହାମ୍‌ ପ୍ରାସାଦର ଭାଲୁଛାଲ ଟୋପି

ବକିଂହାମ୍‌, ୨୧।୯: ଲଣ୍ଡନ ବକିଂହାମ୍‌ ପ୍ରାସାଦ ବାହାରେ ଉଜ୍ଜ୍ୱଳ ନାଲି ପୋଷାକ ଏବଂ ଉଚ୍ଚ, କଳା ଲୋମଶ ଟୋପି ପିନ୍ଧିଥିବା ସୈନିକଙ୍କ ଏକ ସ୍ବତନ୍ତ୍ର ପରିଚୟ ରହିଛି।…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?