ମନ ମୋହୁଛି ଆକର୍ଷଣୀୟ ଓ୍ବାଟର ପାର୍କ

ଗଞ୍ଜାମ,୧୯ା୩(ଡି.ଏନ୍‌.ଏ.): ସଜେଇ ହେଉଛି ଗଞ୍ଜାମ ସହର। ଗଞ୍ଜାମ ସହର ଦାମୋଦରପୁରଠାରେ ପ୍ରଥମ ଥର ପାଇଁ ଶନିମନ୍ଦିରଠାରେ ଆକର୍ଷଣୀୟ ପଥରରେ ନିର୍ମିତ ଗଣେଶଙ୍କ ମୂର୍ତ୍ତି ବଡ଼ ବଜାର ଭାରତୀ ବିଦ୍ୟାପୀଠଠାରେ ରଙ୍ଗୀନ ଓ୍ବାଟର ପାର୍କ ଏବଂ ଜୟଶ୍ରୀ ଛକ ତ୍ରିବେଣୀ ମଠ ଛକଠାରେ ବୁଦ୍ଧଙ୍କ ପ୍ରତିମୂର୍ତ୍ତି ସାଙ୍ଗକୁ ହରିଣ ସହରର ଶୋଭା ବଢ଼ାଉଛି। ଏହାକୁ ଦେଖିବାକୁ ଲୋକଙ୍କ ଭିଡ଼ ଜମୁଛି। ଏଥିସହ ବାହାରୁ ଆସୁଥିବା ଲୋକେ ମଧ୍ୟ ସେଠାରେ ଘଡ଼ିଏ ଅଟକି ଯାଉଛନ୍ତି। ୧ ନଂ ଓ୍ବାର୍ଡର କରଣ ସାହି ଚାପ ବନ୍ଧ ନିକଟରେ ଏନ୍‌ଏସି ପ୍ରଶାସନ ପକ୍ଷରୁ ଏକ ଶିଶୁ ଉଦ୍ୟାନ ମଧ୍ୟ ନିର୍ମାଣ କରାଯାଇଛି। ପ୍ରତ୍ୟେକ ଦିନ ସନ୍ଧ୍ୟାରେ କୁନିକୁନି ପିଲାଙ୍କ ଖେଳକୁଦ ଦେଖିବାକୁ ମିଳିଛି l ପୂର୍ବରୁ ସହରରେ କୌଣସି ଗୋଟିଏ ବି ଆଖି ଦୃଶିଆ କାମ ହେଉ ନ ଥିଲା । ସହରର ଉନ୍ନତିକରଣ ନିମନ୍ତେ ସ୍ଥାନୀୟ ବିଧାୟକ ସୁବାସ ଚନ୍ଦ୍ର ବେହେରାଙ୍କ ଚେଷ୍ଟା ଏବଂ ଏନ୍‌ଏସି ଇଓ ଅବିନାଶ ମିଶ୍ରଙ୍କ ନିଜସ୍ବ ଉଦ୍ୟମ ଫଳରେ ଏହା ସମ୍ଭବପର ହୋଇ ପାରିଛି ବୋଲି ମତ ପ୍ରକାଶ ପାଇଛି। ବେଶେଷକରି ଭାରତୀ ବିଦ୍ୟାପୀଠରେ ଥିବା ରଙ୍ଗୀନ ଓ୍ବାଟର ପାର୍କ ମନ ମୋହୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?