Posted inଜାତୀୟ

ପ୍ରାପ୍ତ ବୟସ୍କଙ୍କୁ ଜୀବନ ସାଥୀ ଚୟନରେ ବାଧା ଦେବା ସାମ୍ବିଧାନିକ ବ୍ୟବସ୍ଥାର ଉଲ୍ଲଂଘନ…

ଶ୍ରୀନଗର,୧୧।୧୧: ପ୍ରାପ୍ତ ବୟସ୍କମାନେ ନିଜ ପସନ୍ଦର ଜୀବନ ସାଥୀ ଚୟନ କରିପାରିବେ। ଏଥିରେ ବାଧା ସୃଷ୍ଟି କରିବା ସାମ୍ବିଧାନିକ ବ୍ୟବସ୍ଥାର ଉଲ୍ଲଂଘନ ବୋଲି ଜମ୍ମୁ-କଶ୍ମୀର ଏବଂ ଲଦାଖ ହାଇକୋର୍ଟଙ୍କ ପକ୍ଷରୁ ଏକ ମାମଲାର ବିଚାର ସମୟରେ ଏଭଳି କୁହାଯାଇଛି।

ପ୍ରାପ୍ତ ବୟସ୍କଙ୍କୁ ନିଜ ପସନ୍ଦର ଜୀବନ ସାଥୀ ଚୟନରେ ପରିବାର ସଦସ୍ୟ ଅବା କୌଣସି ଅନୁଷ୍ଠାନ ପକ୍ଷରୁ ବାଧା ଦେବା ଦ୍ୱାରା ସମ୍ବିଧାନର ଅନୁଚ୍ଛେଦ ୧୯ ଏବଂ ୨୧ର ଉଲ୍ଲଂଘନ ହେବା ସହିତ ଜଣେ ନାଗରିକ ଭାବେ ସେମାନଙ୍କର ମୌଳିକ ଅଧିକାର ଉପରେ ପ୍ରଶ୍ନ ଚିହ୍ନ ସୃଷ୍ଟି ହୋଇଥାଏ ବୋଲି ବିଚାରପତି ତାଶି ରାବସ୍ତାନଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ କହିଛନ୍ତି।

ଦୁଇ ପ୍ରାପ୍ତ ବୟସ୍କ ନିଜ ପସନ୍ଦ ଅନୁସାରେ ବୈବାହିକ ବନ୍ଧନରେ ବାନ୍ଧିହେବା କୌଣସି ଅପରାଧ ନୁହେଁ। ସାବା ଓ୍ବାନିଙ୍କ ପକ୍ଷରୁ ଦାଖଲ ହୋଇଥିବା ଏକ ଆବେଦନରେ ଉଲ୍ଲେଖ କରାଯାଇଥିଲା ଯେ ସେ ଏବଂ ତାଙ୍କ ସ୍ବାମୀ ନିଜ ଇଛା ଅନୁସାରେ ବିବାହ କରିଛନ୍ତି।

ସେମାନେ ସ୍ତ୍ରୀସ୍ବାମୀ ଭାବେ ଏକାଠି ରହୁଛନ୍ତି। ତେବେ ସେମାନଙ୍କର ସମ୍ପର୍କୀୟମାନେ ଏହାକୁ ବିରୋଧ କରିବା ସହିତ ସେମାନଙ୍କ ପ୍ରତି ହିଂସାତ୍ମକ ଆଚରଣ ପୋଷଣ କରୁଥିବା ଆବେଦନରେ ଦର୍ଶାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

ଘଣ୍ଟାକରେ ‘ବ୍ରଶ୍‌ ଟେଷ୍ଟ’ରୁ ଜଣାପଡ଼ିବ ପାଟି କ୍ୟାନ୍‌ସର

ଲଣ୍ଡନ/ନୂଆଦିଲ୍ଲୀ, ୯ା୭ପାଟି କର୍କଟ ବା ଓରାଲ କ୍ୟାନ୍‌ସର ଚିହ୍ନଟ କ୍ଷେତ୍ରରେ ଚିକିତ୍ସା ବିଜ୍ଞାନକୁ ବଡ଼ ସଫଳତା ମିଳିଛି। ବ୍ରିଟେନ୍‌ର କୁଇନ୍‌ ମେରି ୟୁନିଭର୍ସିଟି ଅଫ୍‌ ଲଣ୍ଡନର ଗବେଷକମାନଙ୍କ…

ସକାଳୁ ସକାଳୁ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ: କୋଲକାତାର ଯୁବକଙ୍କୁ ଅଟକ ରଖିଲା ପୋଲିସ

ପୁରୀ, ୯।୭(ଅଜିତ୍‌ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିରେ ଉପରେ ଉଡିଲା ଡ୍ରୋନ। ଗୁରୁବାର ସକାଳ ପ୍ରାୟ ୫:୩୦ ମିନିଟ ସମୟରେ ଶ୍ରୀମନ୍ଦିର ପରିସରରେ ଏକ ଡ୍ରୋନ ଉଡ଼ୁଥିବା…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri