୩୧ ଜୁଲାଇ ପର୍ଯ୍ୟନ୍ତ ଅନ୍ତର୍ଜାତୀୟ ଉଡ଼ାଣ ବନ୍ଦ…

ନୂଆଦିଲ୍ଲୀ,୩୦।୬: ଦେଶରେ ଜାରି ରହିଥିବା କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ୩୧ ଜୁଲାଇ ପର୍ଯ୍ୟନ୍ତ ଅନ୍ତର୍ଜାତୀୟ ଉଡ଼ାଣ ବନ୍ଦ କରିବାକୁୂ ଘୋଷଣା କରିଛନ୍ତି। ପୂର୍ବରୁ ଜୁନ୍‌ ୩୦ ପର୍ଯ୍ୟନ୍ତ ସମସ୍ତ ଅନ୍ତର୍ଜାତୀୟ ଉଡ଼ାଣକୁ ବନ୍ଦ କରାଯିବା ଲାଗି ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ଏବେ ଏହାକୁ ପୁଣି ବଢ଼ାଇ ଦିଆଯାଇଛି। ତେବେ ବିଶେଷ ଅନୁମତି ପ୍ରାପ୍ତ ବିମାନ ଉଡ଼ାଣ ପୂର୍ବ ଭଳି ଜାରି ରହିବ। କରୋନା ସଂକ୍ରମଣ ଯୋଗୁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ୨୦୨୧ ଏପ୍ରିଲ୍‌ ୩୦ରୁ ମେ’ ୩୧ ପର୍ଯ୍ୟନ୍ତ ସମସ୍ତ ଅନ୍ତର୍ଜାତୀୟ ଉଡ଼ାଣ ଉପରେ କଟକଣା ଜାରି କରାଯାଇଥିଲା। ଏହାପରେ ଏହାକୁ ମାସେ ବଢ଼ାଯାଇ ଜୁନ୍‌ ୩୦ କରାଯାଇ ଥିଲା। ଏବେ କଟକଣା ପୁଣି ମାସେ ବଢ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସେକ୍ସ ରାକେଟ ଚଳାଉଥିଲେ ଭାଜପା ନେତା

ନୂଆଦିଲ୍ଲୀ, ୨୫ା୭: ମେଘାଳୟ ଭାଜପା ଉପାଧ୍ୟକ୍ଷ ବର୍ନାର୍ଡ ଏନ୍‌. ରିମ୍ପୁ ମରାକ୍‌ଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆସିଛି। ଓ୍ବେଷ୍ଟଗାରୋ ହିଲ୍ସ ଜିଲା ସଦର ମହକୁମା ତୁରା...

ବିମାନ ଯାତ୍ରାବେଳେ ଏମ୍‌ପିଙ୍କ ଖାଦ୍ୟରୁ ବାହାରିଲା ଚୁଟି

ନୂଆଦିଲ୍ଲୀ,୨୨।୨: ବଙ୍ଗଳା ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିର ପ୍ରସିଦ୍ଧ ଅଭିନେତ୍ରୀ ତଥା ଟିଏମ୍‌ସି ଏମ୍‌ପି ମିମି ଚକ୍ରବର୍ତ୍ତୀ ଏକ ବଡ଼ ଅଭିଯୋଗ କରିଛନ୍ତି। ବିମାନ ଯାତ୍ରାବେଳେ ତାଙ୍କୁ ପରଷା...

୩ ମିନିଟ୍‌ ପର୍ଯ୍ୟନ୍ତ ବିଧାନସଭାରେ ପୂର୍ବ ବର୍ଷର ବଜେଟ୍‌ ଉପସ୍ଥାପନ କରୁଥିଲେ ମୁଖ୍ୟମନ୍ତ୍ରୀ: ଜାଣିବା ପରେ ମାଗିଲେ କ୍ଷମା

ଜୟପୁର,୧୦।୨: ରାଜସ୍ଥାନ ବିଧାନସଭାରେ ଶୁକ୍ରବାର ବଜେଟ ଉପସ୍ଥାପନ ହୋଇଛି। ବଜେଟ୍‌ ଉପସ୍ଥାପନ କରୁଥିବା ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କୁ ଏକ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡିଛି।...

ଓମିକ୍ରନ୍‌ ଆତଙ୍କ ସହିତ ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୨।୧୨: ଓମିକ୍ରନ୍‌ ଆତଙ୍କ ସହିତ ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୯...

ଟେଣ୍ଟ ଭୁଶୁଡ଼ି ୩୦ ଆହତ: ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

କସରଗୋଡ଼,୨୨।୧୦: କେରଳର କସରଗୋଡ଼ ସହର ଅଧୀନ ଏକ ବିଦ୍ୟାଳୟରେ ବିଜ୍ଞାନ ମେଳା ଚାଲିଥିବା ବେଳେ ଅଘଟଣ ଘଟିଛି। ଟେଣ୍ଟ ଭୁଶୁଡ଼ି ପଡ଼ିବାରୁ ୩୦ରୁ ଊର୍ଦ୍ଧ୍ୱ ପିଲା...

ଏହି ବ୍ୟକ୍ତିଙ୍କଠାରେ ହେବ କରୋନା ଟୀକାର ମାନବ ପରୀକ୍ଷଣ

ନୂଆଦିଲ୍ଲୀ, ୮।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। କରୋନା ସଂକ୍ରମଣ ରୋକିବା ଲାଗି ଦେଶରେ ଅଗଷ୍ଟ ୧୫ଠାରୁ କରୋନା ଟୀକା ପରୀକ୍ଷା କରାଯିବାର ଯୋଜନା...

ରେଲୱେ ଭ୍ରଷ୍ଟାଚାର ମାମଲାରେ ଲାଲୁଙ୍କ ବିରୋଧରେ ସିବିଆଇ କରିବ ଯାଞ୍ଚ

ନୂଆଦିଲ୍ଲୀ,୨୬ ।୧୨: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ଅଡୁଆ ବଢିପାରେ । କେନ୍ଦ୍ରୀୟ ଯାଞ୍ଚ ବ୍ୟୁରୋ(ସିବିଆଇ) ତାଙ୍କ ବିରୋଧରେ ଭ୍ରଷ୍ଟାଚାର ମାମଲାର ପୁନଃ...

ମୁଖ୍ୟମନ୍ତ୍ରୀଙ୍କ ଘରେ ବିଦ୍ରୋହ: ୯ ବିଧାୟକ ଅସନ୍ତୁଷ୍ଟ

ରାଞ୍ଚି, ୩୦।୭: ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ଙ୍କ ସରକାରରେ ବିଦ୍ରୋହ ହେବା ପରେ ଏବେ ଝାଡ଼ଖଣ୍ଡରେ ମଧ୍ୟ ସମାନ ସ୍ଥିତି ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ହେମନ୍ତ...

Advertisement
Archives

Model This Week