Posted inଜାତୀୟ

ଫେବୃଆରୀ ୨୮ ଯାଏ ଅନ୍ତର୍ଜାତୀୟ ବିମାନ ଚଳାଚଳ ବନ୍ଦ

ନୂଆଦିଲ୍ଲୀ,୧୯।୧: ଦେଶରେ କରୋନାର ‘ ଓମିକ୍ରନ୍‌’ ଭାରିଆଣ୍ଟ ଚିନ୍ତା ବଢାଉଛି। ଦିନକୁ ଦିନ ନୂଆ ମାମଲା ସାମ୍ନାକୁ ଆସୁଛି। ତେବେ କୋଭିଡ୍‌ର ମୁକାବିଲା ନେଇ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଯାଇଛି। ଏହାରି ଭିତରେ ଅନ୍ତର୍ଜାତୀୟ ବିମାନ ଚଳାଚଳରେ ମଧ୍ୟ ପ୍ରତିବନ୍ଧକ ଲଗାଯାଇଥିଲା। ତେବେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏବେ ଏହାର ସମୟସୀମାକୁ ବୃଦ୍ଧି କରାଯାଇଛି। ଆସନ୍ତା ଫେବୃଆରୀ ୨୮ ପର୍ଯ୍ୟନ୍ତ ଅନ୍ତର୍ଜାତୀୟ ବିମାନ ଚଳାଚଳ ବନ୍ଦ ରହିବ। ଏ ନେଇ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ତେବେ ଏୟାର ବବଲ ଏଗ୍ରିମେଣ୍ଟ ଓ ବନ୍ଦେ ଭାରତ ମିଶନ ଯୋଜନାରେ ବିମାନ ସେବା ଜାରି ରହିବ ବୋଲି କୁହାଯାଇଛି । ପୂର୍ବ ବ୍ୟବସ୍ଥା ପରି କାର୍ଗୋ ଫ୍ଲାଇଟ ସେବା ମଧ୍ୟ ଜାରି ରହିବ । ଦେଶରେ କୋଭିଡ୍‌ ବଢିବା ଆଶଙ୍କା ନେଇ ସରକାର ଏହି ନିଷ୍ପତ୍ତି ନେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଜଳବାୟୁ ପରିବର୍ତ୍ତନ ପ୍ରଭାବ ସମୁଦ୍ରରେ ପରିଲକ୍ଷିତ ହେଲାଣି। ବିଶେଷକରି ସମୁଦ୍ର ଜଳ ପତନ ବୃଦ୍ଧି ହେବା ସହ ଜଳଚର ଜୀବ ପ୍ରଭାବିତ ହେଉଛନ୍ତି। ଏହି କ୍ରମରେ ବହୁ…

ଅମୃତର ସନ୍ତାନ

ବହୁ ଅନୁସନ୍ଧାନରୁ ବର୍ତ୍ତମାନ ପ୍ରାୟ ସମସ୍ତ ବିଜ୍ଞାନୀ ଏକମତ ଯେ ପୃଥିବୀରେ ମାନବ ସଭ୍ୟତା ଥରଥର କରି ଛଅ ଥର ଆରମ୍ଭ ହୋଇ ପୁଣି ନଷ୍ଟ ହୋଇଯାଇଛି।…

ଗଙ୍ଗାଜଳ ବଣ୍ଟନ ଚୁକ୍ତି

ଗଙ୍ଗାଜଳ ବଣ୍ଟନ ଚୁକ୍ତି ନବୀକରଣ ଏବେ ଜାତୀୟ ସ୍ତରରେ ଆଲୋଚ୍ୟ ବିଷୟ। ବାଂଲାଦେଶ ପୂର୍ବ ଅପେକ୍ଷା ଅଧିକ ଜଳ ଦାବି କରି ବିବୃତି ଦେଉଛି। ଭାରତ ମଧ୍ୟ…

ଦକ୍ଷିଣ ଚାଇନା ସାଗର ଉପରେ ବେଜିଂର ଦାବିକୁ ଇୟୁ, ୧୪ ରାଷ୍ଟ୍ରର ପ୍ରତ୍ୟାଖ୍ୟାନ

ମାନିଲା,୧୩ା୭: ଦକ୍ଷିଣ ଚାଇନା ସାଗର ଉପରେ ବେଜିଂର ଦାବିକୁ ଆମେରିକା, ବ୍ରିଟେନ୍‌ ସମେତ ୧୪ ଦେଶ ପ୍ରତ୍ୟାଖ୍ୟାନ କରିଛନ୍ତି। ୨୦୧୬ର ଏକ ଅନ୍ତର୍ଜାତୀୟ ରାୟ ଅନୁଯାୟୀ ଦକ୍ଷିଣ ଚାଇନା…

୧୫ ମୃତଦେହକୁ ଭାରତ ଆଣିବା ପ୍ରକ୍ରିୟା ଆରମ୍ଭ

ଭିଏଟନାମ, ୧୩ା୭: ଭିଏଟନାମ ‘ଫୁ କ୍ୱାକ୍‌’ ଦ୍ୱୀପ ନିକଟରେ ଗତକାଲି ଘଟିଥିବା ଦୁଖଦ ସ୍ପିଡ୍‌ବୋଟ୍‌ ଦୁର୍ଘଟଣା ପରେ ଆଜି ପରବର୍ତ୍ତୀ ପ୍ରକ୍ରିୟାକୁ ଜୋରଦାର କରିଦିଆଯାଇଛି। ଭାରତୀୟ ଦୂତାବାସର ସୂଚନା…

ଇଣ୍ଡିଆ ବ୍ଲକ୍‌ରେ ଯୋଗଦେବନି ଡିଏମ୍‌କେ

ଚେନ୍ନାଇ,୧୩ା୭:ପାର୍ଲାମେଣ୍ଟର ଆଗାମୀ ମୌସୁମୀ ଅଧିବେଶନରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏକୁ ଦୃଢ଼ ବିରୋଧ କରିବା ପାଇଁ ଇଣ୍ଡିଆ ବ୍ଲକ୍‌ରେ ଏମ୍‌.କେ. ଷ୍ଟାଲିନ୍‌ଙ୍କ ଡିଏମ୍‌କେ ଏବଂ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟଙ୍କ…

ନରଓ୍ବେକୁ ହରାଇ ସେମିଫାଇନାଲରେ ଇଂଲଣ୍ଡ

ମାୟାମି,୧୨ା୭: ଜୁଡେ ବେଲିଂଘମଙ୍କ ଡବଲ ଗୋଲ ବଳରେ ଚଳିତ ଫିଫା ବିଶ୍ୱକପ୍‌ର ତୃତୀୟ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡ ୨-୧ ଗୋଲରେ ନରଓ୍ବେକୁ ପରାସ୍ତ କରି ସେମିଫାଇନାଲ…

ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri