Posted inପୁରୀ

ବିଶ୍ୱ ଶିଶୁକନ୍ୟା ଦିବସ

ପୁରୀ,୧୧ା୧୦: ବିଶ୍ୱ ଶିଶୁକନ୍ୟା ଦିବସ ଉପଲକ୍ଷେ  ଭୋଳାନାଥ ବିଦ୍ୟାପୀଠ ପରିସରରେ ପୁରୀ ମଣ୍ଡଳ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ଚିତ୍ରାଙ୍କନ, ବକ୍ତୃତା ଓ ସ୍ଲୋଗାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଉକ୍ତ ପ୍ରତିଯୋଗିତାର ଉଦ୍‌ଘାଟନ ଉତ୍ସବରେ ମଣ୍ଡଳ ସାଧନ କେନ୍ଦ୍ର ସଂଯୋଜକ ରତ୍ନାକର ବେହେରା, ସହକାରୀ ଶିକ୍ଷାଧିକାରୀ ଶ୍ରୀମତୀ ବିଜୟ ବନ୍ଦନା ହୋତା, ଶ୍ରୀମତୀ ନମିତା ବେହେରା ଯୋଗ ଦେଇଥିଲେ। ପ୍ରତିଯୋଗିତା ଶେଷରେ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା। ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକ  ଓ ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକମାନେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ସୁରକ୍ଷା ନେଇ ଉଠିଲା ପ୍ରଶ୍ନବାଚୀ, ରତ୍ନଭଣ୍ଡାର ଗଣତିମଣତି ବେଳେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ,୨୫ା୩(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଚାଲେଞ୍ଜ କଲେ ଅସାମାଜିକ ବ୍ୟକ୍ତି । ଏକାସାଙ୍ଗରେ ପୁଣି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡିଲା ଦୁଇ ଦୁଇଟି…

ଆରମ୍ଭ ହେଲା ରତ୍ନଭଣ୍ଡାର ଗଣତି: ୪୮ ବର୍ଷ ପରେ ଝଲସିବ କାଳିଆ ସାଆନ୍ତଙ୍କ ଅଳଙ୍କାର

ପୁରୀ,୨୫ା୩(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ, ବୁଧବାରଠାରୁ ରତ୍ନଭଣ୍ଡାର ଗଣତି ଆରମ୍ଭ ହୋଇଛି। ଏନେଇ ସରକାରଙ୍କଠାରୁ ଆରମ୍ଭକରି ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ,…

ହୁତୁହୁତୁ ଜଳିଗଲା ବସ: ପୁରୀ ବସଷ୍ଟାଣ୍ଡରେ ଅଘଟଣ

ପୁରୀ,୨୩।୩: ବସ୍‌ଷ୍ଟାଣ୍ଡରେ ଅଗ୍ନିକାଣ୍ଡ। ହୁତୁହୁତୁ ଜଳିଗଲା ବସ। ପୁରୀ ବସଷ୍ଟାଣ୍ଡରେ ଏକ ଘରୋଇ ବସରେ ନିଆଁ ଲାଗିଯାଇଥିଲା। ଚାହୁଁ ଚାହୁଁ ଜଳିଯାଇଥିଲା ବସ। ଅଗ୍ନିଶମ ବାହିନୀ ପହଞ୍ଚି…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

ଘଟିବ କି କିଛି ଅଶୁଭ: ପୁଣି ନୀଳଚକ୍ର ଉପରେ ବସିଲା ଚିଲ

ପୁରୀ,୧୮ା୩(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ନୀଳଚକ୍ର ଉପରେ ମଙ୍ଗଳବାର ଅପରାହ୍ନରେ କିଛି ସମୟ ଧରି ଚିଲ ବସିଥିବା ଦେଖିବାକୁ ମିଳିଥିଲା। କିଛିଦିନ ହେବ ଲଗାତର ଏପରି ଘଟଣା ଦେଖିବାକୁ…

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri