କାନାଡ଼ା ପ୍ରଧାନମନ୍ତ୍ରୀ ଟ୍ରୁଡୋଙ୍କ ବଡ଼ ନିଷ୍ପତ୍ତି, ଇରାନର ଘାତକ ସେନାକୁ ଆତଙ୍କବାଦୀ ସଂଗଠନ ଘୋଷଣା

ଓଟ୍ଟାଓ୍ବା,୨୦।୬: କାନାଡ଼ା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର ଇରାନର ଆଇଆର୍‌ଜିସିକୁ ଆତଙ୍କବାଦୀ ସଂଗଠନ ଭାବେ ଘୋଷିତ କରିଛନ୍ତି। ଏନେଇ ସରକାରଙ୍କ ପକ୍ଷରୁ ଜାରି ବୟାନରେ କୁହାଯାଇଛି ଯେ ଆଇଆର୍‌ଜିସିକୁ ଆତଙ୍କବାଦୀ ତାଲିକାରେ ସାମିଲ କରିବା ଦ୍ୱାରା ଏକ ଦୃଢ଼ ବାର୍ତ୍ତା ଦିଆଯାଇଛି। କାନାଡ଼ା ଆଇଆର୍‌ଜିସିର ସମସ୍ତ ଆତଙ୍କବାଦୀ ଗତିବିଧି ସହ ଲଢ଼ିବା ପାଇଁ ଯଥାସମ୍ଭବ ପ୍ରୟାସ କରିବ। କାନାଡ଼ାର ଏଭଳି ପଦକ୍ଷେପ ପରେ ଏବେ ସମସ୍ତଙ୍କ ନଜର ଇରାନ ଉପରେ ରହିଛି। ତେବେ ଇରାନ ପକ୍ଷରୁ ଏନେଇ କୌଣସି ବୟାନ ଜାରି କରାଯାଇନାହିଁ।

ଦୀର୍ଘଦିନରୁ କାନାଡାରେ ଇରାନର ଆଇଆରଜିସିକୁ ବ୍ଲାକଲିଷ୍ଟ କରିବାକୁ ଦାବି ହୋଇ ଆସୁଥିଲା। କାରଣ ଏହା ଇରାନର ସବୁଠାରୁ ଭୟଙ୍କର ସଂଗଠନ। ଏହାର ସ୍ଥାପନା ଇସଲାମିକ୍‌ କ୍ରାନ୍ତି ପରେ କରାଯାଇଥିଲା। ଏମାନେ ପାରମ୍ପରିକ ଯବାନଙ୍କ ଭଳି ନୁହନ୍ତି। ଏହା ଇରାନର ବୈକଳ୍ପିକ ଫୋର୍ସ। ଏଥିରେ ୧.୯୦ ଲକ୍ଷ ସୈନିକ ଅଛନ୍ତି।

ପୂର୍ବରୁ ଇରାନ ବହୁତ ଆଧୁନିକ ଦେଶ ଥିଲା। ପରେ ଏଠାରେ ଇସଲାମିକ ଆଇନ ଲାଗୁ ହୋଇଥିଲା, ଯାହାର ବିରୋଧ କରାଯାଇଥିଲା। ପରେ ଇରାନର ଏହି ଗୋଷ୍ଠୀ ଆଇନକୁ ବୈଧ ବୋଲି ମାନି ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri