ବାରବାଟୀରେ ହେବ ପୁଣି ଅନ୍ତର୍ଜାତୀୟ ମ୍ୟାଚ୍‌: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ଟି-୨୦

କଟକ,୯।୬: ବାରବାଟୀକୁ ପୁଣି ଫେରିଛି ଟି-୨୦। ଆସନ୍ତା ଡିସେମ୍ବର ୯ ତାରିଖରେ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଭାରତ ବନାମ ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ। ଏ ନେଇ ବିସିସିଆଇ ପୂର୍ବରୁ ଓସିଏ ସୂଚନା ଦେଇ ସାରିଥିବା ବେଳେ ଆଜି ବିଧିବଦ୍ଧ ଭାବେ ଖେଳସୂଚୀ ପ୍ରକାଶ କରିଛି। ଆସନ୍ତା ନଭେମ୍ବର ମାସରୁ ଦକ୍ଷିଣ ଆଫ୍ରିକା ଟିମ ଭାରତ ଭ୍ରମଣରେ ଆସିବାକୁ ଥିବା ବେଳେ ଏହି ଗସ୍ତରେ ଉଭୟ ଟିମ ମଧ୍ୟରେ ଦୁଇଟି ଟେଷ୍ଟ, ତିନୋଟି ଦିନିକିଆ ଓ ୫ଟି ଟି-୨୦ ମ୍ୟାଚ ବିଶିଷ୍ଟ ଏକ ସିରିଜ ଖେଳାଯିବ। ତେବେ ଏହି ଟି ୨୦ ସିରିଜ ମଧ୍ୟରୁ ପ୍ରଥମ ମ୍ୟାଚଟି ବାରବାଟୀରେ ଖେଳାଯିବ। ସୂଚନାଯୋଗ୍ୟ, ବାରବାଟୀକୁ ଆଉ ଏକ ଅନ୍ତଜାର୍ତୀୟ ମ୍ୟାଚ ଆୟୋଜନ କରାଇବା ପାଇଁ ଓସିଏ ପକ୍ଷରୁ ବିସିସିଆଇକୁ ନିବେଦନ କରାଯାଇଥିଲା।
ଗତ ଫେବୃଆରୀ ୯ ତାରିଖରେ ଭାରତ-ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ମ୍ୟାଚ ବାରବାଟୀ ଷ୍ଟାଡିୟମରେ ସଫଳତାର ସହିତ ଶେଷ ହୋଇଥିଲା। କେବଳ ମ୍ୟାଚ ସମୟରେ ଫ୍ଲଡ ଲାଇଟ ଖରାପ ହେବା ଘଟଣାକୁ ଛାଡିଦେଲେ ବାକି ସବୁକିଛି ଯୋଜନା ମୁତାବକ ଚାଲିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛେଳି ଗୋଟରେ ବଜ୍ରପାତ: ଆଉ ତା’ପରେ…

ପଡ଼ିଆବାହାଲ,୧୫।୬(ରାଧାମୋହନ ଷଡ଼ଙ୍ଗୀ): ସମ୍ବଲପୁର ଜିଲା ଜୁଯୋମୁରା ବ୍ଲକ ନୂଆଁ ବରଙ୍ଗାମାଳ ପଞ୍ଚାୟତ ସାପଲହରା ନିକଟରେ ରବିବାର ସାରେ ବଜ୍ରପାତ ଘଟି ୧୦ ଛେଳିଙ୍କ ମୃତ୍ୟୁ ଘଟିଛି।...

ପୂର୍ବତନ ବିଧାୟକଙ୍କ କାର୍‌ ସହ ପିଟିହେଲା ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପରିବାର ଲୋକେ ଆସୁଥିବା କାର୍‌

ବଇଣ୍ଡା,୧୫ା୬(ପରୀକ୍ଷିତ ସାହୁ): କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା ଥାନା ହଣ୍ଡପା ବଜାର ନିକଟରେ ରବିବାର ଏକ ଇନୋଭା କାର୍‌ ପଛରେ ଏକ କାର୍‌...

ପିତୃ ଦିବସରେ ଲଜ୍ଜା: ନାବାଳିକା ଝିଅକୁ ବଳାତ୍କାର ଅଭିଯୋଗରେ ବାପା ଗଲେ ଜେଲ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଆଜି ପିତୃ ଦିବସ। ହେଲେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ୧୬ ବର୍ଷୀୟା...

କାର୍‌ରେ ଆସୁଥିବାବେଳେ ଦୁର୍ଘଟଣା: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସ୍ତ୍ରୀ-ଝିଅ ଆହତ

ବଇଣ୍ଡା,୧୫ା୬(ପରୀକ୍ଷିତ ସାହୁ): କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା ଥାନା ହଣ୍ଡପା ବଜାର ନିକଟରେ ରବିବାର ଏକ ଇନୋଭା କାର୍‌ ପଛରେ ଏକ କାର୍‌...

ଆସନ୍ତାକାଲି ଏସବୁ ଜିଲାକୁ ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୫ା୬: ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାଶର୍‌ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି। ଫଳରେ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା...

ବର୍ଷା ହେବାରୁ ବରଗଛ ମୂଳେ ନେଇଥିଲେ ଆଶ୍ରୟ, ଖୁବ୍‌ ଜୋର୍‌ରେ ବଜ୍ରପାତ ହେବାରୁ…

ପାଇକମାଳ,୧୫ା୬(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଳକ ଛିନ୍ଦେଇକେଲା ପଞ୍ଚାୟତ ବାରପଲିଆରେ ବ୍ରଜପାତରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ରବିବାର...

୧୩ ଜଣଙ୍କୁ ମିଳିଲା ବର୍ଦ୍ଧିତ ଭତ୍ତା, ରାଜିଆମ୍ମାଙ୍କ ଖୁସି କହିଲେ ନ ସରେ…

ଗଞ୍ଜାମ,୧୫ା୬(ବିଦ୍ୟାଧର ସାହୁ): ମଲାଡ଼ ପଞ୍ଚାୟତର ପ୍ରାୟ ୧୦ଟି ଗ୍ରାମରେ ସରପଞ୍ଚ ମମତା ବେହେରା ରାଜ୍ୟ ସରକାରଙ୍କ ୮୦ ବର୍ଷରୁ ଅଧିକ ୧୩ ଜଣଙ୍କୁ ବର୍ଦ୍ଧିତ ଭତ୍ତା...

କଳାବ୍ୟାଜ୍‌ ପିନ୍ଧି ଆନ୍ଦୋଳନକୁ ଓହ୍ଲାଇଲେ ବନ କର୍ମଚାରୀ

ଭଞ୍ଜନଗର,୧୫ା୬(ବାବୁଲା ପ୍ରଧାନ): ଓଡ଼ିଶା ଅଣ ଗେଜେଟେଡ୍‌ ବନ ସେବା ସଂଘ ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଶାଖା ପକ୍ଷରୁ ୩ ଦଫା ଦାବି ପୂରଣ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri