ବାରବାଟୀକୁ ଫେରିଲା ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ୍‌: ଏହି ଦିନ ମ୍ୟାଚ୍‌ର ମଜା ନେବେ ଦର୍ଶକ

କଟକ,୨୦।୩: ଓଡ଼ିଶା କ୍ରିକେଟ୍‌ପ୍ରେମୀଙ୍କ ପାଇଁ ଖୁସି ଖବର। ପୁଣିଥରେ ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ୍‌। ୨୦୨୫ ମସିହାରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ମଧ୍ୟରୁ ଗୋଟିଏ ମ୍ୟାଚ୍‌ ବାରବାଟୀରେ ଖେଲାଯିବ। ଏହି ମ୍ୟାଚ୍‌ ଫେବୃଆରୀ ୯ରେ ଖେଳାଯିବ।
ସୂଚନାଯୋଗ୍ୟ, ଶେଷଥର ପାଇଁ ବାରବାଟୀ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅନ୍ତର୍ଜାତୀୟ ୧୨ ଜୁନ୍‌ ୨୦୨୨ ଟି-୨୦ ମ୍ୟାଚ୍‌ ଖେଳାଯାଇଥିଲା। ସେହିପରି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ୍‌ ୨୦୧୯ ୨୨ ଡିସେମ୍ବରରେ ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ଶେଷ ଦିନିକିଆ ମ୍ୟାଚ୍‌ ଖେଳାଯାଇଥିଲା।
ନିକଟରେ କଟକ ବାରବାଟୀ ଷ୍ଟାଡିୟମ୍‌ର ନବକଳେବର ହୋଇଛି। ଏଥିସହ ଗ୍ୟାଲେରୀ ଭଙ୍ଗା ଯାଇ ନୂଆ ରୁପରେ ତିଆରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଆହୁରି ୧୮ଟଙ୍କା ବଢିଯିବ LPG ସିଲିଣ୍ଡର! ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୬।୮: ଭାରତରେ ଆଗାମୀ ଦିନରେ ଘରୋଇ ଏଲପିଜି (LPG) ସିଲିଣ୍ଡର ପିଛା ଦାମ୍ ପ୍ରାୟ ୧୮ ଟଙ୍କା ବୃଦ୍ଧି ହୋଇପାରେ। ଏହାସହିତ ପେଟ୍ରୋଲ-ଡିଜେଲ ଏବଂ ସିଏନ୍‌ଜି (CNG)ର…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୂପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୂପା ମୂଲ୍ୟରେ ମଧ୍ୟ ଏକ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

ଭିତ୍ତିଭୂମି ଅଭାବରେ କ୍ରୀଡ଼ା ବିକାଶ ଦିଗହରା: ଜାତୀୟସ୍ତରରେ ସଫଳତା ସତ୍ତ୍ୱେ ମିଳୁନି ପ୍ରୋତ୍ସାହନ

ଅମରପାଲି,୬ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଉପଖଣ୍ଡରେ ଭିତ୍ତିଭୂମି ଅଭାବ କାରଣରୁ କ୍ରୀଡ଼ାର ବିକାଶ କ୍ଷେତ୍ରରେ ଦିଗହରା ହୋଇଛି। ବୀରମହାରାଜପୁର ଏନ୍‌ଏସି, ବୀରମହାରାଜପୁର ଓ ଉଲୁଣ୍ଡା ବ୍ଲକକୁ…

ପୂର୍ବତନ ବିଧାୟକଙ୍କ ଝିଅଙ୍କୁ ଯୌତୁକ ନିର୍ଯାତନା,ହତ୍ୟା ଉଦ୍ୟମ: ଅଭିଯୁକ୍ତ ସ୍ବାମୀଙ୍କୁ ଅନୁଗୋଳରୁ ଗିରଫ କଲା ପୋଲିସ

ଦେବଗଡ,୬।୮(ଶଶାଙ୍କ ଶେଖର ଝାଙ୍କର) : ଦେବଗଡ ସହରର ଜଣେ ଯୁବତୀଙ୍କୁ ବିବାହ ପରେ ଯୌତୁକ ନିର୍ଯାତନା ଓ ହତ୍ୟା ଉଦ୍ୟମ ଅଭିଯୋଗରେ ଦେବଗଡ ଥାନା ପୋଲିସ ଅନୁଗୋଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri