ଦୁଇ ଡୋଜ ଭ୍ୟାକ୍ସିନ ନେବା ପରେ ବି ଦେଖାଯାଉଛି କରୋନାର ଏସବୁ ଲକ୍ଷଣ

ଲଣ୍ଡନ,୨୯ ।୭: ସାରା ବିଶ୍ୱରେ କରୋନା ମହାମରୀକୁ ଏଡାଇବାକୁ ଭ୍ୟାକ୍ସିନ ବା ଟିକାକରଣ ପ୍ରକ୍ରିୟା ଜୋରଦାର ହୋଇଛି । ଏପଟେ ବେଳକୁ ବେଳ କରୋନାର ନୂଆ ନୂଆ ଭାରିଏଣ୍ଟ ଲୋକଙ୍କ ଚିନ୍ତା ବଢାଇ ଦେଉଛି । ତେବେ ଯେଉଁମାନେ ୨ଟି ଯାକ ଡୋଜ ଭ୍ୟାକ୍ସିନ ନେଇଛନ୍ତି ସେମାନଙ୍କ ମଧ୍ୟରୁ ଅଧିକାଂଶଙ୍କ ନିକଟରେ କରୋନାର କିଛି ଲକ୍ଷଣ ଦେଖାଯାଉଥିବା ଜଣାପଇଛି । ନିକଟରେ କରାଯାଇଥିବା ଏକ ଷ୍ଟଡିରୁ ଏହା ଜଣାପଡିଛି । କିଙ୍ଗସ୍ କଲେଜ ଲଣ୍ଡନରେ କରାଯାଇଥିବା ଏହି ଗବେଷଣାରେ ବିଶେଷଜ୍ଞମାନେ କହିଛନ୍ତି ଯେଉଁମାନେ ଦୁଇଟି ଡୋଜ୍ କରୋନା ଭ୍ୟାକ୍ସିନ ନେଇଛନ୍ତି ସେମାନଙ୍କ ନିକଟରେ କରୋନା ସଂକ୍ରମିତଙ୍କ ଭଳି ଛିଙ୍କ, କାଶ, ଗନ୍ଧ ନ ବାରି ପାରିବା ବା ସ୍ୱାଦ ନ ବାରି ପାରିବା ଭଳି ଲକ୍ଷଣ ଗୁଡିକ ସାମାନ୍ୟ ମାତ୍ରାରେ ଦେଖାଯାଉଛି । ହେଲେ ଟିକା ନ ନେଇ ଯେଉଁମାନେ ସଂକ୍ରମିତ ହେଉଛନ୍ତି ସେମାନଙ୍କ ତୁଳନାରେ ଏହା ଖୁବ୍ କମ୍ ରହିଛି । ଆଉ ଏମାନଙ୍କ ସ୍‌ୁସ୍ଥ ହେବା ସମ୍ଭାବନା ବି ଟିକା ନ ନେଇଥିବା ଲୋଙ୍କଠାରୁ ଖୁବ୍ ଅଧିକ ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri