Posted inଜାତୀୟ

ଅନ୍ତର୍ଜାତୀୟ ମହିଳା ଦିବସରେ ଗୁଗଲର ସ୍ପେଶାଲ ଡୁଡଲ

ନୂଆଦିଲ୍ଲୀ,୮ ।୩: କିଛି ବିଶେଷ ଅବସରରେ ଗୁଗଲ ସ୍ପେଶାଲ ଡୁଡଲ ପ୍ରସ୍ତୁତ କରୁଥିବା ବେଳେ ଏଥର ବି ଚଳିତ ବର୍ଷର ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଗୁଗଲ କରିଛି ସ୍ପେଶାଲ ଡୁଡଲ । ଏକ ଆକର୍ଷଣୀୟ ଓ କ୍ରିଏଟିଭ ଡୁଡଲ ବନାଇଛି ଗୁଗଲ । ଏହି ଆନିମେଟେଡ ଡୁଡଲରେ ମହିଳାଙ୍କ ଧୈର୍ଯ୍ୟ, ତ୍ୟାଗ ସହ ସେମାନଙ୍କ ମଧ୍ୟରେ ଥିବା ଆତ୍ମବିଶ୍ୱାସକୁ ଦର୍ଶାଇଛି । ଗୁଗଲର ହୋମ ପେଜରେ ଆନିମେଟେଡ ସ୍ଲାଇଡ ଶୋ’ସହ ଏକ ଆକର୍ଷଣୀୟ ଡୁଡଲ ଦେଖାଯାଇଛି । ଯେଉଁଥିରେ ବିଭିନ୍ନ ସଂସ୍କୃତି ସହ ମହିଳାଙ୍କ ଜୀବନର ଅସଲ ସତ୍ୟକୁ ଦର୍ଶାଯାଇଛି । ଏଥିରେ କର୍ମଜୀବି ମହିଳାଙ୍କଠାରୁ ମୋଟରସାଇକେଲ ମେକାନିକ ପର୍ଯ୍ୟନ୍ତ ସମସ୍ତଙ୍କୁ ଦର୍ଶାଯାଇଛି । ଗୁଗଲର ଏହି ଡୁଡଲ ବେଶ ରୋଚକ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ରେକର୍ଡ ଭାଙ୍ଗିବା ପରେ ମୁହଁ ଖୋଲିଲେ କୋହଲି, ଗିଲ୍‌ଙ୍କ କ୍ୟାପ୍ଟେନ୍ସିକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୨୮ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଦମଦାର ପ୍ରଦର୍ଶନ କରିଛନ୍ତି ଟିମ୍‌ ଇଣ୍ଡିଆର ଷ୍ଟାର ବ୍ୟାଟର ବିରାଟ କୋହଲି । ମାତ୍ର ୮୮ ବଲ୍‌ରୁ ୧୩୯ ରନ୍‌ର…

ଶାହୀ ମସଜିଦକୁ ନେଇ ଉତ୍ତେଜନା, ପୋଲିସ ଉପରକୁ ପଥରମାଡ଼

ଭୋପାଳ,୨୮ା୯: ସିଂହସ୍ଥ-୨୦୨୮ ପ୍ରସ୍ତୁତି ମଧ୍ୟରେ ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଶାହୀ ମସଜିଦର କିଛି ଅଂଶ ହଟାଇବାକୁ ନେଇ ବିବାଦ ତୀବ୍ର ହୋଇଛି । ସୋମବାର ପ୍ରଶାସନ ପକ୍ଷରୁ ପ୍ରଭାବିତ…

ମହିଳା ସାମ୍ବାଦିକାଙ୍କ ପ୍ରଶ୍ନରେ ଅଜବ ଇଙ୍ଗିତ କଲେ ମନ୍ତ୍ରୀ, ଭିଡିଓ ଭାଇରାଲ ପରେ ହଇଚଇ

ନ୍ୟୁୟର୍କ,୨୮ା୯: ଜାତିସଂଘ ସାଧାରଣ ସଭା ଅବସରରେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି । ଭିଡିଓରେ…

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

ଆଫଗାନିସ୍ତାନ ସହ ମ୍ୟାଚ୍ ରଦ୍ଦ, ତଥାପି କିପରି ସେମିଫାଇନାଲରେ ପହଞ୍ଚିଲା ଭାରତ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୮ା୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ପୁରୁଷ କ୍ରିକେଟ୍‌ ଦଳ ବିନା ମଇଦାନକୁ ଓହ୍ଲାଇ ସେମିଫାଇନାଲ୍‌ରେ ପହଞ୍ଚିଛି । ସୋମବାର ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ…

ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…

ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍‌ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି…

ଟାଟା ଷ୍ଟିଲ ଖଣ୍ଡବନ୍ଧ ଖଣି ସମ୍ମାନିତ

ଯୋଡ଼ା,୨୮ା୯(ମାନସ ମହାନ୍ତି): ସୁରକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ (ଏସ୍‌ଏଚ୍‌ଇ) ପରିଚାଳନା କ୍ଷେତ୍ରରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ଟାଟା ଷ୍ଟିଲ୍‌ର ଖଣ୍ଡବନ୍ଧ ଲୁହାପଥର ଖଣି ସମ୍ମାନିତ ହୋଇଛି। କୋଲକାତାଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?